Home Bibles ☰ Books କଲସୀୟଙ୍କ ପ୍ରତି ପତ୍ର 3:5 · ଓଡ଼ିଆ ବାଇବେଲ
କଲସୀୟଙ୍କ ପ୍ରତି ପତ୍ର 3:5 · ଓଡ଼ିଆ ବାଇବେଲ

ଅତଏବ, ୟୌନ ପାପଗୁଡ଼ିକ କରିବା, ମନ୍ଦକର୍ମ କରିବା, କାମନାର ବାଶୀଭୂତ ହବୋ, ମନ୍ଦ ଇଚ୍ଛା ରଖିବା ଓ ସର୍ବଦା ଲୋଭୀ ହାଇେ ରହିବା, ଯାହା ଏକ ମିଥ୍ଯା ଦବେତାକୁ ପୂଜା କରିବା ସଦୃଶ, ସଭେିଳ ବିଷୟଗୁଡ଼ିକୁ ନିଜ ଜୀବନଠାରୁ ଦୂର ରେ ରଖ। ଏହିଭଳି ଇଚ୍ଛାଗୁଡ଼ଇକ ଥିବାର ଅର୍ଥ ହେଲା ଯେ, ଜଣେ ମିଥ୍ଯା ଦବେତାର ସବୋ କରୁଛି।

Cross references

ଯାତ୍ରା ପୁସ୍ତକ 37:22

ସମ୍ପୂର୍ଣ୍ଣ ଦୀପ ବୃକ୍ଷଟି ତା'ର ଗଣ୍ଡି, ଶାଖା, ଫୁଲ ଓ ଫଳ ସବୁ ଶୁଦ୍ଧ ସୁବର୍ଣ୍ଣ ରେ ତିଅରି ହେଲା। ସମସ୍ତ ପିଟା ସୁନା କର୍ମ ରେ ନିର୍ମିତ ହାଇେଥିଲା।

ମାଥିଉଲିଖିତ ସୁସମାଚାର 15:19

କାରଣ ଖରାପ ଭାବନା, ହତ୍ଯା, ବ୍ଯଭିଚାର, ୟୋନାଚାର, ଚୋରୀ, ମିଥ୍ଯାସାକ୍ଷ୍ଯ ଓ ନିନ୍ଦା ଆଦି ଖରାପ ବିଷୟଗୁଡିକ ପ୍ରଥମେ ମଣିଷର ମନ ଭିତ ରେ ସୃଷ୍ଟି ହୂଏ।

ମାର୍କଲିଖିତ ସୁସମାଚାର 7:21

ମନୁଷ୍ଯ ଭିତ ରେ, ତାର ମନ ରେ, ଏହି ସବୁ ଖରାପ ଜିନିଷ ଜନ୍ମ ଦିଏ, ମନ୍ଦ ବିଚାର, ୟୌନଗତ ପାପ, ଚୋରି, ହତ୍ଯା।

ରୋମୀୟଙ୍କ ପ୍ରତି ପତ୍ର 1:26

ସେଥିପାଇଁ ପରମେଶ୍ବର ସମାନଙ୍କେୁ ସହେି ଲଜ୍ଜାଜନକ କାର୍ୟ୍ଯ କରିବା ପାଇଁ ଛାଡ଼ି ଦେଲେ।

ରୋମୀୟଙ୍କ ପ୍ରତି ପତ୍ର 1:29

ସହେି ଲୋକମାନେ ସମସ୍ତ ପ୍ରକାରର ପାପ, ମନ୍ଦଭାବନା, ସ୍ବାର୍ଥ ଓ ଘୃଣା ରେ ପରିପୂର୍ଣ୍ଣ ଥିଲେ। ସମାନେେ ହତ୍ଯା, ଝଗଡ଼ା, ମିଛ, ଛନ୍ଦ-କପଟତା ଓ ଅନ୍ୟମାନଙ୍କର ମନ୍ଦ ଚ଼ିନ୍ତା ରେ ବୁଡ଼ି ରହନ୍ତି।

ରୋମୀୟଙ୍କ ପ୍ରତି ପତ୍ର 6:6

ଆମ୍ଭେ ଜାଣୁ ଯେ, ଆମ୍ଭର ପୂର୍ବ ଜୀବନ ଖ୍ରୀଷ୍ଟଙ୍କ ସହିତ କୃଶ ଉପରେ ତାହାଙ୍କ ସହିତ ମୃତ ହାଇେ ଯାଇଛି। ଆମ୍ଭର ପାପପୂର୍ଣ୍ଣ ଶରୀର ଆମ୍ଭ ଉପରେ ରାଜତ୍ବ ନକରିବା ପାଇଁ ଏପରି ଘଟିଲା। ତା'ପରେ ଆମ୍ଭେ ପାପର ଦାସ ହବେୁ ନାହିଁ।

ରୋମୀୟଙ୍କ ପ୍ରତି ପତ୍ର 6:13

ପାପର ସବୋ କରିବା ପାଇଁ ତୁମ୍ଭମାନଙ୍କ ଶରୀରର ଅଙ୍ଗ ଗୁଡ଼କକୁ ଅନୁମତି ଦିଅ ନାହିଁ। ମନ୍ଦ କାମ କରିବା ପାଇଁ ଶରୀରକୁ ବ୍ଯବହାର କର ନାହିଁ। ତା' ପରିବର୍ତେ ନିଜକୁ ପରମେଶ୍ବରଙ୍କଠା ରେ ସମର୍ପଣ କର। ଯେଉଁମାନେ ମରି ଥିଲେ ଓ ଏବେ ଜୀବିତ ଅଛନ୍ତି ସେ ଲୋକଙ୍କ ଭଳି ହୁଅ। ନିଜ ଶରୀରର ଅଙ୍ଗହୁଡ଼ିକୁ ଭଲ କାମ କରିବା ପାଇଁ ପରମେଶ୍ବରଙ୍କଠା ରେ ସମର୍ପଣ କର।

ରୋମୀୟଙ୍କ ପ୍ରତି ପତ୍ର 7:5

ଅତୀତ ରେ, ଆମ୍ଭେ ଆମ୍ଭର ପାପପୂର୍ଣ୍ଣ ଶରୀର ଦ୍ବାରା ନିୟନ୍ତ୍ରିତ ହେଉଥିଲୁ। ଆମ୍ଭ ଦ୍ବାରା ବ୍ଯବସ୍ଥା ପାପପୂର୍ଣ୍ଣ କାମ କରାଉ ଥିଲା। ଓ ଏହି ପାପପୂର୍ଣ୍ଣ କାମସବୁ ଆମ୍ଭର ଶରୀରକୁ ନିୟନ୍ତ୍ରିତ କରୁଥିଲା। ଅତଏବ ଏହି କର୍ମ ଆମ୍ଭର ଆଧ୍ଯାତ୍ମିକ ମୃତ୍ଯୁ ଘଟାଉ ଥିଲା।

ରୋମୀୟଙ୍କ ପ୍ରତି ପତ୍ର 7:7

ତୁମ୍ଭେ ଭାବି ପାର ଯେ, ମୁଁ କହୁଛି ପାପ ଓ ବ୍ଯବସ୍ଥା ହେଉଛି ଏକା କଥା। ଏହା ସତ୍ଯ ନୁହେଁ। କିନ୍ତୁ ବ୍ଯବସ୍ଥା ହେଉଛି ଏକମାତ୍ର ଉପାୟ ଯାହା ଦ୍ବାରା ମୁଁ ପାପର ଅର୍ଥ ଜାଣି ପାରିଲି। ମୁଁ କବେେ ହେଲେ ଜାଣି ପାରି ନଥାନ୍ତି, ଲୋଭ କରିବା ଅର୍ଥ କଣ। କିନ୍ତୁ ବ୍ଯବସ୍ଥା କହିଲା, ଅନ୍ୟମାନଙ୍କ ବସ୍ତୁ ପାଇବା ପାଇଁ କବେେ ହେଲେ ଲୋଭ କର ନାହିଁ।

ରୋମୀୟଙ୍କ ପ୍ରତି ପତ୍ର 7:23

କିନ୍ତୁ ମାେ ଶରୀର ରେ ମୁଁ ଆଉ ଗୋଟିଏ ବ୍ଯବସ୍ଥା କାମ କରୁଥିବାର ଦେଖୁଛି। ସମାନେେ ଗ୍ରହଣ କରୁଥିବା ବ୍ଯବସ୍ଥା ସହିତ ମାେ ଶରୀରର ବ୍ଯବସ୍ଥା ସଂଘର୍ଷ କରୁଛି। ମାେ ଶରୀର ରେ କାମ କରୁଥିବା ଏହି ବ୍ଯବସ୍ଥାଟି ପାପର ବ୍ଯବସ୍ଥା ଅଟେ, ଓ ସୋହି ବ୍ଯବସ୍ଥା ମାେତେ ବନ୍ଦୀ କରି ପକାଏ।

ରୋମୀୟଙ୍କ ପ୍ରତି ପତ୍ର 8:13

ଯଦି ତୁମ୍ଭମାନେେ ତୁମ୍ଭ ପାପପୂର୍ଣ ଶରୀର ଅନୁସାରେ ମନ୍ଦ କାମ ପାଇଁ ନିଜ ଜୀବନକୁ ବ୍ଯବହାର କର, ତା ହେଲେ ତୁମ୍ଭମାନେେ ଆତ୍ମିକ ରୂପରେ ମରିୟିବ। କିନ୍ତୁ ଯଦି ତୁମ୍ଭମାନେେ ଆତ୍ମାଙ୍କୁ ଶରୀର ମାଧ୍ଯମ ରେ ମନ୍ଦ କାମ କରିବାକୁ ରୋକିବା ପାଇଁ ବ୍ଯବହାର କର, ତା' ହେଲେ ତୁମ୍ଭମାନେେ ପ୍ରକୃତ ଜୀବନ ପାଇବ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 5:1

ଲୋକେ ପ୍ରକୃତ ରେ କହୁଛନ୍ତି ଯେ, ତୁମ୍ଭମାନଙ୍କ ଭିତ ରେ ୟୌନଗତ ପାପ ଅଛି। ଏହି ପାପ ଏପରିକି ପରମେଶ୍ବରଙ୍କୁ ନ ଜାଣିଥିବା ଲୋକମାନଙ୍କ ଠା ରେ ମଧ୍ଯ ଏହା ହୁଏ ନାହିଁ। ଲୋକେ କହୁଛନ୍ତି ଯେ, ଜଣେ ଲୋକ ନିଜ ବାପାର ସ୍ତ୍ରୀ ସହିତ ବାସ କରୁଛି,

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 5:10

କିନ୍ତୁ ମାରେ କହିବା ଅର୍ଥ ନ ଥିଲା ଯେ, ଜଗତର ପାପୀମାନଙ୍କ ସହିତ ତୁମ୍ଭମାନେେ ସଂପର୍କ କାଟି ଦବେ। ଜଗତର ସହେି ଲୋକମାନେ ୟୌନଗତ ପାପ କରନ୍ତି, ଯେଉଁମାନେ ସ୍ବାର୍ଥପର ସମାନେେ ମୂର୍ତ୍ତିପୂଜକ ଏମାନଙ୍କ ସହିତ ସମ୍ପର୍କ ନ ରଖିବା ଅର୍ଥ ହବେ, ଏହି ସଂସାରରୁ ଆମ୍ଭକୁ ବାହାରି ୟିବାକୁ ପଡ଼ିବ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 6:9

ଅଥବା, ତୁମ୍ଭମାନେେ କ'ଣ ଜାଣ ନାହିଁ ଯେ ଯେଉଁ ଲୋକମାନେ ମନ୍ଦ କର୍ମ କରନ୍ତି, ସମାନେେ ପରମେଶ୍ବରଙ୍କ ରାଜ୍ଯର ଉତ୍ତରାଧକାରୀ ହବେେ ନାହିଁ। ନିଜକୁ ପ୍ରତାରଣା କର ନାହିଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 6:13

ଖାଦ୍ୟ ପଟେ ପାଇଁ ଓ ପଟେ ଖାଦ୍ୟ ପାଇଁ ଅଟେ। ଏ କଥା ଠିକ୍, କିନ୍ତୁ ପରମେଶ୍ବର ଏ ଦୁହିଁକୁ ନାଶ କରିବେ। ଶରୀର ୟୌନଗତ ପାପ ପାଇଁ ନୁହେଁ, ଏବଂ ପ୍ରଭୁଙ୍କ ପାଇଁ ଉଦ୍ଦିଷ୍ଟ, ଓ ପ୍ରଭୁ ଶରୀର ପାଇଁ ଅଟନ୍ତି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 6:18

ଅତଏବ ୟୌନଗତ ପାପଠାରୁ ଦୂର ରେ ରୁହ। ଜଣେ ଲୋକ ଅନ୍ୟ ସମସ୍ତ ପ୍ରକାରର ପାପ, ନିଜ ଶରୀରର ବାହା ରେ କରେ। କିନ୍ତୁ ୟୌନଗତ ପାପ ଦ୍ବାରା ସେ ନିଜ ଶରୀର ବିରୁଦ୍ଧ ରେ ପାପ କରେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:6

ଏହି ଘଟଣାଗୁଡ଼ିକ ଆମ୍ଭ ପାଇଁ ଦୃଷ୍ଟାନ୍ତ ସ୍ବରୂପ ଅଛି, ଅତଏବ ଆମ୍ଭେ ସମାନଙ୍କେ ଭଳି ମନ୍ଦ କାର୍ୟ୍ଯ କରିବା ପାଇଁ ଇଚ୍ଛା କରିବା ନାହିଁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 12:21

ମୁଁ ଭୟ କରୁଛି ଯେ ଯେତବେେଳେ ମୁଁ ତୁମ୍ଭମାନଙ୍କ ପାଖକୁ ୟିବି, ସେତବେେଳେ ତୁମ୍ଭମାନଙ୍କ ଆଗ ରେ ମାରେ ପରମେଶ୍ବର ମାେତେ ଲଜ୍ଜା ନ ଦିଅନ୍ତୁ। ଯେ ହତେୁ ତୁମ୍ଭମାନଙ୍କ ଭିତରୁ ଅନକେେ ପାପ କରିଥିବାରୁ, ମୁଁ ଦୁଃଖିତ ହବେି। କାରଣ ସହେି ଲୋକମାନେ ସମାନଙ୍କେର ପାପର ଜୀବନ ନିମନ୍ତେ ଦୁଃଖିତ ହାଇେ ନ ଥିବାରୁ, ଓ ଅନୁତାପ କରି ନ ଥିବାରୁ, ସମାନଙ୍କେର ୟୌନଗତ ପାପ କାରଣରୁ ଏବଂ ଲଜ୍ଜାଜନକ କାର୍ୟ୍ଯ କରୁ ଥିବାରୁ, ମାେତେ ଶାେକ କରିବାକୁ ପଡ଼ିବ।

ଗାଲାତୀୟଙ୍କ ପ୍ରତି ପତ୍ର 5:19

ଆମ୍ଭର ପାପମୟ ସ୍ବଭାବ ଦ୍ବାରା ହେଉଥିବା ପାପପୂର୍ଣ୍ଣ କ୍ରିଯାଗୁଡ଼ିକ ବିଷୟ ରେ ସମସ୍ତେ ଜାଣନ୍ତି। ସଗେୁଡ଼ିକ ହେଲା : ୟୌନ ପାପାଚାର, ଅପବିତ୍ରତା, ଭୋଗବିଳାସ,

ଗାଲାତୀୟଙ୍କ ପ୍ରତି ପତ୍ର 5:24

ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସମାନେେ ନିଜର ମନର ଆବଗେ ଓ ପାପମୟ ସ୍ବଭାବକୁ କ୍ରୁଶ ରେ ବିଦ୍ଧ କରିଛନ୍ତି। ସମାନେେ ନିଜର ସ୍ବାର୍ଥପର ମନୋଭାବ ଓ ମନ୍ଦକାର୍ୟ୍ଯ ସବୁକୁ ତ୍ଯାଗ କରିଛନ୍ତି।

Interlinear

Choose Theme