Home Bibles କଲସୀୟଙ୍କ ପ୍ରତି ପତ୍ର 4:13 · ଓଡ଼ିଆ ବାଇବେଲ
କଲସୀୟଙ୍କ ପ୍ରତି ପତ୍ର 4:13 · ଓଡ଼ିଆ ବାଇବେଲ

ସେ ତୁମ୍ଭମାନଙ୍କ ପାଇଁ ଲାଅଦିକୀଆ ଏବଂ ହିଏରାପଲିର ଲୋକମାନଙ୍କ ପାଇଁ କଠିନ ପରିଶ୍ରମ କରନ୍ତି ବୋଲି ମୁଁ ଜାଣେ।

Cross references

ରୋମୀୟଙ୍କ ପ୍ରତି ପତ୍ର 10:2

ମୁଁ ବିଶ୍ବାସ ପୂର୍ବକ ସମାନଙ୍କେ ବିଷୟ ରେ କହିପା ରେ, ଯେ ସମାନେେ ପ୍ରକୃତ ରେ ପରମେଶ୍ବରଙ୍କୁ ଅନୁକରଣ କରିବା ପାଇଁ ଚାହାନ୍ତି କିନ୍ତୁ ଠିକ୍ ବାଟ ଜାଣନ୍ତି ନାହିଁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 8:3

ମୁଁ କହିପା ରେ ଯେ, ସମାନେେ ଯେତେ ଦଇେ ପାରିବା କଥା ତାହ ଦଇେଛନ୍ତି। ଏତିକି ନୁହେଁ, ସମାନେେ ସ୍ବେଚ୍ଛା ରେ ନିଜ ସାମର୍ଥ୍ଯ ଅପେକ୍ଷା ଅଧିକ ଦଇେଛନ୍ତି। କହେି ତାହାଙ୍କୁ ଏହା କରିବା ପାଇଁ କହି ନାହିଁ।

କଲସୀୟଙ୍କ ପ୍ରତି ପତ୍ର 2:1

ମୁଁ ଚା ହେଁ ତୁମ୍ଭମାନେେ ଜାଣିରଖ ଯେ ତୁମ୍ଭମାନଙ୍କୁ ସାହାୟ୍ଯ କରିବା ପାଇଁ ମୁଁ କଠିନ ପରିଶ୍ରମ କରୁଛି। ଏବଂ ଲାଅଦକୀଆ ରେ ଥିବା ଲୋକମାନଙ୍କୁ ଓ ମାେତେ ଦେଖି ନ ଥିବା ଅନ୍ୟ ଲୋକମାନଙ୍କୁ ମଧ୍ଯ ମୁଁ ସାହାୟ୍ଯ କରିବାକୁ ଚେଷ୍ଟା କରୁଛି।

କଲସୀୟଙ୍କ ପ୍ରତି ପତ୍ର 4:15

ଲାଅଦିକୀଆର ଭାଇ ଓ ଭଉଣୀମାନଙ୍କୁ ନମସ୍କାର ଜଣାଅ। ନୁମ୍ଫା ଓ ତାଙ୍କ ଘ ରେ ମିଳିତ ହେଉଥିବା ମଣ୍ଡଳୀକୁ ନମସ୍କାର ଜଣାଅ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:11

ସହେି ସ୍ବର ମାେତେ କହିଲା, ତୁମ୍ଭେ ଯାହା ଦେଖୁଛ, ସବୁ ଗୋଟିଏ ପୁସ୍ତକରେ ଲେଖ ଓ ତାହାକୁ ସାତାଟେି ମଣ୍ଡଳୀ ଏଫିସ, ସ୍ମର୍ଣ୍ଣା, ପର୍ଗମ, ଥିୟତୀର ସାର୍ଦ୍ଦୀ, ଫିଲାଦଲଫେିଆ ଓ ଲାଓଦିକିଆକୁ ପଠାଅ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:14

ଲାଅଦିକୀଆ ମଣ୍ଡଳୀର ଦୂତଙ୍କ ପାଖକୁ ଏହା ଲେଖ :

Interlinear

Choose Theme