ଆର୍ଖିପ୍ପଙ୍କୁ କୁହ : ପ୍ରଭୁ ଯେଉଁ କାମ ତୁମ୍ଭକୁ ଦଇେଛନ୍ତି, ତାହା ତୁମ୍ଭେ ନିଶ୍ଚିତ ହାଇେ କର।
Cross references
ମାଶାେ ହାରୋଣଙ୍କୁ କହିଲେ, ସଦାପ୍ରଭୁ କୁହନ୍ତି, ' ଯେଉଁମାନେ ମାେ ନିକଟକୁ ଆସନ୍ତି, ସମାନେେ ଚିହ୍ନିବା ଉଚିତ୍ ଯେ, ମୁଁ ପବିତ୍ର କାରଣ ସବୁ ଲୋକଙ୍କ ସମ୍ମୁଖ ରେ ମୁଁ ଗୌରବାନ୍ବିତ ହବେି।' ତେଣୁ ହାରୋଣ ନିଜ ପୁତ୍ରମାନଙ୍କ ମୃତ୍ଯୁ କଥା ନ କହି ନୀରବ ରହିଲେ।
ପୁଣି ଇଶ୍ରାୟେଲ ଲୋକମାନଙ୍କ ପ୍ରତି ଆମ୍ଭର କୋରଧ ଯେପରି ଆଉ ନ ଉପୁଜେ, ସେଥିପାଇଁ ତୁମ୍ଭମାନେେ ପବିତ୍ରସ୍ଥାନର ଓ ୟଜ୍ଞବଦେୀର ସୁରକ୍ଷାର ଦାଯିତ୍ବ ନବେ।
ତେଣୁ ହେ ମାରେ ପୁତ୍ରଗଣ, ଆଉ ପରିଚର୍ୟ୍ଯା କର ନାହିଁ କି ଆଉ ସମୟ ନଷ୍ଟ କର ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କୁ ତାଙ୍କର ସବୋକାର୍ୟ୍ଯ ନିମନ୍ତେ ମନୋନୀତ କରିଅଛନ୍ତି। ସେ ତୁମ୍ଭମାନଙ୍କୁ ତାଙ୍କର ମନ୍ଦିର ରେ ସବୋକାର୍ୟ୍ଯ କରିବା ଓ ସୁଗନ୍ଧିଧୂପ ଜଳାଇବା ନିମନ୍ତେ ମନୋନୀତ କରିଛନ୍ତି।
ଆଉ ମଧ୍ଯ ଯାଜକମାନେ ମାରେ ଲୋକମାନଙ୍କୁ ପବିତ୍ର କି ଅପବିତ୍ର ଆଉ ଶୁଚି ଓ ଅଶୁଚି ମଧିଅରେ ପ୍ରଭଦେ ଶିଖାଇବେ।
ସହେିଭଳି ଯେଉଁ ଚ଼ାକରଟି ଦୁଇ ତୋଡ଼ା ରୂପା ଟଙ୍କା ପାଇଥିଲା, ସେ ମଧ୍ଯ ଟଙ୍କାକୁ ବ୍ଯବସାୟ ରେ ଲଗାଇ ଆଉ ଦୁଇ ତୋଡ଼ା ରୂପା ଟଙ୍କା ଲାଭ କଲା।
ୟିହୂଦା ଆମ୍ଭ ଦଳ ରେ ଥିଲା ଓ ଆମ୍ଭ ସହିତ ଏକତ୍ର ସବୋ କାର୍ୟ୍ଯ କରିଥିଲା, ପବିତ୍ରଆତ୍ମା କହିଥିଲେ ଯେ ଯେଉଁ ଲୋକମାନେ ଯୀଶୁଙ୍କୁ ବନ୍ଦୀ କରିବାକୁ ଯିବେ ୟିହୂଦା ସମାନଙ୍କେର ନେତା ହବେ।
ପାଉଲ ଓ ବର୍ଣ୍ଣବ୍ବା ସମାନଙ୍କେ ପାଇଁ ପ୍ରତି ମଣ୍ଡଳୀ ରେ ପ୍ରାଚ଼ୀନମାନଙ୍କୁ ନିୟୁକ୍ତି ଦେଲେ। ସମାନେେ ଏହି ପ୍ରାଚ଼ୀନମାନଙ୍କ ପାଇଁ ଉପବାସ ଓ ପ୍ରାର୍ଥନା କଲେ। ଏହି ପ୍ରାଚ଼ୀନମାନେ ପ୍ରଭୁ ଯୀଶୁଙ୍କଠା ରେ ବିଶ୍ବାସ କରିଥିଲେ। ତେଣୁ ପାଉଲ ଓ ବର୍ଣ୍ଣବ୍ବା ସମାନଙ୍କେୁ ପ୍ରଭୁଙ୍କ ପାଖ ରେ ସମର୍ପଣ କଲେ।
ତେଣୁ ତୁମ୍ଭମାନେେ ସମସ୍ତେ ନିଜେ ନିଜେ ସାବଧାନ ରୁହ। ପୁଣି ପବିତ୍ର ଆତ୍ମା ଯେଉଁ ମଷେପଲ ଉପରେ ତୁମ୍ଭମାନଙ୍କୁ ମଷେପାଳକ ରୂପେ ନିୟୁକ୍ତ କରିଅଛନ୍ତି, ସମାନଙ୍କେ ବିଷୟ ରେ ସତର୍କ ରୁହ; ଓ ଯେଉଁ ମଣ୍ଡଳୀକୁ ପରମେଶ୍ବର ଆପଣା ରକ୍ତ ରେ କ୍ରୟ କରିଅଛନ୍ତି ତାହାର ଯତ୍ନ ନିଅ।
ଆମ୍ଭ ବିଷୟ ରେ ଲୋକମାନଙ୍କର ଭାବିବା ଦରକାର ଯେ, ଆମ୍ଭେ ଖ୍ରୀଷ୍ଟଙ୍କର ସବେକ। ପରମେଶ୍ବର ନିଜର ଗୋପନୀୟ ସତ୍ଯଗୁଡ଼ିକୁ ଆମ୍ଭ ନିକଟରେ ଭରସା ରଖି ଜଣାଇ ଅଛନ୍ତି।
ଏବଂ ସହେି ଖ୍ରୀଷ୍ଟ ଲୋକମାନଙ୍କୁ ଦାନ ଦେଲେ ଅର୍ଥାତ୍ କେତକେ ଲୋକଙ୍କୁ ସେ ପ୍ ରରେିତ ହବୋ ପାଇଁ, କେତକଙ୍କେୁ ଭବିଷ୍ଯତ୍ବକ୍ତା ହବୋ ପାଇଁ, କେତକଙ୍କେୁ ସୁସମାଚାର କହିବା ପାଇଁ ଓ କେତକଙ୍କେୁ ପରମେଶ୍ବରଙ୍କ ଲୋକମାନଙ୍କର ଯତ୍ନ ନବୋ ପାଇଁ ଓ ଶିକ୍ଷା ଦବୋ ପାଇଁ।
ସଠାେରେ ଥିବା ଭାଇ ଓ ଭଉଣୀମାନଙ୍କୁ ଏ କଥା କୁହ। ଏପରି କରିବା ଦ୍ବାରା ତୁମ୍ଭେ ଖ୍ରୀଷ୍ଟ ଯୀଶୁଙ୍କର ଭଲ ସବେକ ବୋଲି ପ୍ରମାଣିତ ହବେ। ତୁମ୍ଭେ ପ୍ରମାଣ କରିବ ଯେ ତୁମ୍ଭେ ଅନୁସରଣ କରିଥିବା ବିଶ୍ବାସର ଶିକ୍ଷାଗୁଡ଼ିକ ଦ୍ବାରା ଶକ୍ତିଶାଳୀ ହାଇେଛ।
ତୁମ୍ଭ ଭିତ ରେ ଯେଉଁ ଅନୁଗ୍ରହ ଦାନଟି ଅଛି, ତାହାକୁ ବ୍ଯବହାର କରିବା ରେ ଅବ ହଳୋ କର ନାହିଁ। ଭବିଷ୍ଯଦ୍ ବାଣୀ ମାଧ୍ଯମ ରେ ଯେତବେେଳେ ପ୍ରାଚୀନମାନଙ୍କର ଦଳ ତୁମ୍ଭ ଉପରେ ହାତ ରଖିଲେ, ସେତବେେଳେ ସହେି ଅନୁଗ୍ରହ ଦାନ ତୁମ୍ଭକୁ ଦିଆ ଯାଇଥିଲା।
ତୁମ୍ଭ ନିଜ ଜୀବନ ସମ୍ବନ୍ଧ ରେ ଓ ତୁମ୍ଭ ବିଷୟ ରେ ସତର୍କ ରୁହ। ଉତ୍ତମ ଜୀବନଯାପନ ଓ ଶିକ୍ଷା ପ୍ରଦାନ କର। ତା ହେଲେ ତୁମ୍ଭେ ତୁମ୍ଭର ଶିକ୍ଷା ଶୁଣୁଥିବା ଲୋକଙ୍କୁ ଓ ନିଜକୁ ରକ୍ଷା କରିପାରିବ।
କିନ୍ତୁ ତୁମ୍ଭେ ଜଣେ ପରମେଶ୍ବରଙ୍କର ଲୋକ। ଅତଏବ ତୁମ୍ଭେ ସହେି ସବୁ ବିଷୟଠାରୁ ଦୂର ରେ ରହିବା କଥା। ଧାର୍ମିକ ଭାବରେ ରହିବା ପାଇଁ ଚେଷ୍ଟା କର, ପରମେଶ୍ବରଙ୍କ ଉପାସନା କର। ତୁମ୍ଭ୍ ଜୀବନ ରେ ବିଶ୍ବାସ, ପ୍ ରମେ, ର୍ଧୈୟ୍ଯ, ଭଦ୍ର ଆଚରଣ କରିବା ପାଇଁ ଚେଷ୍ଟା କର।
ତୀମଥି, ପରମେଶ୍ବର ତୁମ୍ଭ ଉପରେ ଅନକେ ବିଷୟର ଭାର ଦଇେଛନ୍ତି। ସଗେୁଡ଼ିକୁ ସୁରକ୍ଷିତ ରଖିଥାଅ। ପରମେଶ୍ବରଙ୍କ ନିକଟକୁ ଆସି ନ ଥିବା ଅସାର କଥା କହୁଥିବା ଲୋକମାନଙ୍କଠାରୁ ଦୂର ରେ ରୁହ। ସତ୍ଯ ବିରୁଦ୍ଧ ରେ ୟୁକ୍ତିତର୍କ କରୁଥିବା ଲୋକମାନଙ୍କଠାରୁ ଦୂର ରେ ରୁହ। ଏହାକୁ ସମାନେେ ମିଛ ରେ ଜ୍ଞାନ ବୋଲି କହିଥାନ୍ତି। କିନ୍ତୁ ଏହା ପ୍ରକୃତ ଜ୍ଞାନ ନୁହେଁ।