କଲସୀୟଙ୍କ ପ୍ରତି ପତ୍ର 4:9 · ଓଡ଼ିଆ ବାଇବେଲ
ସେ ତୁମ୍ଭମାନଙ୍କୁ ଉତ୍ସାହିତ କରିବେ। ମୁଁ ଅନୀସିମଙ୍କ ସହିତ ତାଙ୍କୁ ପଠାଉଛି। ଅନୀସିମ ଖ୍ରୀଷ୍ଟଙ୍କଠା ରେ ଥିବା ଜଣେ ବିଶ୍ବାସୀ ଓ ପ୍ରିୟ ଭାଇ ଅଟନ୍ତି। ସେ ତୁମ୍ଭମାନଙ୍କ ଦଳର ଅଟନ୍ତି। ତୁଖିକ ଓ ଅନୀସିମ, ଏଠା ରେ ଘଟିଥିବା ସମସ୍ତ ବିଷୟ ତୁମ୍ଭମାନଙ୍କୁ କହିବେ।
Cross references
କଲସୀୟଙ୍କ ପ୍ରତି ପତ୍ର 4:7
ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ମାରେ ପ୍ରିୟ ଭାଇ ତୁଖିକ, ଜଣେ ବିଶ୍ବାସୀ ସବେକ ଓ ମାେ ସହିତ ପ୍ରଭୁଙ୍କର ଜଣେ ସବେକ ଅଟନ୍ତି। ମାେ ସହିତ ଏଠା ରେ ଯାହା କିଛି ଘଟୁଛି, ସହେି ସମସ୍ତ କଥା ସେ ତୁମ୍ଭମାନଙ୍କୁ କହିବେ।
ଫିଲୀମୋନଙ୍କ ପ୍ରତି ପତ୍ର 1:10
ମୁଁ ତୁମ୍ଭକୁ ଅନୀସିମ ପାଇଁ ନିବଦନେ କରୁଛି। ମୁଁ ବନ୍ଦୀ ଗୃହ ରେ ଥିଲା ବେଳେ ସେ ମାରେ ସନ୍ତାନ ହାଇେଥିଲା।