ଏହି ତିନି ସପ୍ତାହ ଧରି ମୁଁ କୌଣସି ସୁସ୍ବାଦୁ ଖାଦ୍ୟ ଭୋଜନ କଲି ନାହିଁ କି କୌଣସି ମାଂସ ଭକ୍ଷଣ କଲି ନାହିଁ କି ଦ୍ରାକ୍ଷାରସ ପାନ କଲି ନାହିଁ। ଆଉ ମୁଁ ମାେ ମୁଣ୍ତ ରେ ତୈଳ ଲଗାଇଲି ନାହିଁ।
Cross references
ଶାଉଲଙ୍କର ପୌତ୍ର ମଫୀବୋଶତ୍ ରାଜାଙ୍କକ୍ସ୍ଟ ଭଲଟିବା ପାଇଁ ଆସିଲା। ରାଜା ୟିରକ୍ସ୍ଟଶାଲମ ଛାଡିବା ଦିନଠାରକ୍ସ୍ଟ ମଫୀବୋଶତ୍ ତା'ର ଦାଢି କାଟି ନ ଥିଲା। ନିଜର ପାଦସଧାଇ ନଥିଲା, ତା'ର ବସ୍ତ୍ର ମଧ୍ଯ ସଫା କରି ନ ଥିଲା।
ସେ ଏତେ ୟନ୍ତ୍ରଣା ଅନୁଭବ କରେ ଯେ ସେ ଖାଇପା ରେ ନାହିଁ। ସେ ଏପରିକି ସୁସ୍ବାଦୁ ଖାଦ୍ୟକୁ ମଧ୍ଯ ଘୃଣା କରେ।
ପୃଥିବୀ ନିବାସୀ ଦୋଷ କରିଛନ୍ତି, ତେଣୁ ସମାନେେ ଅପରାଧୀ, ସେଥିପାଇଁ ପରମେଶ୍ବର ସମାନଙ୍କେୁ ବିନଷ୍ଟ କରିବାକୁ ପ୍ରତିଜ୍ଞା କରିଛନ୍ତି। ସମାନେେ ଦଣ୍ଡିତ ହବେେ ଓ ଅଳ୍ପ କେତକେ ବଞ୍ଚି ରହିବେ।
ତା'ପ ରେ ରାଜା ଆପଣା ପ୍ରାସାଦକୁ ୟାଇ ଉପବାସ ରେ ରାତ୍ରି ୟାପନ କଲେ। ଆଉ ବାଦ୍ଯ ୟନ୍ତ୍ର ବଜାଇ ତାଙ୍କ ଆଗକୁ ଆସିବାକୁ କାହାରିକୁ ଅନୁମତି ମିଳିଲା ନାହିଁ। ରାତ୍ରିସାରା ସେ ଉଜାଗର ରହିଲେ।
ସେ ସମାନଙ୍କେର ପ୍ରତିମାଗୁଡିକୁ, ସମାନଙ୍କେର ଦବଗେଣଙ୍କୁ ଓ ସୁନା ରୂପାର ମନୋହର ପାତ୍ରଗୁଡିକୁ ମିଶରକୁ ନଇୟିବେ। କିଛି ବର୍ଷ ପାଇଁ ସେ ଉତ୍ତର ଦେଶୀଯ ରାଜାଙ୍କ ପାଇଁ ଆଉ ବିବ୍ରତ ହବେ ନାହିଁ।
ତୁମ୍ଭମାନେେ ଦରିଦ୍ରମାନଙ୍କଠାରୁ ଅସାଧୁ ଉପାଯ ରେ କର ନେଉଅଛ ଏବଂ ସମାନଙ୍କେର ଗହମ ବଳପୂର୍ବକ ନେଉଅଛ। ତୁମ୍ଭମାନେେ କାରୁକାର୍ୟ୍ଯ ପଥର ରେ ସୁନ୍ଦର ଘର ନିର୍ମାଣ କରିଛ, କିନ୍ତୁ ତୁମ୍ଭମାନେେ ସହେି ଘ ରେ ରହିପାରିବ ନାହିଁ। ତୁମ୍ଭମାନେେ ସୁନ୍ଦର ଦ୍ରାକ୍ଷାଗଛ କ୍ଷେତ୍ର ରେ ଲଗାଇଛ କିନ୍ତୁ ସେ ଦ୍ରାକ୍ଷାରସ ପାନ କରିପାରିବ ନାହିଁ।
ତାଙ୍କ ପାଖ ରେ ବହୁ ଧନସମ୍ପତ୍ତି ନବୋକୁ ଅଛି। ତାଙ୍କର ରୂପା ଓ ସୁନା ନିଅ।
ତେଣୁ ତୁମ୍ଭେ ଉପବାସ କଲା ବେଳେ ମୁଣ୍ଡ ରେ ତଲେ ଲଗାଇ ବାଳ ସଜାଡ ଓ ମୁହଁ ଧୁଅ।
ମୁଁ ମାରେ ନିଜ ଶରୀରକୁ ଆଘାତ କରୁଛି। ମୁଁ ଏହାକୁ ମାରେ କ୍ରୀତଦାସ କରୁଛି। ମୁଁ ଏହା କରୁଛି ଯେପରି ମୁଁ ସୁସମାଚାର ପ୍ରଚାର କରିବା ପରେ ନିଜେ ଯେପରି ପରମେଶ୍ବରଙ୍କ ଦ୍ବାରା ଅଗ୍ରାହ୍ଯ ନ ହୁଏ। ଅନ୍ୟ ଲୋକମାନଙ୍କୁ ଉପଦେଶ ଦଲୋ ପରେ ଯେପରି ମୁଁ ପରମେଶ୍ବରଙ୍କ ଦ୍ବାରା ଅଗ୍ରାହ୍ଯ ନ ହୁଏ, ସେଥିପାଇଁ ମୁଁ ମାେ ଶରୀରକୁ ବଶ ରେ ରଖୁଅଛି।