Home Bibles ଦାନିଏଲ 11:1 · ଓଡ଼ିଆ ବାଇବେଲ
ଦାନିଏଲ 11:1 · ଓଡ଼ିଆ ବାଇବେଲ

ପୁଣି ମାଦୀଯ ଦାରିଯାବସର ଅଧିକାରର ପ୍ରଥମ ବର୍ଷ ରେ ଆମ୍ଭେ ତାହାକୁ ସୁସ୍ଥିର ଓ କରିବା ପାଇଁ ଠିଆ ହେଲୁ।

Cross references

ଗୀତସଂହିତା 103:20

ହେ ଦୂତଗଣ, ସଦାପ୍ରଭୁଙ୍କର ପ୍ରଶଂସା କର! ତୁମ୍ଭମାନେେ ହିଁ ସଦାପ୍ରଭୁଙ୍କର ଶକ୍ତିଶାଳୀ ସୈନ୍ଯ ଯେଉଁମାନେ ପରମେଶ୍ବରଙ୍କର ଆଦେଶ ମାନନ୍ତି ଓ ସେ ୟାହା କହନ୍ତି, ତାଙ୍କର ବାକ୍ଯଗୁଡ଼ିକ ପାଳନ କରନ୍ତି।

ଦାନିଏଲ 5:31

ପୁଣି ମାଦୀଯ ଦାରିଯାବସ ରାଜ୍ଯ ପ୍ରାପ୍ତ ହେଲା। ସେ ସମୟରେ ତାହାର ବଯସ ବାଷଠି ବର୍ଷ ହାଇେଥିଲା।

ଦାନିଏଲ 6:1

ଦାରିଯାବସ ଚିନ୍ତାକଲେ ସମୁଦାଯ ରାଜ୍ଯ ରେ ଶାସନ କରିବକୁ 120କ୍ଷିତିପାଳ ନିୟୁକ୍ତ କଲେ ଭଲ ହବେ।

ଦାନିଏଲ 9:1

ଦାରିଯାବସଙ୍କ ରାଜତ୍ବର ପ୍ରଥମ ବର୍ଷ ରେ ଏହିସବୁ ଘଟଣାମାନ ଘଟିଲା। ଦାରିଯାବସ୍ ମାଦୀଯ ବଂଶର ଉତ୍ତରାଧିକାରୀ ଥିଲେ। ତାଙ୍କର ପିତା ଅକ୍ଷଶ୍ବରେସର ଥିଲେ। ସେ କଲଦୀଯର ରାଜା ପଦ ରେ ଉପଯୋଗୀ ହେଲେ।

ଦାନିଏଲ 10:18

ସେତବେେଳେ ମନୁଷ୍ଯାକୃତି ଜଣେ ବ୍ଯକ୍ତି ପୁନର୍ବାର ମାେତେ ସ୍ପର୍ଶ କଲେ ଓ ମୁଁ ପୁଣି ସବଳ ହଲିେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 14:22

ସମାନେେ ସେ ସ୍ଥାନଗୁଡ଼ିକରେ ଶିଷ୍ଯମାନଙ୍କ ଆତ୍ମାକୁ ସବଳ କଲେ ଓ ବିଶ୍ବାସ ରେ ବୃଦ୍ଧିପାଇବା ପାଇଁ ଉତ୍ସାହିତ କଲେ। ସମାନେେ କହିଲେ, ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରିବା ନିମନ୍ତେ ଆମ୍ଭକୁ ଅନକେ ଦୁଃଖ କଷ୍ଟ ଭୋଗ କରିବାକୁ ପଡ଼ିବ।

Interlinear

Choose Theme