Home Bibles ଦାନିଏଲ 11:14 · ଓଡ଼ିଆ ବାଇବେଲ
ଦାନିଏଲ 11:14 · ଓଡ଼ିଆ ବାଇବେଲ

ସେ ସମୟରେ ଅନକେ ଲୋକ ଦକ୍ଷିଣ ଦେଶ ବିରୁଦ୍ଧ ରେ ଉଠିବେ। ତୁମ୍ଭ ଲୋକମାନଙ୍କ ମଧିଅରେ ବିଦ୍ରୋହୀମାନେ ଦକ୍ଷିଣ ଦେଶୀଯ ବିରୁଦ୍ଧ ରେ ଏହି ଦର୍ଶନ ପାଇଁ ୟୁଦ୍ଧ କରିବେ। ମାତ୍ର ସମାନେେ ପତିତ ହବେେ।

Cross references

ରେରିତମାନଙ୍କ କାର୍ଯ୍ୟର ବିବରଣ 4:25

ଆମ୍ଭମାନଙ୍କର ପୂର୍ବପୁରୁଷ ଦାଉଦ ତୁମ୍ଭର ସବେକ ଥିଲେ। ସେ ପବିତ୍ର ଆତ୍ମାଙ୍କ ଦ୍ବାରା ଚ଼ାଳିତ ହାଇେ ଏହି କଥା ଲେଖିଛନ୍ତି,

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17:17

ସମାନେେ ତାହାଙ୍କର ଶାସନ କ୍ଷମତା ସହେି ପଶୁକୁ ଦବୋ ପାଇଁ ଯେପରି ରାଜି ହୁଅନ୍ତି, ଏଥିନିମନ୍ତେ ପରମେଶ୍ବର ସମାନଙ୍କେ ମନ ରେ ଏକ ଇଚ୍ଛା ଦବେେ। ଏହାଦ୍ବାରା ପରମେଶ୍ବର କହିଥିବା ବାକ୍ଯ ସଫଳ ହବୋ ପର୍ୟ୍ଯନ୍ତ ସମାନେେ ଶାସନ କରିବେ।

Interlinear

Choose Theme