ବହୁଦେଶ ତାଙ୍କ ସହିତ ଚୁକ୍ତି ସ୍ଥିର କରିବେ, ମାତ୍ର ସେ ପ୍ରତାରଣା ପୂର୍ବକ କାର୍ୟ୍ଯ କରିବ। କାରଣ ସେ ଅଳ୍ପ ଲୋକଙ୍କ ଦ୍ବାରା ପରାକ୍ରମୀ ହବେ।
Cross references
ଯାକୁବର ପୁତ୍ରମାନେ ଶିଖିମକୁ ଓ ତା'ର ପିତାଙ୍କୁ ମଧ୍ଯ ମିଥ୍ଯା କହିବାପାଇଁ ନିଷ୍ପତ୍ତି ନେଲେ। ତା'ର ଭାଇମାନେ ସେତବେେଳେ ପାଗଳ ପ୍ରାଯ ଥିଲେ କାରଣ ଦୀଣାକୁ ଶିଖିମ ଭ୍ରଷ୍ଠା କରିଥିଲା।
ତୁମ୍ଭେ ଲୋକମାନଙ୍କୁ ଧ୍ବଂସ କରିବାକୁ ଚକ୍ରାନ୍ତ କରୁଅଛ। ତୁମ୍ଭର ଜିହ୍ବା କ୍ଷୁରତୁଲ୍ଯ ତିକ୍ଷ୍ମ। ତୁମ୍ଭେ ମିଥ୍ଯା କହୁଛ ଏବଂ ଲୋକମାନଙ୍କୁ ଠକିବା ପାଇଁ ଚେଷ୍ଟା କରୁଛ !
ଦୁଷ୍ଟଲୋକ ମିଥ୍ଯା ଉପାର୍ଜନ କରେ। ମାତ୍ର ଯେ ଧର୍ମବୀଜ ବୁଣେ ତାହାର ନିଶ୍ଚିତ ପୁରସ୍କାର ଅଛି।
ଏବଂ ସେ ଏକ ରାଜସ୍ବ ନଇେ ତାକୁ ଶପଥ କରାଇ ତା' ସହିତ ଏକ ଚୁକ୍ତି କଲେ ଏବଂ ସେ ମହତ୍ତ୍ବପୂର୍ଣ୍ଣ ଲୋକମାନଙ୍କୁ ନଇଗେଲେ।
ସେ ବଳ ରେ ଅତି ପରାକ୍ରମୀ ହବେ। ମାତ୍ର ତାହାର ନିଜ ବଳ ରେ ନୁହେଁ। ସେ ଭୟଙ୍କର ବିନାଶର କାରଣ ହବେ ଓ ଶକ୍ତିଶାଳୀ ହାଇେ ସ୍ବେଚ୍ଛାଗ୍ଭରୀ ଭାବରେ କାର୍ୟ୍ଯ କରିବ। ଆଉ ସେ ପରାକ୍ରମୀ ଓ ପବିତ୍ର ଲୋକମାନଙ୍କୁ ବିନାଶ କରିବ।
ପୁଣି ସେ ନିଜର କୌଶଳ, ଛଳ, ଜ୍ଞାନ ଓ ମିଥ୍ଯା ବଳ ରେ ସଫଳକାମୀ ହବେ। ସେ ନିଜ ଅନ୍ତଃକରଣ ରେ ନିଜକୁ ବଡ ମନେ କରିବ ଓ ନରାପଦ ସମୟରେ ଅନକଙ୍କେୁ ବିନାଶ କରିବ। ଆଉ ଅଧିପତିଙ୍କର ଅଧିପତିଙ୍କ ପ୍ରତିକୂଳ ରେ ଠିଆ ହବେ। ମାତ୍ର ସେ ମଣିଷ ହସ୍ତ ରେ ବିନାଶ ହବେ ନାହିଁ।
ସହେି ଲୋକମାନେ ସମସ୍ତ ପ୍ରକାରର ପାପ, ମନ୍ଦଭାବନା, ସ୍ବାର୍ଥ ଓ ଘୃଣା ରେ ପରିପୂର୍ଣ୍ଣ ଥିଲେ। ସମାନେେ ହତ୍ଯା, ଝଗଡ଼ା, ମିଛ, ଛନ୍ଦ-କପଟତା ଓ ଅନ୍ୟମାନଙ୍କର ମନ୍ଦ ଚ଼ିନ୍ତା ରେ ବୁଡ଼ି ରହନ୍ତି।
ସେ କବଳେ ତୁମ୍ଭମାନଙ୍କର ସ୍ବାମୀ ହବେେ। କିନ୍ତୁ ମୁଁ ଭୟ କରୁଛି ଯେ, ଯେପରି ହବ୍ବା ସର୍ପର ପ୍ରବଞ୍ଚନା ଦ୍ବାରା ପ୍ରଭାବିତ ହାଇେଥିଲା, ସହେି ଭଳି ତୁମ୍ଭମାନଙ୍କ ମନ ମଧ୍ଯ ଖ୍ରୀଷ୍ଟଙ୍କ ପ୍ରତି ସତ୍ଯ ଓ ପବିତ୍ର ସମର୍ପଣ ଠାରୁ ଦୂରକୁ ଚାଲି ୟିବ।
ତା'ର ମହାନ ଶକ୍ତି ଥିବ ଓ ସେ ଅସତ୍ଯ ଆଧାରିତ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ, ଚିହ୍ନ ଓ ଅଦ୍ଭୁତ କାର୍ୟ୍ଯମାନ ଘଟାଇବ।