କାରଣ କିତ୍ତିମର ଜାହାଜ ସବୁ ତା'ର ବିରୁଦ୍ଧ ରେ ଆସିବ। ଏଥିପାଇଁ ସେ, ଦୁଃଖିତ ହାଇେ ଫରେିୟିବ ଓ ପବିତ୍ର ଚୁକ୍ତିର ପ୍ରତିକୂଳ ରେ କୋର୍ଧ କରି ସ୍ବେଚ୍ଛାମତେ କାର୍ୟ୍ଯ କରିବ। ସେ ଫରେିୟାଇ ପବିତ୍ର ଚୁକ୍ତି ଭଙ୍ଗକାରୀ ଲୋକଙ୍କ ସହିତ ୟୋଗ ଦବେ।
Cross references
ପୁଣି ଇଲୀଶା, ତର୍ଶୀଶ, କିତ୍ତୀମ ଓ ଦୋଦାନୀମ ଏମାନେ ୟବନର ସନ୍ତାନ ଥିଲେ।
ମାତ୍ର କୀତ୍ତୀମ-ତୀରରୁ ଜାହାଜମାନ ଆସିବ ଓ ସମାନେେ ଅଶୂରକୁ ଓ ଏବରକୁ ପରାସ୍ତ କରିବେ। କିନ୍ତୁ ଏହି ଜାହାଜଗୁଡିକ ମଧ୍ଯ ଧ୍ବଂସ ହବେେ।
ୟବନର ପୁତ୍ରମାନେ ଥିଲେ ଇଲୀଶା, ତର୍ଶୀଶ୍, କିତ୍ତୀମ ଓ ଗୋଦାନିମ୍।
ମାତ୍ର ମୁଁ ଜାଣିଲି ଶମଯିଯଙ୍କୁ ପରମେଶ୍ବର ପଠାଇ ନ ଥିଲେ। ତଥାପି ସେ ମାେ' ପ୍ରତି କୂଳ ରେ ଏହି ଭବିଷ୍ଯଦ୍ବାକ୍ଯ ପ୍ରଗ୍ଭର କଲା। ଆଉ ଟୋବିୟ ଓ ସନ୍ବଲ୍ଲଟ କାହାକୁ ବତନେ ଦଇେଥିଲ।
ସୋର ବିଷଯ ରେ ଏକ ଦୁଃଖ ବାର୍ତ୍ତା : ହେ ତର୍ଶୀଶର ଜାହାଜ ସକଳ, ତୁମ୍ଭମାନେେ ହାହାକାର କର। କାରଣ ତୁମ୍ଭର ପୋତାଶ୍ରଯ ସମ୍ପୂର୍ଣ୍ଣ ନଷ୍ଟ ହାଇୟୋଇଛି। କିତ୍ତୀମ ଦେଶରୁ ଆସୁଥିବା ଲୋକମାନଙ୍କ ପ୍ରତି ଏହି ବାର୍ତ୍ତା ଥିଲା।
ସଦାପ୍ରଭୁ କୁହନ୍ତି, ହେ ଉତ୍ପୀଡ଼ନ କରୁଥିବା ସୀଦୋନର କୁଆଁରୀକନ୍ଯା, ତୁମ୍ଭେ ଆନନ୍ଦ କର ନାହିଁ କାରଣ ତୁମ୍ଭେ ଧ୍ବଂସ ହବେ। ମାତ୍ର ତୁମ୍ଭେ କିତ୍ତୀମକୁ ଗଲେ ମଧ୍ଯ, ସଠାେ ରେ ତୁମ୍ଭେ ବିଶ୍ରାମ ପାଇବ ନାହିଁ।'
ସାଗର ପାର ହାଇେ କିର୍ତ୍ତୀଯମାନଙ୍କର ଦ୍ବୀପ ସମୂହକୁ ୟାଅ। ଆଉ କଦରକେୁ ଲୋକ ପଠାଅ ଓ ଉତ୍ତମ ରୂପେ ବିବଚେନା କରି ଦେଖ, ସଠାେ ରେ କହେି ଏପରି କାର୍ୟ୍ଯ କବେେ କରିଅଛି କି ?
ବାସନର ଆଲୋନ କାଠ ରେ ସମାନେେ ତୁମ୍ଭର ଆହୁଲା ପ୍ରସ୍ତୁତ କରିଅଛନ୍ତି। ଆଉ ସମାନେେ କିତ୍ତୀମ ଦ୍ବୀପରୁ ଆନୀତ ତାଶୂର କାଠ ରେ ଖଚିତ ହାତୀଦାନ୍ତ ଦ୍ବାରା ତୁମ୍ଭର ଆସନ ନିର୍ମାଣ କରିଅଛନ୍ତି।
ଏବଂ ସେ ସର୍ବୋପରିସ୍ଥ ପରମେଶ୍ବରଙ୍କ ବିରୁଦ୍ଧ ରେ କଥା କହିବ ଓ ପରମେଶ୍ବରଙ୍କର ପବିତ୍ର ଲୋକମାନଙ୍କୁ ବଧ କରିବ। ଆଉ ସେ ସମୟ ଓ ଆଜ୍ଞାର ପରିବର୍ତ୍ତନ କରିବାକୁ ଚିନ୍ତା କରିବ। ସାଢେ ତିନିବର୍ଷ ପାଇଁ ସମାନେେ ତା' ହସ୍ତ ରେ ସମର୍ପିତ ହବେେ।
ତା'ପ ରେ ଉତ୍ତରର ରାଜା ଅନକେ ସମ୍ପତ୍ତି ନଇେ ନିଜ ଦେଶକୁ ଫରେିୟିବ। ତା'ର ଚିତ୍ତ ପବିତ୍ର ଚୁକ୍ତିର ପ୍ରତିକୂଳ ରେ ୟିବ। ସେ ପରମେଶ୍ବରଙ୍କର ଲୋକମାନଙ୍କୁ ଆକ୍ରମଣ କରିବ ଏବଂ ନିଜ ଇଚ୍ଛା ରେ କର୍ମ କରିବ।
ସେତବେେଳେ ଅନକେ ବିଶ୍ବସୀ ଲୋକ ବିଶ୍ବାସ ହ ରଇେ ବସିବେ। ସମାନେେ ପରସ୍ପରର ବିରୋଧୀ ହବେ ଓ ପରସ୍ପରକୁ ଘୃଣା କରିବେ।
ତେଣୁ ହେ ସ୍ବର୍ଗ ଓ ସ୍ବର୍ଗବାସୀଗଣ, ଆନନ୍ଦ ଉଲ୍ଲାସ କର। କିନ୍ତୁ ହାୟ ! ଏହା ପୃଥିବୀ ଓ ସମୁଦ୍ର ପାଇଁ ଅତ୍ଯନ୍ତ ଖରାପ ସମୟ, ଯେ ହତେୁ ସମୟ ଅତି ଅଳ୍ପ, ବୋଲି ଜାଣି ଶୟତାନ ଭୀଷଣ କୋର୍ଧ ରେ ପୂର୍ଣ୍ଣ ହାଇେ ତୁମ୍ଭମାନଙ୍କ ମଧ୍ଯକୁ ଓହ୍ଲାଇ ଯାଇଅଛି।