' ସେ ଅବିଶ୍ବସ୍ତ ୟିହୁଦୀମାନଙ୍କୁ ଛଳନା କଥା କହି, ବିପଥଗାମୀ କରିବେ। ମାତ୍ର ଯେଉଁ ୟିହୁଦୀମାନେ ଆପଣା ପରମେଶ୍ବରଙ୍କୁ ଶକ୍ତିଶାଳୀ ବୋଲି ଜାଣନ୍ତି ସମାନେେ ମହତ୍କର୍ମ କରିବେ।
Cross references
ଏବଂ ତୁମ୍ଭେ ମାରେ ପୁତ୍ର ଶଲୋମନ, ତୁମ୍ଭ ପିତାର ପରମେଶ୍ବରଙ୍କୁ ଜାଣିଅଛ। ଶୁଦ୍ଧ ହୃଦଯ ରେ ପରମେଶ୍ବରଙ୍କର ସବୋ କର। ପରମେଶ୍ବରଙ୍କ ସବୋ କରିବା ନିମନ୍ତେ ହୃଦଯ ରେ ଆନନ୍ଦିତ ହୁଅ। କାହିଁକି ? କାରଣ ପ୍ରତିଟି ବ୍ଯକ୍ତିର ହୃଦଯ ରେ କ'ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦଯର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାୟ୍ଯ ମାଗବା ନିମନ୍ତେ ୟିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫରେି ଦୂରକୁ ଚାଲିୟିବ, ତବେେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ଯାଗ କରିବେ।
ଯେତବେେଳେ ମୁଁ ଏ ପରିସ୍ଥିତି ଦେଖିଲି, ମୁଁ ଉଠିଲି ଏବଂ କୁଳନୀମାନଙ୍କୁ, ଅଧ୍ଯକ୍ଷମାନଙ୍କୁ ଓ ଅନ୍ୟ ଲୋକମାନଙ୍କୁ କହିଲି, ତୁମ୍ଭମାନେେ ସମାନଙ୍କେୁ ଭୟ କର ନାହିଁ। ସଦାପ୍ରଭୁଙ୍କୁ ସ୍ମରଣ କର। ସଦାପ୍ରଭୁ ମହାନ୍ ଓ ଭୟଙ୍କର ଅଟନ୍ତି। ଆଉ ତୁମ୍ଭମାନେେ ଆପଣା ଆପଣା ଭାତୃଗଣ, ପୁତ୍ର ଓ କନ୍ଯାଗଣ ଆପଣା ଆପଣା ସ୍ତ୍ରୀଗଣ ଆପଣା ଗୃହ ନିମନ୍ତେ ୟୁଦ୍ଧ କର।
ଯେଉଁ ଲୋକମାନେ ତୁମ୍ଭର ନାମକୁ ଜାଣନ୍ତି ସମାନେେ ତୁମ୍ଭକୁ ବିଶ୍ବାସ କରିବେ। ହେ ସଦାପ୍ରଭୁ ୟଦି ଲୋକମାନେ ତୁମ୍ଭ ପାଖକୁ ଆସନ୍ତି ତୁମ୍ଭେ ସମାନଙ୍କେୁ ସାହାୟ୍ଯ ନ କରି ଛାଡ଼ିଦିଅ ନାହିଁ।
ଯେଉଁ ଲୋକ ଅନ୍ୟ ବିରୁଦ୍ଧ ରେ ମିଥ୍ଯା ରଚନା କରେ, ସେ ଦଣ୍ଡ ପାଇବ। ଯେ ମିଛ କ ହେ ସେ ଶାସ୍ତିରୁ ରକ୍ଷା ପାଇବ ନାହିଁ।
ମିଥ୍ଯାବାଦୀ ଜିହ୍ବା ଯାହାକୁ ଚୂର୍ଣ୍ଣ କରେ, ତାହାକୁ ହିଁ ଘୃଣା କରେ। ପୁଣି ଚାଟୁବାଦୀ କଥା ସର୍ବନାଶ କରେ।
ପରମେଶ୍ବରଙ୍କୁ ଜାଣିବାକୁ ସମାନେେ ଆପଣା ଆପଣା ପ୍ରତିବେଶୀଙ୍କୁ ଓ ଭ୍ରାତାଙ୍କୁ ଶିକ୍ଷା ଦବେେ ନାହିଁ। କାରଣ ସଦାପ୍ରଭୁ କହନ୍ତି େଛାଟଠାରୁ ବଡ଼ ପର୍ୟ୍ଯନ୍ତ ସମସ୍ତେ ଆମ୍ଭକୁ ଜାଣିବେ। ଯେ ହତେୁ ଆମ୍ଭେ ସମାନଙ୍କେର ଅପରାଧ କ୍ଷମା କରିବା ଓ ସମାନଙ୍କେର ପାପ ଆଉ ସ୍ମରଣ କରିବା ନାହିଁ।
କିନ୍ତୁ ଯାକୁବର ଅବଶିଷ୍ଟାଂଶ, ବହୁ ଜାତି ମଧିଅରେ ସଦାପ୍ରଭୁଙ୍କର ସକାଳର କାକରପରି ବିକ୍ଷିପ୍ତ ହବେେ, ଏବଂ କବେେ ମନୁଷ୍ଯ ମାନଙ୍କ ଉପ ରେ ନିର୍ଭରଶୀଳ ହବେେ ନାହିଁ। ଆଉ ମଧ୍ଯ ସମାନେେ ତୃଣ ଉପ ରେ ବୃଷ୍ଟି ସଦୃଶ ହବେେ ଏବଂ ମନୁଷ୍ଯମାନଙ୍କ ଉପ ରେ ଭରସା ରଖିବେ ନାହିଁ।
ଆମ୍ଭେ ତୁମ୍ଭକୁ ମିଶର ଦେଶରୁ ବାହାର କଲାପରି ବହୁ ଆଶ୍ଚର୍ୟ୍ଯ କର୍ମ କରିବା ଏବଂ ତୁମ୍ଭମାନଙ୍କୁ ଆଶ୍ଚର୍ୟ୍ଯ କାର୍ୟ୍ଯ ଦଖାଇବୋ।
ଆମ୍ଭେ ଯିହୁଦାକୁ ଆପଣା ଧନୂରୂପେ ବ୍ଯବହାର କରିବା। ଇଫ୍ରଯିମକୁ ଆମ୍ଭର ଶର ରୂପେ ବ୍ଯବହାର କରିବା। ଆଉ ହେ ସିୟୋନ, ଆମ୍ଭେ ତୁମ୍ଭର ପୁତ୍ରମାନଙ୍କୁ ଜାଗରିତ କରିବା, ହେ ଗ୍ରୀସ, ତୁମ୍ଭ ପୁତ୍ରମାନଙ୍କ ବିରୁଦ୍ଧ ରେ ଉତ୍ତଜେିତ କରିବା ଓ ଆମ୍ଭେ ତୁମ୍ଭଙ୍କୁ ଏକ ଶକ୍ତିଶାଳୀ ଖଣ୍ତା ପରି କରିଦବୋ।
ଆମ୍ଭେ ବିଶଷେଭାବରେ ପାଳକମାନଙ୍କ ଉପ ରେ କୋରଧାନ୍ବିତ। ଆମ୍ଭେ ସମାନଙ୍କେ ବିରୁଦ୍ଧ ରେ କାର୍ୟ୍ଯ କରିବା ଯେଉଁମାନେ ମଷେପଲର ଯତ୍ନ ନିଅନ୍ତି। କାରଣ ସର୍ବଶକ୍ତିମାନ ସଦାପ୍ରଭୁ ପ୍ରକୃତ ରେ ତାଙ୍କ ପଲର ଯତ୍ନ ନିଅନ୍ତି, ଯିହୁଦାର ଘର। ସେ ସମାନଙ୍କେୁ ଏକ ଯୋଦ୍ଧା ଅଶ୍ବ ପରି ତିଆରି କରିବେ।
ସଦାପ୍ରଭୁ ତାଙ୍କର ନିଜର ଲୋକମାନଙ୍କୁ ବଳବାନ୍ କରିବେ। ତାଙ୍କ ନାମ ରେ, ସମାନେେ ସବୁସ୍ଥାନକୁ ଯିବେ। ଏହା ସଦାପ୍ରଭୁ କହିଥିଲେ।
କିନ୍ତୁ ଆମ୍ଭେ ୟିରୁଶାଲମକୁ ସମସ୍ତ ଦେଶ ପାଇଁ ଏକ ଭାରି ପଥର କରିବା। ଯେଉଁମାନେ ତାକୁ ଉଠାଇବେ, ସମାନେେ ଆଘାତପ୍ରାପ୍ତ ହବେେ। ସହେି ଲୋକମାନେ ପ୍ରକୃତ ରେ କ୍ଷତବିକ୍ଷତ ହବେେ। କାରଣ ପୃଥିବୀର ସମଗ୍ର ଗୋଷ୍ଠୀ ୟିରୁଶାଲମ ବିରୁଦ୍ଧ ରେ ଏକତ୍ରୀତ ହବେେ।
ଦେଖ, ସଦାପ୍ରଭୁଙ୍କର ପାଇଁ ଏକ ବିଶଷଦେିନ ଆସୁଛି। ତୁମ୍ଭମାନେେ ଯେଉଁ ସମ୍ପତ୍ତି ନଇେଛ ତାହା ତୁମ୍ଭମାନଙ୍କ ମଧିଅରେ ଭାଗ କରାୟିବ।
ତଥାପି ଯେଉଁମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି, ଉଦଯକାଳୀନ ସୂର୍ୟ୍ଯର ରଶ୍ମି ଉତ୍ତମତା ତୁମ୍ଭମାନଙ୍କ ଉପ ରେ ଝକ୍ମକ୍ କରିବ। ଏହା ସୂର୍ୟ୍ଯକିରଣ ପରି ଆରୋଗ୍ୟ ଶକ୍ତି ଆଣିବ। ତୁମ୍ଭମାନେେ ବାଛୁରୀ ସଦୃଶ ଗୁହାଳରୁ ବାହାରି ସ୍ବାଧୀନ ଓ ସୁଖୀ ହବେ।
ମ୍ଭେ ଯେ ଏକମାତ୍ର ସତ୍ଯ ପରମେଶ୍ବର, ତୁମ୍ଭଙ୍କୁ ଓ ଯାହାଙ୍କୁ ତୁମ୍ଭେ ପଠାଇଛ, ସହେି ଯୀଶୁଖ୍ରୀଷ୍ଟଙ୍କୁ ଜାଣିବାହିଁ ଅନନ୍ତଜୀବନ ଅଟେ।
ସୁସମାଚାର ଯଦି ଆଚ୍ଛାଦିତ ହାଇେଥାଏ, ତବେେ ସହେି ଆଚ୍ଛାଦନ କବଳେ ସହେିମାନଙ୍କ ପାଇଁ ଯେଉଁମାନେ ବିନାଶ ମାର୍ଗ ରେ ରହିଛନ୍ତି।
ତା'ର ମହାନ ଶକ୍ତି ଥିବ ଓ ସେ ଅସତ୍ଯ ଆଧାରିତ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ, ଚିହ୍ନ ଓ ଅଦ୍ଭୁତ କାର୍ୟ୍ଯମାନ ଘଟାଇବ।
ତୀମଥି, ତୁମ୍ଭେ ମାରେ ଜଣେ ପୁତ୍ର ଭଳି। ଖ୍ରୀଷ୍ଟ ଯୀଶୁଙ୍କଠା ରେ ଆମ୍ଭକୁ ମିଳିଥିବା ଅନୁଗ୍ରହ ରେ ଶକ୍ତିଶାଳୀ ହୁଅ।
ପ୍ରଥମଥର ସତ୍ଯ ଜାଣିବା ଦିନଗୁଡ଼ିକୁ ମନେ ପକାଅ। ଅନକେ ପ୍ରକାରର ଯାତନା ସହିତ ତୁମ୍ଭମାନେ ସଂଘର୍ଷ କରିଥିଲ, କିନ୍ତୁ ତୁମ୍ଭମାନେେ ଦୃଢ଼ ରହିଥିଲ।
ଆମ୍ଭେ ଯଦି ପରମେଶ୍ବରଙ୍କର ଆଜ୍ଞା ପାଳନ କରୁ, ତବେେ ଆମ୍ଭମାନେେ ସୁନିଶ୍ଚିତ ଯେ, ଆମ୍ଭେ ପ୍ରକୃତ ରେ ତାହାଙ୍କୁ ଜାଣିଛୁ।
ଆମ୍ଭେ ଏହା ମଧ୍ଯ ଜାଣୁ ଯେ, ପରମେଶ୍ବରଙ୍କ ପୁତ୍ର ଆସି ଅଛନ୍ତି ଓ ସେ ଆମ୍ଭମାନଙ୍କୁ ବୁଝିବା ଶକ୍ତି ପ୍ରଦାନ କରିଛନ୍ତି। ତେଣୁ ବର୍ତ୍ତମାନ ଆମ୍ଭେ ପରମେଶ୍ବରଙ୍କୁ ଜାଣିପାରୁ। ସହେି ପରମେଶ୍ବର ସତ୍ଯ ଅଟନ୍ତି। ସହେି ସତ୍ଯମୟ ପରମେଶ୍ବର ଓ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କଠା ରେ ଆମ୍ଭମାନଙ୍କର ଜୀବନ ଅଛି।
ତା'ପରେ ପ୍ରେତ୍ୟକକ ଆତ୍ମାଙ୍କୁ ଗୋଟିଏ- ଗୋଟିଏ ଧଳା ରାଜ ପୋଷାକ ଦିଆଗଲା। ସମାନଙ୍କେୁ ଆଉ ଅଳ୍ପ ସମୟ ଅପେକ୍ଷା କରିବାକୁ କୁହାଗଲା। ଖ୍ରୀଷ୍ଟଙ୍କଠା ରେ ଥିବା ସମାନଙ୍କେର ଅନ୍ୟସବୁ ଭାଇମାନଙ୍କୁ ସମାନଙ୍କେ ପରି ହତ୍ଯା କରାୟିବା ପର୍ୟ୍ଯନ୍ତ ଓ ସମାନଙ୍କେ ସମ୍ପୂର୍ଣ୍ଣ ହବୋ ପର୍ୟ୍ଯନ୍ତ ଏହି ଆତ୍ମାମାନଙ୍କୁ ଅପେକ୍ଷା କରିବାକୁ କୁହାଗଲା। ଅତଏବ, ଏହି ହତ୍ଯାର ସବୁକିଛି ସରିବା ପର୍ୟ୍ଯନ୍ତ ସମାନଙ୍କେୁ ଅପେକ୍ଷା କରିବାକୁ କୁହାଗଲା।
ତା'ପରେ ମୁଁ ବହୁତ ଲୋକଙ୍କୁ ଦେଖିଲି। ସେଠ ରେ ଏତେଲୋକ ଥିଲେ ଯେ, କହେି ସମାନଙ୍କେୁ ଗଣିପାରିବ ନାହିଁ। ସମାନେେ ପ୍ରେତ୍ୟକକ ଜାତି, ଗୋଷ୍ଠୀ, ବଂଶୀୟ ଓ ଭାଷାବାଦୀର ଲୋକ ଥିଲେ। ସହେି ଲୋକମାନେ ସିଂହାସନ ଓ ମଷେଶାବକଙ୍କ ସାମନା ରେ ଠିଆ ହାଇେଥିଲେ। ସମାନେେ ସମସ୍ତେ ଧଳା ରାଜ ପୋଷାକ ପିନ୍ଧିଥିଲେ। ସମାନଙ୍କେର ହାତ ରେ ଖଜୁରିବାହୁଙ୍ଗା ଥିଲା।
ଏହିପରି ସମୟରେ ସ୍ବର୍ଗ ରେ ୟୁଦ୍ଧ ହେଲା। ମୀଖାଯଲେ ଓ ତାହାଙ୍କର ଦୂତଗଣ ସହେି ସାପ ଓ ତାହାର ଦୂତମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କଲେ। ସାପ ତା'ର ଦୂତମାନଙ୍କ ସହତ ପ୍ରତିୟୁଦ୍ଧ କଲା।
ଏହି ପଶୁ ପ୍ରଥମପଶୁ ସାମନା ରେ ଠିଆ ହେଲା ଓ ପ୍ରଥମପଶୁଠା ରେ ଥିବା ସମସ୍ତ କ୍ଷମତା ଭଳି କ୍ଷମତା ବ୍ଯବହାର କଲା। ସେ ପ୍ରଥମପଶୁକୁ ପୂଜା କରିବା ପାଇଁ ସମଗ୍ର ପୃଥିବୀବାସୀଙ୍କୁ ବାଧ୍ଯ କଲା। ସହେି ପ୍ରଥମପଶୁର ମାରାତ୍ମକ କ୍ଷତ ସୁସ୍ଥ ହାଇଯୋଇଥିଲା।