ସହେି ରାଜା ୟିବାପ ରେ, ତାଙ୍କର ରାଜ୍ଯ ଗ୍ଭରିଭାଗ ରେ ବିଭକ୍ତ ହବେ। ତାଙ୍କର ପ୍ରଭୁତ୍ବ ତାଙ୍କ ପୁତ୍ର ନାତିଙ୍କ ମଧିଅରେ ଦିଆୟିବ ନାହିଁ। ଏହା ଅନ୍ୟମାନଙ୍କ ମଧିଅରେ ବଣ୍ଟନ ହବେ। ସହେି ରାଜ୍ଯଗୁଡିକ ପ୍ରଥମ ରାଜ୍ଯପରି ଶକ୍ତିଶାଳୀ ହବେ ନାହିଁ।
Cross references
ଏହା ସତ୍ଯ ବହୁ ସମୟରୁ ଯେ ତବେଳଠାରୁେ ଆଦମ ଏ ପୃଥିବୀ ରେ ରଖାୟାଇଥିଲା। ଯେଉଁ ବ୍ଯକ୍ତି ପରମେଶ୍ବରଙ୍କ ବିନା ବାସ କରେ, ସେ ଲୋକର ଆନନ୍ଦ କ୍ଷଣସ୍ଥାଯୀ ଅଟେ।
ମୁଁ ଜଣେ ଦୁଷ୍ଟ ଲୋକଙ୍କୁ ଦେଖିଲି ୟିଏକି ଅତି ଶକ୍ତିଶାଳୀ ଥିଲା। ସେ ଏକ ପୂର୍ଣ୍ଣାଙ୍ଗ ବୃକ୍ଷ ଭଳି ଶକ୍ତିଶାଳୀ ଥିଲା।
ଆମ୍ଭର ଜୀବନ ହେଉଛି ଏକ ଦର୍ପଣର ପ୍ରତିବିମ୍ବ ସଦୃଶ। ଆମ୍ଭେ ଜୀବନସାରା ବସ୍ତୁ ପଛରେ ଧାଇଁ ଧାଇଁ କଟାଇ ଦେଉ। କିନ୍ତୁ ଆମ୍ଭେ ଜାଣୁନା ଆମ୍ଭର ମୃତ୍ଯୁପରେ ସେ ସବୁକୁ କିଏ ପାଇବ।
ଅନକେ ଲୋକ ଭାବନ୍ତି ସମାନଙ୍କେର ଧନ ଓ ବଳ ସମାନଙ୍କେୁ ରକ୍ଷା କରିବ କିନ୍ତୁ ସହେି ଲୋକମାନେ ମୂର୍ଖ ଅଟନ୍ତି।
ଶଷେରେ, ମୁଁ ପରମେଶ୍ବରଙ୍କ ମନ୍ଦିରକୁ ଗଲି ଓ ସମାନଙ୍କେ ପ୍ରତି କ'ଣ ଘଟିବ ବୁଝି ପାରିଲି।
ସୂର୍ୟ୍ଯତଳେ ମୁଁ ୟହିଁ ରେ ପରିଶ୍ରାନ୍ତ ହଲିେ, ମାହେର ସେସବୁ ପରିଶ୍ରମକୁ ମୁଁ ଘୃଣା କଲି, କାରଣ ମାରେଉତ୍ତରାଧିକାରୀ ପାଇଁ ତାହା ସବୁ ଛାଡ଼ି ୟିବାକୁ ହବେ।
ଯଦି କୌଣସି ଲୋକ ଏକାକି ଥାଏ ଓ ତାହାର ଦ୍ବିତୀୟ କହେି ନାହିଁ, ତା'ର ପୁତ୍ର ଏବଂ ଭ୍ରାତା କହେି ନାହିଁ। ତଥାପି ତାହାର ପରିଶ୍ରମର ସୀମା ନାହିଁ, ତା'ର ଚକ୍ଷୁ କିଅବା ତା'ର ଧନ ରେ ତୃପ୍ତ ନୁହେଁ। କିନ୍ତୁ ସେ ନିଜକୁ ପଚା ରେ ନାହିଁ ଯେ, କାହିଁକି ମୁଁ ଏତେ କଠିନ କାର୍ୟ୍ଯ କରୁଛି ? କାହିଁକି ମୁଁ ମାରେ ଜୀବନକୁ ଉପ ଭୋଗ କରିବି ନାହିଁ ? ଏହା ମଧ୍ଯ ଅସାର ଓ ଅତ୍ଯନ୍ତ କ୍ଲେଶ ଜନକ।
ପୁଣି ସମାନଙ୍କେୁ ଉତ୍ପାଟନ କଲାପ ରେ ଆମ୍ଭେ ଫରେି ସମାନଙ୍କେୁ ଦୟା କରିବା। ପୁଣି ପ୍ରେତ୍ୟକକ ଲୋକକୁ ତାହାର ଅଧିକାରକୁ ଓ ପ୍ରେତ୍ୟକକ ଲୋକକୁ ତାହାର ଜମିକୁ ଫରୋଇ ଆଣିବା।
ମାତ୍ର ଯବେେ କୌଣସି ଗୋଷ୍ଠୀ ଆମ୍ଭର ବାର୍ତ୍ତା ଶୁଣିବେ ନାହିଁ, ତବେେ ଆମ୍ଭେ ସହେି ଗୋଷ୍ଠୀକୁ ମୃତ ଉଦ୍ଭିଦ ସଦୃଶ ଉତ୍ପାଟନ କରି ଫିଙ୍ଗିଦବୋ। ଏହା ସଦାପ୍ରଭୁ କହନ୍ତି।
ସମୟ ଆସିବ ଯେତବେେଳେ ଆମ୍ଭେ ଗୋଟିଏ ଗୋଷ୍ଠୀ ଓ ରାଜ୍ଯ ବିଷଯ ରେ ଉତ୍ପାଟନ, ଅଧଃପତନ ଓ ବିନାଶର କଥା କହିବା।
ପୁଣି ଶବ ଭସ୍ମ ରେ ପୂର୍ଣ୍ଣ ହାଇେଥିବା ଉପତ୍ୟକା, କିଦ୍ରୋଣ ଷୋର୍ତ ପର୍ୟ୍ଯନ୍ତ ସମସ୍ତ କ୍ଷେତ୍ର ଓ ପୂର୍ବ ଦିଗସ୍ଥ ଅଶ୍ବ ଦ୍ବାରର କଣ ପର୍ୟ୍ଯନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ହବେ। ଆଉ ସହେି ୟିରୁଶାଲମ ନଗର କବେେ ଉତ୍ପାଟିତ ବା ନିପାତିତ ହବେ ନାହିଁ।
ତେଣୁ ସଦାପ୍ରଭୁ କହିଲେ, ହେ ଯିରିମିୟ, ତୁମ୍ଭେ ବାରୂକକୁ ଏହି କଥା କୁହ, 'ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଯାହା ନିର୍ମାଣ କରିଅଛୁ, ତାହା ଭାଙ୍ଗି ପକାଇବୁ ଓ ଯାହା ରୋପଣ କରିଅଛୁ ତାହା ଉତ୍ପାଟନ କରିବୁ। ଆଉ ସମୁଦାଯ ଯିହୁଦା ରେ ଏହା କରିବୁ।
ଦାନିୟେଲ କହିଲେ, ମୁଁ ରାତ୍ରିକାଳ ରେ ମାରେ ଦର୍ଶନ ପାଇଲି ଯେ ମହାସମୁଦ୍ର ଉପ ରେ ଆକାଶର ଚତୁର୍ଦ୍ଦିଗରୁ ବାଯୁ ପ୍ରଚଣ୍ତ ବଗେ ରେ ବହିଲା ସହେି ବାଯୁ ସମୁଦ୍ରକୁ ଅଶାନ୍ତ କଲା।
ଏହାପ ରେ ମୁଁ ତୃତୀୟ ପଶୁକୁ ଦେଖିଲି, ସେ ଚିତାବାଘ ସଦୃଶ ଥିଲା। ତା'ର ପୃଷ୍ଠ ଭାଗ ରେ ପକ୍ଷୀର ଗ୍ଭରିଡଣୋ ଥିଲା। ଆଉ ମଧ୍ଯ ତାହାର ଗ୍ଭରି ମସ୍ତକ ଥିଲା ଓ ତାକୁ ଶାସନ କରିବାକୁ ଅଧିକାର ଦିଆଗଲା।
ସହେି ଶିଙ୍ଗଗୁଡିକ ବିଷଯ ରେ ଚିନ୍ତା କରୁଥିବା ବେଳେ, ମୁଁ ଅନ୍ୟ ଏକ ଶିଙ୍ଗ ଉଠିବାର ଦେଖିଲି। ତାହା କ୍ଷୁଦ୍ର ଥିଲା ଓ ଏହା ସମ୍ମୁଖ ରେ ପ୍ରଥମ ଶିଙ୍ଗମାନଙ୍କ ମଧ୍ଯରୁ ତିନି ଗୋଟି ଶିଙ୍ଗକୁ ସମୂଳେ ଉତ୍ପାଟିତ କଲା। ଏହାର ମନୁଷ୍ଯର ଚକ୍ଷୁତୁଲ୍ଯ ଚକ୍ଷୁ ଥିଲା ଓ କ୍ଷୁଦ୍ର ଶିଙ୍ଗ ରେ ଏକ ପାଟି ଥିଲା। ସହେି ପାଟିଟି ଅହଂକାରପୂର୍ଣ୍ଣ କଥା କହୁଥିଲା।
ସହେି ଛାଗ ଅତ୍ଯନ୍ତ ଶକ୍ତିଶାଳୀ ହାଇେ ନିଜର ପ୍ରତାପ ଦେଥାଉଥିଲା ବେଳେ ତା'ର ବୃହତ୍ ଶିଙ୍ଗ ଭାଙ୍ଗି ଗଲା ଓ ସହେି ସ୍ଥାନ ରେ ଗ୍ଭରି ଦିଗକୁ ଗ୍ଭରିଟି ବିଲକ୍ଷଣ ଶିଙ୍ଗ ଉତ୍ପନ୍ନ ହେଲା।
ଆଉ ଯେଉଁ ଶିଙ୍ଗ ଭଗ୍ନ ହାଇେ ସେ ସ୍ଥାନ ରେ ଗ୍ଭରିଶିଙ୍ଗ ଉତ୍ପନ୍ନ ହେଲା, ଏଥିରୁ ସହେି ଦେଶୀଯମାନଙ୍କ ମଧ୍ଯରୁ ଗ୍ଭରି ରାଜ୍ଯ ଉତ୍ପନ୍ନ ହବୋର ଜାଣିବ, ମାତ୍ର ସଗେୁଡିକ ପ୍ରଥମ ପରି ଶକ୍ତିଶାଳୀ ହବେେ ନାହିଁ।
ଯୀଶୁ ଫାରୂଶୀମାନଙ୍କର ମନକଥା ଜାଣିପାରିଲେ ଓ ସମାନଙ୍କେୁ କହିଲେ, ନିଜ ବିରୁଦ୍ଧ ରେ ବିଭଦେ ସୃଷ୍ଟି କରୁଥିବା ପ୍ରେତ୍ୟକକ ରାଜ୍ଯ ଧ୍ବଂସ ପାଇୟିବ। ଯଦି କୌଣସି ନଗର ନିଜ ନିଜ ମଧିଅରେ ଭାଗଭାଗ ହାଇଯୋଏ, ତବେେ ତାହା ତିଷ୍ଠିରହି ପାରିବନି। ସହେିଭଳି ନିଜନିଜ ଭିତ ରେ ଭାଗ ହାଇଗେଲେ କୌଣସି ପରିବାର ତିଷ୍ଠି ରହି ପାରିବନି।
କିନ୍ତୁ ପରମେଶ୍ବର ତାହାକୁ କହିଲେ, 'ଆ ରେ ନିର୍ବୋଧ ମନୁଷ୍ଯ! ଆଜି ରାତି ରେ ତୁ ମରିୟିବୁ। ତୁ ଯେଉଁ ପଦାର୍ଥତକ ତୋ ପାଇଁ ସାଇତି କରି ରଖିଛୁ, ତାହା କ'ଣ ହବେ? ସେ ସବୁ କିଏ ଭୋଗ କରିବ?'