Home Bibles ଦାନିଏଲ 12:7 · ଓଡ଼ିଆ ବାଇବେଲ
ଦାନିଏଲ 12:7 · ଓଡ଼ିଆ ବାଇବେଲ

ତା'ପ ରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ର ପରିହିତ ଲୋକଟି ତା'ର ହସ୍ତ ଉପରକୁ ଟକେି ପରମେଶ୍ବରଙ୍କ ନାମ ରେ ଶପଥ କରି କହିଲେ, 'ଏହା ସାଢେ ତିନି ବର୍ଷ ୟିବ। ଏହି ସମସ୍ତ ସତ୍ଯ ହବେ ଯେତବେେଳେ ପବିତ୍ର ଲୋକମାନଙ୍କର ୟନ୍ତ୍ରଣା ଶଷେ ହବେ।'

Cross references

ଦିତୀୟ ବିବରଣ 7:6

କାରଣ ତୁମ୍ଭେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ପବତ୍ର ଲୋକ ଅଟ। ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭକୁ ମନୋନୀତ କରିଅଛନ୍ତି।

ଦିତୀୟ ବିବରଣ 26:19

ସଦାପ୍ରଭୁ ତୁମ୍ଭମାନଙ୍କ ସମସ୍ତ ଜାତିଙ୍କଠାରକ୍ସ୍ଟ ମହାନ୍ କରିବେ। ସେ ତୁମ୍ଭକୁ ପ୍ରଶଂସା, ଖ୍ଯାତି ଓ ସମ୍ମାନ ଦବେେ। ଏବଂ ତୁମ୍ଭମାନେେ ତାଙ୍କର ନିଜର ପବିତ୍ର ଲୋକ ହବେ। ସେ ଯେପରି ପ୍ରତିଜ୍ଞା କରିଛନ୍ତି।

ଦିତୀୟ ବିବରଣ 32:36

ସଦାପ୍ରଭୁ ତାଙ୍କର ଲୋକମାନଙ୍କର ବିଗ୍ଭର କରିବେ। କାରଣ ସମାନେେ ତାଙ୍କର ଦାସ। ସଦାପ୍ରଭୁ ସମାନଙ୍କେୁ ବିନାଶ କରିବା ବିଷଯ ରେ ନିଜ ମନ ପରିବର୍ତ୍ତନ କରିବେ। କାରଣ ସେ ଦେଖିବେ ଯେ ତାଙ୍କର ଶକ୍ତି ଗ୍ଭଲିୟାଇଛି ଏବଂ ସମାନେେ କିଛି ନକ୍ସ୍ଟହଁ, କବଳେ ଆତ୍ମରକ୍ଷାହୀନ ଓ ଭୀତସ୍ରତ।

ଦିତୀୟ ବିବରଣ 32:40

ଆମ୍ଭେ ଆକାଶ ଆଡେ ହାତ ଉଠାଇ କହକ୍ସ୍ଟ, ଏହି ପ୍ରତିଜ୍ଞା କରୁ। ଆମ୍ଭେ ଯେ ଅନନ୍ତ ଜୀବି ଅଟକ୍ସ୍ଟ।

ଆୟୁବ ପୁସ୍ତକ 27:2

ପ୍ରକୃତ ରେ ପରମେଶ୍ବର ଜୀବିତ ଏବଂ ଯେତେ ସତ୍ଯ ଭାବରେ ସେ ଅଛନ୍ତି, ସେ ସତ ରେ ମାେ ପ୍ରତି ଅନ୍ଯାଯ କରିଛନ୍ତି। ପରମେଶ୍ବର, ସର୍ବଶକ୍ତିମାନ ମାେ ଜୀବନ ତିକ୍ତ କରିଛନ୍ତି।

ଯିଶାଇୟ 62:12

ଲୋକମାନେ ସମାନଙ୍କେୁ ଡ଼ାକିବେ, ପବିତ୍ର ସଦାପ୍ରଭୁଙ୍କର ଲୋକ, ମୁକ୍ତି ହାଇେଥିବା ଲୋକମାନେ। ତୁମ୍ଭେ ପରିଣତ ହବେ ଗୋଟିଏ ପରମେଶ୍ବରଙ୍କର ଅପରିତ୍ଯକ୍ତା ନଗରୀ, ଏବଂ ଅନ୍ବଷେଣ ବୋଲି ଡାକିଲେ।

ଯିରିମିୟ 4:2

ଯଦି ତୁମ୍ଭେ ସହେିସବୁ କରିବ, ତବେେ ତୁମ୍ଭକୁ ସଦାପ୍ରଭୁଙ୍କ ନାମ ରେ ଶପଥ କରି କହିବାକୁ ପଡ଼ିବ ଯେ 'ସଦାପ୍ରଭୁ ଜୀବିତ।' ଆଉ ତୁମ୍ଭେ ଏସବୁ ସତ୍ଯ, ନ୍ଯାଯ ଓ ଧାର୍ମିକତା ରେ ସେ ସବୁ କହିବାକୁ କ୍ଷମ ହବେ। ତାହାଦ୍ବାରା ନାନାଦେଶୀଯମାନେ ସଦାପ୍ରଭୁଙ୍କର ଆଶୀର୍ବାଦର ପାତ୍ର ହବେେ। ସମାନେେ ଗର୍ବର ସହିତ କହିବେ ସଦାପ୍ରଭୁ ତାହା କରିଛନ୍ତି।

ଦାନିଏଲ 4:31

ରାଜାଙ୍କ ମୁଖରୁ କଥା ଶଷେ ନ ହେଉଣୁ, ଏହି ସ୍ବର୍ଗୀଯବାଣୀ ହେଲା, ହେ ରାଜା ନବୂଖଦ୍ନିତ୍ସର, ତୁମ୍ଭକୁ ଏହି କଥା କୁହାଯାଉଅଛି ଯେ ତୁମ୍ଭଠାରୁ ରାଜ୍ଯ କାଢି ନିଆଗଲା।

ଦାନିଏଲ 4:34

ଅନନ୍ତର ସହେି ସମୟର ଶଷେ ରେ ମୁଁ ନବୂଖଦ୍ନିତ୍ସର, ସ୍ବର୍ଗଆଡେ ଉର୍ଦ୍ଧ୍ବଦୃଷ୍ଟି କଲି। ସେତବେେଳେ ମାରେ ମନ ଠିକ୍ ବାଟକୁ ଆସିଗଲା। ତା'ପ ରେ ମୁଁ ସର୍ବୋପରିସ୍ଥ ପରମେଶ୍ବରଙ୍କର ପ୍ରଶଂସା କଲି। ସହେି ଅନନ୍ତ ଜୀବିଙ୍କୁ ଧନ୍ଯବାଦ ଜଣାଇ ସମାଦର କଲି। କାରଣ ତାଙ୍କର କତ୍ତୃର୍ତ୍ବ ଅନନ୍ତକାଳୀନ ଓ ତାଙ୍କର ରାଜ୍ଯ ପୁରୁଷାନୁକ୍ରମେ ଥାଏ।

ଦାନିଏଲ 7:21

ଆଉ ମୁଁ ଦେଖିଲି ସହେି ଶିଙ୍ଗ ପରମେଶ୍ବରଙ୍କ ପବିତ୍ର ଲୋକଙ୍କୁ ଆକ୍ରମଣ କଲା ଓ ସମାନଙ୍କେୁ ବଧ କଲା।

ଦାନିଏଲ 7:25

ଏବଂ ସେ ସର୍ବୋପରିସ୍ଥ ପରମେଶ୍ବରଙ୍କ ବିରୁଦ୍ଧ ରେ କଥା କହିବ ଓ ପରମେଶ୍ବରଙ୍କର ପବିତ୍ର ଲୋକମାନଙ୍କୁ ବଧ କରିବ। ଆଉ ସେ ସମୟ ଓ ଆଜ୍ଞାର ପରିବର୍ତ୍ତନ କରିବାକୁ ଚିନ୍ତା କରିବ। ସାଢେ ତିନିବର୍ଷ ପାଇଁ ସମାନେେ ତା' ହସ୍ତ ରେ ସମର୍ପିତ ହବେେ।

ଦାନିଏଲ 8:14

ଅନ୍ୟ ପବିତ୍ର ବ୍ଯକ୍ତି ଉତ୍ତର କଲେ, ଏହା 2,300 ଦିନ ପର୍ୟ୍ଯନ୍ତ ଗ୍ଭଲିବ। ତା'ପ ରେ ଧର୍ମଧାମ ପ୍ରତିଷ୍ଠିତ ହବେ।

ଦାନିଏଲ 8:24

ସେ ବଳ ରେ ଅତି ପରାକ୍ରମୀ ହବେ। ମାତ୍ର ତାହାର ନିଜ ବଳ ରେ ନୁହେଁ। ସେ ଭୟଙ୍କର ବିନାଶର କାରଣ ହବେ ଓ ଶକ୍ତିଶାଳୀ ହାଇେ ସ୍ବେଚ୍ଛାଗ୍ଭରୀ ଭାବରେ କାର୍ୟ୍ଯ କରିବ। ଆଉ ସେ ପରାକ୍ରମୀ ଓ ପବିତ୍ର ଲୋକମାନଙ୍କୁ ବିନାଶ କରିବ।

ଦାନିଏଲ 11:13

ଆଉ ଉତ୍ତର ଦେଶର ରାଜା ଫରେି ଏକ ବୃହତ୍ ସୈନ୍ଯ ବାହିନୀ ସଂଗ୍ରହ କରିବ। ବହୁ ବର୍ଷ ପ ରେ ପୂର୍ବାପେକ୍ଷା ବିପୁଳ ସୈନ୍ଯ ସାମନ୍ତ ନଇେ ଦକ୍ଷିଣ ଦେଶ ଆକ୍ରମଣ କରିବ। ସହେି ସୈନ୍ଯମାନଙ୍କ ହସ୍ତ ରେ ବିପୁଳ ଅସ୍ତ୍ର ଶସ୍ତ୍ର ରହିବ ଓ ସମାନେେ ୟୁଦ୍ଧ ପାଇଁ ପ୍ରସ୍ତୁତ ହାଇେ ରହିବେ।

ଦାନିଏଲ 12:6

ଏବଂ ସେ ଶୁକ୍ଲ ବସ୍ତ୍ର ପରିହିତ ଓ ନଦୀର ଜଳ ଉପରିସ୍ଥ ଯେଉଁ ମନୁଷ୍ଯ, ତାହାଙ୍କୁ ଏକ ବ୍ଯକ୍ତି ପଚାରିଲେ, 'ଏହିସବୁ ଆଶ୍ଚର୍ୟ୍ଯ ବିଷଯ ଘଟିବା ପାଇଁ କେତକେ ସମୟ ଲାଗିବ?'

ଦାନିଏଲ 12:11

ପୁଣି ଯେଉଁ ସମୟରେ ନିତ୍ଯ ବଳିଦାନ ନିବୃତ୍ତ ହବେ ଓ ବିନାଶକାରୀଙ୍କ ଘୃଣାୟୋଗ୍ଯ ବସ୍ତୁ ସ୍ଥାପିତ ହବେ ସହେି ସମୟଠାରୁ 1,290 ଦିନ ହବେ।

ଲୂକଲିଖିତ ସୁସମାଚାର 21:14

ତୁମ୍ଭମାନେେ ନିଜକୁ ରକ୍ଷା କରିବା ପାଇଁ କ'ଣ କହିବ, ସେଥିପାଇଁ ଆଦୌ ବ୍ଯସ୍ତ ହୁଅ ନାହିଁ।

ଲୂକଲିଖିତ ସୁସମାଚାର 21:24

କେତକେ ଲୋକଙ୍କୁ ସୈନ୍ଯମାନେ ମାରି ଦବେେ। ଅନ୍ୟ କେତକଙ୍କେୁ ବନ୍ଦୀ କରି ଅନ୍ୟ ସବୁ ଦେଶକୁ ପଠାଇ ଦିଆୟିବ। ଅଣଯିହୂଦୀଲୋକ ସମାନଙ୍କେର ସମୟ ଶଷେ ନ ହବୋ ପର୍ୟ୍ଯନ୍ତ ପବିତ୍ର ନଗର ୟିରୁଶାଲମକୁ ପଦଦଳିତ କରିବେ।

ପିତରଙ୍କ ପ୍ରଥମ ପତ୍ 2:9

କିନ୍ତୁ ତୁମ୍ଭମାନେେ ମନୋନୀତ ଲୋକ ଅଟ। ତୁମ୍ଭମାନେେ ରାଜାଙ୍କର ଯାଜକ। ତୁମ୍ଭମାନେେ ପବିତ୍ର ଜାତି ଅଟ। ତୁମ୍ଭମାନେେ ପରମେଶ୍ବରଙ୍କ ଲୋକ। ପରମେଶ୍ବର କରିଥିବା ଆଶ୍ଚର୍ୟ୍ଯ ଘଟଣାମାନ କହିବା ପାଇଁ ପରମେଶ୍ବର ତୁମ୍ଭକୁ ମନୋନୀତ କରିଛନ୍ତି। ସେ ଅନ୍ଧକାରରୁ ତୁମ୍ଭମାନଙ୍କୁ ତାହାଙ୍କର ଆଶ୍ଚର୍ୟ୍ଯ ଜନକ ଆଲୋକକୁ ଆଣିଛନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 10:5

ତା'ପରେ ସହେି ସ୍ବର୍ଗଦୂତ ଯକେି ସମୁଦ୍ର ଓ ପୃଥିବୀ ଉପରେ ପାଦଦଇେ ଠିଆ ହାଇେଥିବାର ମୁଁ ଦେଖିଲି, ସେ ତାହାଙ୍କ ଦକ୍ଷିଣ ହସ୍ତ ସ୍ବର୍ଗକୁ ଉଠାଇଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:2

କିନ୍ତୁ ମନ୍ଦିରର ବାହାର ଅଗଣା ମାପ ନାହିଁ। ତାହାକୁ ସହେିପରି ଛାଡ଼ି ଦିଅ, କାରଣ ତାହା ଅଣୟିହୁଦୀୟ ଦେଶଗୁଡ଼ିକର ଲୋକମାନଙ୍କୁ ଦିଆଯାଇଛି। ସହେି ଲୋକମାନେ ବଯାଳିଶମାସ ପର୍ୟ୍ଯନ୍ତ ପବିତ୍ର ନଗରକୁ ପଦଦଳିତ କରିବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:7

ସମାନଙ୍କେର ସାକ୍ଷ୍ଯ ଦବୋ ସମୟ ସରିୟିବା ପରେ ସହେି ପଶୁ ସମାନଙ୍କେ ବିରୁଦ୍ଧ ରେ ୟୁଦ୍ଧ କରିବ। ପାତାଳର ଅତଳ ଗର୍ଭରୁ ଉପରକୁ ଆସୁଥିବା ପଶୁ ସମାନଙ୍କେ ବିରୁଦ୍ଧ ରେ ୟୁଦ୍ଧ କରିବ। ସେ ସମାନଙ୍କେୁ ପରାସ୍ତ କରି ହତ୍ଯା କରିବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12:6

ସହେି ସ୍ତ୍ରୀଲୋକଟି, ପରମେଶ୍ବର ତା' ପାଇଁ ପ୍ରସ୍ତୁତ କରି ରଖିଥିବା ମରୁଭୂମିର ଗୋଟିଏ ସ୍ଥାନକୁ ଚାଲିଗଲା। ସଠାେରେ ତା'ର ଯତ୍ନ 1260 ଦିନ ପର୍ୟ୍ଯନ୍ତ ନିଆୟିବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12:14

କିନ୍ତୁ ସହେି ନାରୀକୁ ବୃହତ୍ ଉତ୍କ୍ରୋଶ ପକ୍ଷୀର ଦୁଇଟି ପକ୍ଷ ଦିଆଗଲା। ତେଣୁ ସେ ମରୁଭୂମିରେ ତା'ପାଇଁ ପ୍ରସ୍ତୁତ ହାଇେଥିବା ସ୍ଥାନକୁ ଉଡ଼ିଯାଇ ପାରିଲା। ସଠାେରେ ସାପଠାରୁ ସୁରକ୍ଷା ପାଇଁ ସାଢ଼େ ତିନି ବର୍ଷ ପର୍ୟ୍ଯନ୍ତ ତାହାଙ୍କର ଯତ୍ନ ନିଆୟିବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 13:5

ସହେି ପଶୁକୁ ଗର୍ବ କରିବା ପାଇଁ ଓ ଖରାପ କଥା କହିବା ପାଇଁ ଅନୁମତି ଦିଆଗଲା। ତାକୁ ବଯାଳିଶମାସ ପର୍ୟ୍ଯନ୍ତ ତା'ର କ୍ଷମତା ପ୍ରଯୋଗ କରିବା ପାଇଁ ଅନୁମତି ଦିଆଗଲା।

Interlinear

Choose Theme