Home Bibles ଦାନିଏଲ 12:9 · ଓଡ଼ିଆ ବାଇବେଲ
ଦାନିଏଲ 12:9 · ଓଡ଼ିଆ ବାଇବେଲ

ତେଣୁ ସେ କହିଲେ, ' ହେ ଦାନିୟେଲ, ତୁମ୍ଭେ ଆପଣା ପଥରେ ଗମନ କର। କାରଣ ଶଷେକାଳ ପର୍ୟ୍ଯନ୍ତ ଏହି ବାକ୍ଯ ସକଳ ବନ୍ଦ ଓ ମୁଦ୍ରିତ ହାଇେଅଛି।

Cross references

ଯିଶାଇୟ 8:16

ଯିଶାଇୟ କହିଲେ, ତୁମ୍ଭେ ଏକ ଚୁକ୍ତିକର ଓ ଏହାକୁ ମୁଦ୍ରିତ କର। ମାରେ ଶିକ୍ଷାଗୁଡ଼ିକୁ ଭବିଷ୍ଯତ ପାଇଁ ରକ୍ଷାକର। ମାରେ ଶିଷ୍ଯମାନଙ୍କ ପାଇଁ ଏହା କର।

ଯିଶାଇୟ 29:11

ସେସବୁ ଜିନିଷର ଦୃଶ୍ଯବଦ୍ଧ ପୁସ୍ତକ ପରି ! ଯଦି ତୁମ୍ଭେ ତାକୁ କୌଣସି ଜଣକୁ ଦବେ ୟିଏ ପଢ଼ିପାରିବ ଏବଂ କହିବ, ଏହାକୁ ପଢ଼। ସେ କହିବ, ମୁଁ କରି ନ ପା ରେ, ଏହା ବନ୍ଦ ଅଛି।'

ଦାନିଏଲ 8:26

ସେ ସମୟରେ ଦର୍ଶନ ବିଷଯ ରେ ମୁଁ ଯାହା କହିଲି ସେସବୁ ସତ୍ଯ, ମାତ୍ର ତୁମ୍ଭେ ସହେି ଦର୍ଶନ ମୁଦ୍ରାଙ୍କିତ କର। କାରଣ ତାହା ଆଗାମୀ ବହୁଦିନ ପର୍ୟ୍ଯନ୍ତ ଘଟିବ ନାହିଁ।

ଦାନିଏଲ 12:4

ମାତ୍ର ହେ ଦାନିୟେଲ, ତୁମ୍ଭେ ଶଷେକାଳ ପର୍ୟ୍ଯନ୍ତ ଏହି ବାକ୍ଯ ସକଳ ବନ୍ଦ କରି ଓ ଏହି ପୁସ୍ତକ ମୁଦ୍ରିତ କରି ରଖ। ଅନକେ ଏଣତେଣେେ ପ୍ରକୃତ ଜ୍ଞାନର ଅନ୍ବଷେଣ କରିବେ ଓ ଜ୍ଞାନର ବୃଦ୍ଧି ହବେ।'

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 10:4

ମୁଁ ଏହା ଲେଖିବାକୁ ପ୍ରସ୍ତୁତ ହଲିେ। ସେତବେେଳେ ମାେତେ ଆକାଶବାଣୀ ଶୁଭିଲା, ସାତ ବଜ୍ର ଯାହା କହିଲେ, ତାହା ଲେଖ ନାହିଁ। ସଗେୁଡ଼ିକ ଗୁପ୍ତ ରଖ।

Interlinear

Choose Theme