Home Bibles ଦାନିଏଲ 2:10 · ଓଡ଼ିଆ ବାଇବେଲ
ଦାନିଏଲ 2:10 · ଓଡ଼ିଆ ବାଇବେଲ

କଲଦୀଯମାନେ ଉତ୍ତର ଦଇେ କହିଲେ, ପୃଥିବୀ ରେ ଏପରି କୌଣସି ମନୁଷ୍ଯ ନାହିଁ ଯେ କି ଆମ୍ଭମାନଙ୍କୁ ମହାରାଜାଙ୍କ ସ୍ବପ୍ନ ବିଷଯ ପ୍ରକାଶ କରିପାରିବ? କାରଣ କୌଣସି ରାଜା, ପ୍ରଭୁ କିମ୍ବା ଶାସନକର୍ତ୍ତା କୌଣସି ମନ୍ତ୍ରଜ୍ଞକୁ, ଗଣକକୁ ଅଥବା କଲଦୀଯକୁ ଏପରି କଥା ପଗ୍ଭରିନାହାଁନ୍ତି।

Cross references

ଦାନିଏଲ 2:27

ଦାନିୟେଲ ରାଜାଙ୍କୁ ଉତ୍ତର ଦଇେ କହିଲା, ମହାରାଜ, ଆପଣ ଯେଉଁ ନିଗୃଢ କଥା ପଗ୍ଭରି ଅଛନ୍ତି, ତାହା ବିଦ୍ବାନ୍ ଲୋକ କିଅବା ଗଣକ ଅବା ମନ୍ତ୍ରଜ୍ଞ ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁ ରେ ପ୍ରକାଶ କରି ପାରନ୍ତି ନାହିଁ।

Interlinear

Choose Theme