Home Bibles ଦାନିଏଲ 2:15 · ଓଡ଼ିଆ ବାଇବେଲ
ଦାନିଏଲ 2:15 · ଓଡ଼ିଆ ବାଇବେଲ

ଦାନିୟେଲ ଅରିଯୋକ୍କୁ କହିଲେ, ରାଜଦଣ୍ତ ଏତେ କଠାେର କାହିଁକି?

Cross references

ଦାନିଏଲ 3:22

ରାଜା ଆଜ୍ଞା କଲା ବେଳେ ଅତ୍ଯନ୍ତ କୋର୍ଧିତ ଥିଲେ ଓ ଅଗ୍ନିକୁଣ୍ତକୁ ଅତିଶଯ ଉତ୍ତପ୍ତ କରା ୟାଇଥିଲା। ତେଣୁ ଶଦ୍ରକ, ମୈଶକ୍ ଏବଂ ଅବେଦ୍-ନଗୋ ରେ ଫିଙ୍ଗିବାକୁ ୟାଇଥିବା ସୈନ୍ଯମାନେ ଅଗ୍ନି ଶିଖା ଦ୍ବାରା /E ମଲେ।

ଯୋହନଲିଖିତ ସୁସମାଚାର 13:27

ୟିହୂଦା ରୋଟୀ ନଲୋ ବେଳେ ଶୟତାନ ତା' ଭିତ ରେ ପ୍ରବେଶ କଲା। ଯୀଶୁ ୟିହୂଦାକୁ କହିଲେ, ତୁମ୍ଭେ ଯାହା କରିବା କଥା, ତାହା ଶୀଘ୍ର କର।

Interlinear

Choose Theme