ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି। ସେ ରାଜାମାନଙ୍କୁ ପଦଚ୍ଯୁତ କରନ୍ତି ଓ ରାଜାମାନଙ୍କୁ ରାଜପଦ ଦିଅନ୍ତି। ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତ ମାନଙ୍କୁ ସୁବିବଚେନା ଦିଅନ୍ତି।
Cross references
ମୁଁ ପରମେଶ୍ବରଙ୍କ ଆତ୍ମା ରେ ବତ୍ସଲଲକେୁ ପୂର୍ଣ୍ଣ କଲି। ସମସ୍ତ କରିଗରି କାର୍ୟ୍ଯ କରିବାକୁ ମୁଁ ତାକୁ ସମସ୍ତ ପ୍ରକାର କୌଶଳ ଓ ଜ୍ଞାନ ଦଇେଛି।
ଅହଲୀଯାବକୁ ସାହାୟ୍ଯ କରିବା ପାଇଁ ମୁଁ ତାକୁ ବାଛିଅଛି। ସେ ହେଉଛି ଦାନ ପରିବାରବର୍ଗର ଅହୀଷାମକର ପୁତ୍ର। ଆମ୍ଭେ ତାଙ୍କୁ ଏବଂ ସମସ୍ତ ଜ୍ଞାନମନା ଲୋକମାନଙ୍କୁ ଜ୍ଞାନ ରେ ଭରପୁର କଲୁ। ମୁଁ ସମାନଙ୍କେର ସମସ୍ତଙ୍କୁ କୌଶଳ ପ୍ରଦାନ କରିଅଛିଏବଂ ସମାନେେ ମାେ ପାଇଁ କାର୍ୟ୍ଯ କରିବେ।
ସଦାପ୍ରଭୁ ଲୋକମାନଙ୍କୁ ନିର୍ଦ୍ଦନ କରନ୍ତି ବା ଧନବାନ କରାନ୍ତି। ସେ ଲୋକମାନଙ୍କୁ ନମ୍ର କରନ୍ତି କିମ୍ବା ସମାନଙ୍କେୁ ଉଚ୍ଚ ସ୍ଥାନ ରେ ପ୍ରତିଷ୍ଠିତ କରାନ୍ତି।
ମୁଁ ତୁମ୍ଭର ଦାସ ତୁମ୍ଭର ମନୋନୀତ ଲୋକମାନଙ୍କ ମଧିଅରେ ଅଛି। ସମାନଙ୍କେର ସଂଖ୍ଯା ଅଗଣନ। ତେଣୁ ଜଣେ ଶାସକ ନିଶ୍ଚଯ ବହୁତ ନିଷ୍ପତ୍ତି କରିବ।
ଇଶ୍ରାୟେଲର ସମଗ୍ର ଲୋକେ ରାଜାଙ୍କର ନ୍ଯାଯ ବିଗ୍ଭର ଶୁଣିଲେ ଓ ତାଙ୍କୁ ଭକ୍ତି ଓ ସମ୍ମାନ କଲେ। କାରଣ ସମାନେେ ଜାଣିଲେ ରାଜାଙ୍କର ବିଗ୍ଭର କରିବା ନିମନ୍ତେ ତାଙ୍କ ହୃଦଯ ରେ ପରମେଶ୍ବରଙ୍କ ଦତ୍ତ ଜ୍ଞାନ ରହିଛି।
ପରମେଶ୍ବର ଶ ଲୋମନଙ୍କୁ ଅତିଶଯ ଜ୍ଞାନୀ ଓ ବୁଦ୍ଧିମାନ କଲେ। ତାଙ୍କର ଜ୍ଞାନ ଅନ୍ତଦୃଷ୍ଟି ଓ ମହତ ବୁଝାମଣା ସମୁଦ୍ରବାଲୁକା ସଦୃଶ ଅକଳନ ହେଲା।
ଅଧିକନ୍ତୁ ପରମେଶ୍ବର ଶଲୋମନଙ୍କୁ ଯେଉଁ ଜ୍ଞାନ ଦଇେଥିଲେ, ତାଙ୍କର ସହେି ଜ୍ଞାନର କଥା ଶୁଣିବାକୁ ପୃଥିବୀସ୍ଥ ସମସ୍ତ ଲୋକ ଆସିଲେ।
ସଦାପ୍ରଭୁ ତୁମ୍ଭକୁ ଇଶ୍ରାୟେଲର ରାଜା କରିବେ। ତୁମ୍ଭେ ଯେପରି ଲୋକମାନଙ୍କୁ ପରିଚାଳିତ କରିପାରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ବରଙ୍କ ନିଯମର ବାଧ୍ଯ ହାଇପୋରିବ, ଏଥିନିମନ୍ତେ ସଦାପ୍ରଭୁ ତୁମ୍ଭକୁ ଜ୍ଞାନ ଓ ବୁଦ୍ଧି ପ୍ରଦାନ କରନ୍ତୁ।
ଦାଉଦ ଇଶ୍ରାୟେଲର ରାଜା ରୂପେ ଯେଉଁ ସମସ୍ତ ବିଷଯ କରିଥିଲେ, ସହେି ଲଖାଗେୁଡ଼ିକ ତାହାର ବିବରଣୀ ପ୍ରଦାନ କରେ। ସହେି ଲଖାଗେୁଡ଼ିକ ଦାଉଦଙ୍କ ପରାକ୍ରମ ଓ ତାଙ୍କ ପ୍ରତି ଘଟିତ ସକଳ ବିଷଯ ବର୍ଣ୍ଣନା କରେ। ଆଉ ସଗେୁଡ଼ିକ ଇଶ୍ରାୟେଲ ଓ ତାହାର ଚତୁର୍ଦ୍ଦିଗ ରେ ଥିବା ରାଜ୍ଯଗୁଡ଼ିକ ପ୍ରତି ଘଟିଥିବା ସକଳ ବିଷଯ ବର୍ଣ୍ଣନା କରେ।
ମାେତେ ଜ୍ଞାନ ଓ ବୁଦ୍ଧି ଦିଅ, ଯେପରି ଏହି ଲୋକମାନଙ୍କୁ ମୁଁ ଉଚିତ୍ ମାର୍ଗ ରେ କଢ଼ାଇ ନଇେପାରିବି। ତୁମ୍ଭର ସାହାୟ୍ଯ ବିନା ଏହି ଲୋକମାନଙ୍କୁ କହେି ଶାସନ କରିପାରିବ ନାହିଁ।
ଏହାପରେ ରାଜା ଜ୍ଞାନୀଲୋକମାନଙ୍କୁ ପଚାରିଲେ, ଯେଉଁମାନେ ରାଜକୀଯ ବିଧି ଜାଣିଥିଲେ। କାରଣ ବିଗ୍ଭରକଗଣଙ୍କୁ ଓ ଆଇନଜ୍ଞମାନଙ୍କୁ ଏପରି ପଗ୍ଭରିବାର ରାଜାଙ୍କର ପ୍ରଥା ଥିଲା।
ରାଜା ଲୋକମାନଙ୍କୁ ବନ୍ଦୀ ଗୃହ ରେ ନିକ୍ଷପେ କରନ୍ତି। କିନ୍ତୁ ପରମେଶ୍ବର ସହେି ଲୋକମାନଙ୍କୁ ମୁକ୍ତି ଦଇେ ଆହୁରି ଅଧିକ ଶକ୍ତିଶାଳୀ କରି ଦିଅନ୍ତି।
ଯଦି କ୍ଷମତାଶାଳୀ ଲୋକେ ମନ୍ଦକାର୍ୟ୍ଯ କରନ୍ତି, ପରମେଶ୍ବର ସମାନଙ୍କେୁ ପ୍ରଶ୍ନ କରନ୍ତି ନାହିଁ। ସେ ସମାନଙ୍କେୁ କବଳେ ଧ୍ବଂସ କରିଦିଅନ୍ତି। ତାଙ୍କ ସ୍ଥାନ ରେ ଅନ୍ୟ ଲୋକଙ୍କୁ ନେତା କରିବାକୁ ସେ ପସନ୍ଦ କରନ୍ତି।
ହେ ସଦାପ୍ରଭୁ ମୁଁ ତୁମ୍ଭର ଆଶ୍ରିତ ଅଟେ। ତୁମ୍ଭେ ହିଁ ମାରେ ପରମେଶ୍ବର।
କିନ୍ତୁ ମୁଁ ସହେି ଲୋକମାନଙ୍କୁ କ ହେ, ଆତ୍ମଶ୍ଲାଘା ହୁଅ ନାହିଁ' ଗର୍ବ କର ନାହିଁ।'
ପରମେଶ୍ବର ଗରିବମାନଙ୍କୁ ଧୂଳିରୁ ଉଠାନ୍ତି। ସେ ଦୀନହୀନ ଏବଂ ଅସହାୟମାନଙ୍କୁ ଅଳିଆ ଗଦାରୁ ଉଠାନ୍ତି।
ଯେ ହତେୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି। ତାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।
ମାେ ମାଧ୍ଯମ ରେ ରାଜାମାନେ ରାଜତ୍ବ କରନ୍ତି। ଶାସନକର୍ତ୍ତାମାନେ ମାେ ଦ୍ବାରା ଯଥାର୍ଥ ବିଚାର କରନ୍ତି।
ପ୍ରେତ୍ୟକକ ଜିନିଷ ପାଇଁ ଏକ ଉଚିତ୍ ସମୟ ଅଛି ଏବଂ ସ୍ବର୍ଗ ତଳେ ପ୍ରେତ୍ୟକକ ଯୋଜନା ଠିକ୍ ସମୟରେ ଘଟିବ।
ଆମ୍ଭେ ଆମ୍ଭର ମହାପରାକ୍ରମ ଓ ବିଶାଳ ଶକ୍ତିଶାଳୀ ବାହୁ ଦ୍ବାରା ଏହି ପୃଥିବୀ ଓ ପୃଥିବୀ ନିବାସୀ ସକଳ ମନୁଷ୍ଯ ଓ ପଶୁ ସୃଷ୍ଟି କରିଅଛୁ। ଆଉ ଆମ୍ଭେ ଆପଣା ସ୍ବଇଚ୍ଛା ରେ ଯାହାକୁ ଉଚିତ ମନେ କରିବୁ, ଏହା ଦଇପୋରିବୁ।
ମାତ୍ର ତୁମ୍ଭମାନେେ ଯଦି ମାେତେ ସହେି ସ୍ବପ୍ନ ବିଷଯ ରେ ନ ଜଣାଅ ତବେେ ତୁମ୍ଭମାନେେ ନିଶ୍ଚିତ ଦଣ୍ତ ପାଇବ। କାରଣ ସମୟ ଗଡାଇବା ପାଇଁ ତୁମ୍ଭମାନେେ ମାେ ସମ୍ମୁଖ ରେ ମିଥ୍ଯା ଓ ପ୍ରବଞ୍ଚନା ବାକ୍ଯ କହିବା ପାଇଁ ପ୍ରସ୍ତୁତ ହାଇେଅଛ। ଏଣୁ ତୁମ୍ଭମାନେେ ସ୍ବପ୍ନଟି ମାେତେ କୁହ, ତାହା ହେଲେ ତୁମ୍ଭମାନେେ ଯେ ତହିଁର ଅର୍ଥ ମାେ ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି।
ସେ ଉଚ୍ଚସ୍ବର ରେ କହିଲେ, 'ଏହି ବୃକ୍ଷକୁ ଛଦନେ କର। ତହିଁରେ ଶାଖା ସବୁ କାଟି ପକାଅ, ତହିଁର ପତ୍ରସବୁ ଝାଡି ଦିଅ ଓ ଫଳଗୁଡିକୁ ବିଞ୍ଚି ଦିଅ। ତାହାର ତଳେଥିବା ପଶୁମାନେ ଓ ଶାଖା ରେ ଥିବା ପକ୍ଷୀମାନେ ପଳାଇ ୟାଆନ୍ତୁ।
ଜଣେ ପବିତ୍ର ସ୍ବର୍ଗଦୂତ ଏହି ଦଣ୍ତ ଘାଷେଣା କଲେ। ସମସ୍ତ ଲୋକ ଏହା ଜାଣିବେ ଯେ, ମନୁଷ୍ଯମାନଙ୍କ ଉପ ରେ ସର୍ବୋପରିସ୍ଥ ପରମେଶ୍ବର ଶାସନ କରନ୍ତି, ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି। ପରମେଶ୍ବର ବିନଯୀ ଲୋକକୁ ରାଜ୍ଯ ଶାସନ ପାଇଁ ନିୟୁକ୍ତି କରନ୍ତି। ତେଣୁ ପୃଥିବୀର ଜୀବିତ ଲୋକମାନେ ତାଙ୍କର ଏ ମହିମା ଜାଣିବେ।
ହେ ମହାରାଜ, ସହେି ବୃକ୍ଷ ଆପଣ ଅଟନ୍ତି। ଆପଣ ବୃଦ୍ଧି ପାଇ ବଳବାନ୍ ହାଇେଅଛନ୍ତି। କାରଣ ଆପଣଙ୍କର ମହତ୍ବ ବୃଦ୍ଧି ପାଇଅଛି ଓ ତାହା ଗଗନ ସ୍ପର୍ଶ କରୁଅଛି। ଆଉ ଆପଣଙ୍କର କତ୍ତୃର୍ତ୍ବ ପୃଥିବୀର ପ୍ରାନ୍ତ ପର୍ୟ୍ଯନ୍ତ ବ୍ଯାପିଅଛି।
ଏବଂ ତୁମ୍ଭେ ମନୁଷ୍ଯମାନଙ୍କ ମଧ୍ଯରୁ ବିତାଡିତ ହବେ। କ୍ଷେତ୍ରସ୍ଥ ପଶୁମାନଙ୍କ ମଧିଅରେ ତୁମ୍ଭେ ବାସ କରିବ ଓ ଗୋରୁ ପରି ତୃଣ ଭୋଜନ କରିବ। ଏହିରୂପେ ତୁମ୍ଭ ଉପ ରେ ସାତବର୍ଷ ଅତିକ୍ରମ କରିୟିବ। ଶଷେ ରେ ଯେ ସର୍ବୋପରିସ୍ଥ ପରମେଶ୍ବର ସମଗ୍ର ମନୁଷ୍ଯ ଉପ ରେ ପ୍ରଭୁତ୍ବ କରନ୍ତି ଓ ଯାହାକୁ ଯାହା ଇଚ୍ଛା ତାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।
ଏବଂ ସେ ସର୍ବୋପରିସ୍ଥ ପରମେଶ୍ବରଙ୍କ ବିରୁଦ୍ଧ ରେ କଥା କହିବ ଓ ପରମେଶ୍ବରଙ୍କର ପବିତ୍ର ଲୋକମାନଙ୍କୁ ବଧ କରିବ। ଆଉ ସେ ସମୟ ଓ ଆଜ୍ଞାର ପରିବର୍ତ୍ତନ କରିବାକୁ ଚିନ୍ତା କରିବ। ସାଢେ ତିନିବର୍ଷ ପାଇଁ ସମାନେେ ତା' ହସ୍ତ ରେ ସମର୍ପିତ ହବେେ।
'ମାତ୍ର କିଛି ବର୍ଷ ପ ରେ ସମାନେେ ଏକତ୍ରୀତ ହବେେ। ଦକ୍ଷିଣ ରାଜ୍ଯର ରାଜକନ୍ଯା ଉତ୍ତରର ରାଜାକୁ ବିବାହ କରିବେ ମାତ୍ର ସହେି ରାଜକୁମାରୀ ନିଜ ଶକ୍ତି ଓ ଶାନ୍ତି ହରାଇବେ, ତା'ର ସ୍ବାମୀ ଦୁର୍ବଳ ହବେେ। ସେ ଓ ତାଙ୍କର ସ୍ବାମୀ, ସମାନଙ୍କେର ସନ୍ତାନ ଏବଂ ତାହାର ଦାସମାନଙ୍କୁ ହସ୍ତାନ୍ତର କରାୟିବ।
ସେ ତାହାଙ୍କର ବାହୁର ଶକ୍ତି ଦଖାଇେଛନ୍ତି। ସେ ଅହଂକାରୀ ଲୋକମାନଙ୍କୁ ଛିନ୍ନଛତ୍ର କରି ସମାନଙ୍କେର ସମସ୍ତ ଯୋଜନା ଧ୍ବଂସ କରି ଦେଲେ।
ମୁଁ ତୁମ୍ଭକୁ କହିବାକୁ ଜ୍ଞାନ ପ୍ରଦାନ କରିବି। ତୁମ୍ଭମାନେେ ଯାହା କହିବ, ତୁମ୍ଭର କୌଣସି ଶତୃ ତାର ଉତ୍ତର ଦଇେ ପାରିବ ନାହିଁ।
ଏହାପରେ ସମାନେେ ଜଣେ ରାଜା ଚାହିଁଲେ। ପରମେଶ୍ବର ସମାନଙ୍କେୁ ବିନ୍ଯାମୀନ ଗୋଷ୍ଠୀ କୀଶର ପୁତ୍ର ଶାଉଲଙ୍କୁ ରାଜାରୂପେ ଦେଲେ। ସେ ଚ଼ାଳିଶ ବର୍ଷ ପର୍ୟ୍ଯନ୍ତ ରାଜତ୍ବ କଲେ।
କବଳେ ପରମେଶ୍ବର ହିଁ ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତା ରେ ଅଂଶୀ କରାଇଛନ୍ତି। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ବରଙ୍କ ଆଗତ ଜ୍ଞାନ। ଖ୍ରୀଷ୍ଟଙ୍କ ହତେୁ ଆମ୍ଭେ ପରମଶ୍ବରଙ୍କ ଦୃଷ୍ଟି ରେ ଧାର୍ମିକ ଏବଂ ଆମ୍ଭମାନଙ୍କର ପାପରୁ ମୁକ୍ତି ପାଇ ପବିତ୍ର ହାଇେଛୁ।
କିନ୍ତୁ ତୁମ୍ଭ ଭିତରୁ ଯଦି କହେି ଜ୍ଞାନର ଆବଶ୍ଯକ କରେ, ତା ହେଲେ ତୁମ୍ଭେ ଏହା ପରମେଶ୍ବରଙ୍କୁ ମାଗିବା ଉଚିତ। ପରମେଶ୍ବର ଅତ୍ଯନ୍ତ ଦୟାଳୁ ଅଟନ୍ତି। ସେ ସମସ୍ତଙ୍କୁ ଜ୍ଞାନ ଦବୋ ରେ ଆନନ୍ଦ ଅନୁଭବ କରନ୍ତି। ଅତଏବ ପରମେଶ୍ବର ତୁମ୍ଭକୁ ଜ୍ଞାନ ଦବେେ।
ପ୍ରେତ୍ୟକକ ଉତ୍ତମ ବିଷୟ ଓ ସିଦ୍ଧ ଦାନ ପରମେଶ୍ବରଙ୍କଠାରୁ ଆସିଥାଏ। ଯେଉଁ ପରମପିତା ଆକାଶସ୍ଥ ସମସ୍ତ ଜ୍ଯୋତିର୍ଗଣ ସୂର୍ୟ୍ଯ, ଚନ୍ଦ୍ର, ତାରାଙ୍କୁ ନିର୍ମାଣ କରିଛନ୍ତି, ତାହାଙ୍କଠାରୁ ଏହି ସମସ୍ତ ଉତ୍ତମ ଦାନ ଆ ସେ। ପରମେଶ୍ବର ପରିବର୍ତ୍ତନ ହୁଅନ୍ତି ନାହିଁ, ସେ ସର୍ବଦା ସମାନ ଅଟନ୍ତି।
ଏହିପ୍ରକାର ଜ୍ଞାନ ପରମେଶ୍ବରଙ୍କଠାରୁ ଆ ସେ ନାହିଁ। ମାତ୍ର ଏହି ଜ୍ଞାନ ସଂସାରରୁ ଆ ସେ। ଏହା ଆତ୍ମିକ ନୁହେଁ। ଏହା ଶୟତାନଠାରୁ ଆସିଛି।
ତାହାଙ୍କ ପୋଷାକ ଓ ଜଙ୍ଘଦେଶ ରେ ଏହା ଲଖାେଥିଲା :