Home Bibles ଦାନିଏଲ 2:32 · ଓଡ଼ିଆ ବାଇବେଲ
ଦାନିଏଲ 2:32 · ଓଡ଼ିଆ ବାଇବେଲ

ସହେି ପ୍ରତିମାର ମସ୍ତକ ଶୁଦ୍ଧ ସୁବର୍ଣ୍ଣମଯ, ତାହାର ବକ୍ଷ ଓ ବାହୁ ରେ ୗପ୍ୟମଯ ଓ ତାହାର ଉଦର ଓ ଜଙ୍ଘ ପିତ୍ତଳମଯ ଥିଲା।

Cross references

ଯିଶାଇୟ 14:4

ସହେି ସମୟରେ ତୁମ୍ଭେ ବାବିଲ ରାଜାଙ୍କ ବିଷଯ ରେ ଏହି ଉପହାସ ଗୀତ ଗାନ କରିବ।

ଯିରିମିୟ 51:7

ବାବିଲ ସଦାପ୍ରଭୁଙ୍କ ହସ୍ତ ରେ ଏକ ସୁବର୍ଣ୍ଣ ପାତ୍ର ସ୍ବରୂପ ହାଇେଅଛି। ତାହା ସମଗ୍ର ପୃଥିବୀକୁ ମତୁଆଳ କରିଅଛି। ଗୋଷ୍ଠୀମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି। ତେଣୁ ସମାନେେ ଉନ୍ମତ୍ତ ହାଇେଅଛନ୍ତି।

ଦାନିଏଲ 2:37

ହେ ମହାରାଜ, ଆପଣ ଜଣେ ମହାନ୍ ରାଜା। ସ୍ବର୍ଗସ୍ଥ ପରମେଶ୍ବର ଆପଣଙ୍କୁ ରାଜ୍ଯ, ପରାକ୍ରମ, କ୍ଷମତା ଓ ମହିମା ଦଇେଅଛନ୍ତି।

ଦାନିଏଲ 4:22

ହେ ମହାରାଜ, ସହେି ବୃକ୍ଷ ଆପଣ ଅଟନ୍ତି। ଆପଣ ବୃଦ୍ଧି ପାଇ ବଳବାନ୍ ହାଇେଅଛନ୍ତି। କାରଣ ଆପଣଙ୍କର ମହତ୍ବ ବୃଦ୍ଧି ପାଇଅଛି ଓ ତାହା ଗଗନ ସ୍ପର୍ଶ କରୁଅଛି। ଆଉ ଆପଣଙ୍କର କତ୍ତୃର୍ତ୍ବ ପୃଥିବୀର ପ୍ରାନ୍ତ ପର୍ୟ୍ଯନ୍ତ ବ୍ଯାପିଅଛି।

ଦାନିଏଲ 4:30

ମୁଁ ମାରେପ୍ରତାପ ରେ ଏହି ମହାନ୍ ନଗର ନିର୍ମାଣ କରିଛି ଓ ମାରେ ବଳର ପ୍ରଭାବରେ ରାଜଧାନୀ ପ୍ରାସାଦ ନିର୍ମାଣ କରିଛି। ମୁଁ କଡେେ ମହାନ୍।

ଦାନିଏଲ 5:28

ଉପାରସୀନର ଅର୍ଥ, ଆପଣଙ୍କ ରାଜ୍ଯ ବିଭକ୍ତ ହାଇେଅଛି ଆଉ ମାଦୀଯ ଓ ପାରସିକମାନଙ୍କୁ ଦତ୍ତ ହାଇେଅଛି।

ଦାନିଏଲ 7:4

ପ୍ରଥମ ପଶୁଟି ସିଂହ ସଦୃଶ ଓ ଉତ୍କ୍ରୋଷ ପକ୍ଷୀର ଡଣୋପରି ତା'ର ଡଣୋ ଥିଲା। ମୁଁ ନିରୀକ୍ଷଣ କରି ଦେଖିଲି, ତା'ର ଡଣୋ ଉପୁଡାଗଲା। ଆଉ ସେ ପୃଥିବୀରୁ ଉଠାଗଲା। ମନୁଷ୍ଯପରି ଦୁଇ ପାଦ ରେ ତାକୁ ଠିଆ କରାଗଲା ଓ ତାକୁ ମନୁଷ୍ଯର ଅନ୍ତଃକରଣ ଦିଆଗଲା।

ଦାନିଏଲ 8:3

ଆଉ ମୁଁ ଦେଖିଲି ଯେ, ନଦୀର ଗୋଟିଏ ପାଶର୍‌ବ ରେ ଏକ ଅଣ୍ତିରା ମଷେ ଠିଆ ହାଇେଅଛି। ତାହାର ଗୋଟିଏ ଲମ୍ବା ଶିଙ୍ଗ ଓ ଗୋଟିଏ ଅନ୍ୟଠାରୁ ଅଧିକ ଲମ୍ବା। ଆଉ ଲମ୍ବା ଶିଙ୍ଗଟି ଅନ୍ୟ ଶିଙ୍ଗ ଅପେକ୍ଷା ପଛକୁ ଥିଲା।

ଦାନିଏଲ 11:2

'ବର୍ତ୍ତମାନ, ହେ ଦାନିୟେଲ, ଆମ୍ଭେ ତୁମ୍ଭକୁ ସତ୍ଯ କଥା ଜଣାଇବା। ପାରସ୍ଯର ଆଉ ତିନି ରାଜା ଜନ୍ମ ନବେେ। ତା'ପ ରେ ଚତୁର୍ଥ ରାଜା ଯେ ଆସିବ, ସେ ସବୁଠାରୁ ଅଧିକ ଧନଶାଳୀ ହବେ। ଆଉ ଆପଣା ଧନ ରେ ବଳବାନ ହବେ ଓ ଗ୍ରୀସ ରାଜ୍ଯ ବିରୁଦ୍ଧ ରେ ସମସ୍ତଙ୍କୁ ଉତ୍ତଜେିତ କରିବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17:4

ସହେି ସ୍ତ୍ରୀ ଲୋକଟି ବାଇଗଣି ଓ ଲାଲ ରଙ୍ଗର ବସ୍ତ୍ର ପିନ୍ଧିଥିଲା। ସେ ପିନ୍ଧିଥିବା ସୁନା, ଅଳଙ୍କାର ଓ ମଣିମୁକ୍ତା ୟୋଗୁ ଝଲକୁଥିଲା। ତା' ହାତ ରେ ଗୋଟିଏ ସୁବର୍ଣ୍ଣ ପାତ୍ର ଥିଲା। ସହେି ପାତ୍ରଟି ଘୃଣ୍ଯ ବିଷୟଗୁଡ଼ିକରେ ଓ ତା'ର ନିଜର ୟୌନଗତପାପର ଆବର୍ଜନା ରେ ପୂର୍ଣ୍ଣ ଥିଲା।

Interlinear

Choose Theme