ପୁଣି ତାହାପ ରେ ଚତୁର୍ଥରାଜ୍ଯ ଲୌହପରି ଶକ୍ତିଶାଳୀ ହବେ। ଲୌହ ଯେପରି ସମସ୍ତ ଦ୍ରବ୍ଯକୁ ଖଣ୍ତ ଖଣ୍ତ କରି ଚୁର୍ଣ୍ଣ କରେ, ସହେିପରି ସେ ରାଜ୍ଯ ଅନ୍ୟ ସମସ୍ତ ରାଜ୍ଯକୁ ଖଣ୍ତ ଖଣ୍ତ କରି ଧୂଳିସାତ୍ କରିବ।
Cross references
ହେ ଯିରିମିୟ, ତୁମ୍ଭେ ଜାଣ ଯେ, ଲୁହା ଭାଙ୍ଗିବା ଅସମ୍ଭବ। ନିର୍ଦ୍ଦିଷ୍ଟ ଭାବରେ ଉତ୍ତର ଦେଶୀଯ ଲୌହ ଓ ପିତ୍ତଳକୁ।
ତାହାର ଗୋଡଗୁଡିକ ଲୌହ ରେ ନିର୍ମିତ ହାଇେଥିଲା ଓ ପାଦର କିଛି ଅଂଶ ଲୌହ ରେ ଓ କିଛି ଅଂଶ ମୃତ୍ତିକା ରେ ତିଆରି ହାଇେଥିଲା।
ଏହାପ ରେ ମୁଁ ରାତ୍ରିକାଳର ଦର୍ଶନ ରେ ଦେଖିଲି, ମାରେ ସମ୍ମୁଖ ରେ ଚତୁର୍ଥ ପଶୁ ଥିଲା। ସେ ଅତି ଭୟଙ୍କର, କ୍ଷମତାସମ୍ପନ୍ନ ଓ ଅତିଶଯ ବଳବାନ୍ ଥିଲା ଓ ତାହାର ବଡ ବଡ ଲୌହର ଦାନ୍ତ ଥିଲା। ସେ ଦୋଷୀମାନଙ୍କୁ ଗ୍ରାସ କଲା ଓ ଭାଙ୍ଗି ଚୂର୍ଣ୍ଣ କଲା। ଆଉ ଅବଶିଷ୍ଟ ଯାହା ରହିଲା ତାହା ପଦତଳେ ଦଳିତ କଲା। ସେ ପୂର୍ବବର୍ତ୍ତୀ ସବୁ ପଶୁମାନଙ୍କଠାରୁ ଭିନ୍ନ ଥିଲା ଓ ତାହାର ଦଶଟି ଶିଙ୍ଗ ଥିଲା।
ତା'ପ ରେ ମୁଁ ଚତୁର୍ଥ ପଶୁ ସମ୍ମନ୍ଧ ରେ ସମସ୍ତ ତଥ୍ଯ ଜାଣିବାକୁ ଇଚ୍ଛା କଲି। ଏହା ଅତି ଭୟଙ୍କର ଥିଲା ଓ ଏହାର ଲୁହାର ଦାନ୍ତ ଓ ପିତ୍ତଳ ନଖସବୁ ଥିଲା। ସେ ସବୁକିଛି ଭାଙ୍ଗି ଚୂର୍ଣ୍ଣ କଲା ଓ ଗ୍ରାସ କଲା ଓ ଅବଶିଷ୍ଟ ସବୁ ପାଦ ରେ ଦଳି ଦଲୋ।
ଆଉ ସେ ମାେତେ ବୁଝାଇ କହିଲେ, 'ଚତୁର୍ଥ ପଶୁ ପୃଥିବୀର ଚତୁର୍ଥ ରାଜ୍ଯ ହବେ, ତାହା ଅନ୍ୟ ସମସ୍ତ ରାଜ୍ଯଠାରୁ ଭିନ୍ନ ହବେ ଓ ସମୁଦାଯ ପୃଥିବୀକୁ ଗ୍ରାସ କରିବ। ଆଉ ପାଦ ରେ ଦଳି ଖଣ୍ତ ଖଣ୍ତ କରି ତାହା ଭାଙ୍ଗି ପକାଇବ।
ସେ ବଳ ରେ ଅତି ପରାକ୍ରମୀ ହବେ। ମାତ୍ର ତାହାର ନିଜ ବଳ ରେ ନୁହେଁ। ସେ ଭୟଙ୍କର ବିନାଶର କାରଣ ହବେ ଓ ଶକ୍ତିଶାଳୀ ହାଇେ ସ୍ବେଚ୍ଛାଗ୍ଭରୀ ଭାବରେ କାର୍ୟ୍ଯ କରିବ। ଆଉ ସେ ପରାକ୍ରମୀ ଓ ପବିତ୍ର ଲୋକମାନଙ୍କୁ ବିନାଶ କରିବ।
ପୁଣି ବାଷଠି ସପ୍ତାହ ପ ରେ ଅଭିଷିକ୍ତ ବ୍ଯକ୍ତି ଉଚ୍ଛିନ୍ନ ଓ ଅକିଞ୍ଚନ ହବେେ। ଆଉ ଆଗାମୀ ଅଧିପତିର ଲୋକମାନେ ନଗର ଓ ପବିତ୍ରସ୍ଥାନ ନଷ୍ଟ କରିବେ। ବନ୍ଯା ରେ ତାହା ଶଷେ ହବେ। ପୁଣି ଶଷେ ପର୍ୟ୍ଯନ୍ତ ୟୁଦ୍ଧ ହବେ। ଆଉ ପରମେଶ୍ବର ସେ ସ୍ଥାନର ସମ୍ପୂର୍ଣ୍ଣ ବିନାଶ ପାଇଁ ଆଦେଶ କରିଛନ୍ତି।
ଉତ୍ତରର ରାଜା ନିଜ ଇଚ୍ଛା ଅନୁସାରେ କର୍ମ କରିବ। ସମସ୍ତ ଦବେତାଠାରୁ ନିଜକୁ ବଡ ବୋଲି ସେ ଗର୍ବ କରିବ। ପୁଣି ସେ ଇଶ୍ବରଗଣଙ୍କର ପରମେଶ୍ବରଙ୍କ ବିରୁଦ୍ଧ ରେ ଶକ୍ତିଶାଳୀ କଥା କହିବ। ତା'ର କୋରଧ ଫଳବତି ନ ହବୋ ପର୍ୟ୍ଯନ୍ତ ସେ ସଫଳ ହବେେ। କାରଣ ଯାହା ପରମେଶ୍ବରଙ୍କ ଯୋଜନା କରିଛନ୍ତି ତାହା ହବେ।
ସଦାପ୍ରଭୁ ଏହି କଥା କହନ୍ତି: ଦମ୍ମେଶକର ଲୋକମାନେ କରିଥିବା ଦୋଷାବହ କାର୍ୟ୍ଯ ପାଇଁ ଆମ୍ଭେ ନିଶ୍ଚିତ ଭାବରେ ସମାନଙ୍କେୁ ଦଣ୍ତ ଦବୋ। କାରଣ ସମାନେେ ଶସ୍ଯ ଦଳନ ଲୌହ ୟନ୍ତ୍ର ରେ ଗିଲିଯଦର ଲୋକମାନଙ୍କୁ ଦଳନ କରିଥିଲେ।
ଯଦି ଆମ୍ଭେ ତାକୁ ଏଭଳି କାର୍ୟ୍ଯ କରିବା ପାଇଁ ଛାଡିଦବୋ, ତାହାକୁ ସମସ୍ତେ ବିଶ୍ବାସ କରିବେ। ତା'ପରେ ରୋମୀୟମାନେ ଆସି ଆମ ମନ୍ଦିର ଓ ଆମ୍ଭ ଜାତି ଉଭୟକୁ ନଷ୍ଟ କରି ଦବେେ।