ପୁଣି ଦାନିୟେଲଙ୍କ ଆବଦନେ କ୍ରମେ ରାଜା ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋଙ୍କୁ ବାବିଲ ପ୍ରଦେଶର କେତକେ ମୁଖ୍ଯ କର୍ମଗ୍ଭରୀରୂପେ ନିୟୁକ୍ତ କଲେ। ମାତ୍ର ଦାନିୟେଲ ଜଣେ ପ୍ରଧାନ ଅଧିପତି ହାଇେ ରାଜ ଦ୍ବାର ରେ ରହିଲେ।
Cross references
କନ୍ଯାମାନେ ଦ୍ବିତୀୟଥର ସଂଗୃହିତା ହବୋ ସମୟରେ ମର୍ଦ୍ଦଖଯ ରାଜ ଦ୍ବାର ରେ ବସିଲା।
ସହେି ସମୟରେ, ମର୍ଦ୍ଦଖଯ ରାଜଦ୍ବାର ରେ ବସିବା ବେଳେ ଦ୍ବାରପାଳମାନଙ୍କ ମଧିଅରେ ବିଗ୍ଥନ୍ ଓ ତରେଶ୍ ନାମକ ରାଜାଙ୍କର ଦୁଇ ଜଣ ନଫୁସକ କୋର୍ଧିତ ହାଇେ ଅକ୍ଷଶ୍ବରେଶ ରାଜାକୁ ବଧ କରିବାକୁ ଷଡୟନ୍ତ୍ର କଲେ।
ତହିଁରେ ରାଜାର ଯେତେ ଦାସ ରାଜଦ୍ବାର ରେ ଥିଲେ, ସେ ସମସ୍ତେ ନତ ହାଇେ ହାମନକୁ ପ୍ରଣାମ କଲେ। କାରଣ ରାଜା ତାହା ବିଷଯ ରେ ସହେିପରି ଆଜ୍ଞା ଦଇେଥିଲେ। ମାତ୍ର ମର୍ଦ୍ଦଖଯ ନତ ହେଲା ନାହିଁ କି ତାହାକୁ ପ୍ରଣାମ କଲା ନାହିଁ।
ଧାର୍ମିକମାନେ ଜଯ କଲେ ମହା ଗୌରବ ହୁଏ। ମାତ୍ର ଦୁଷ୍ଟମାନଙ୍କର ଉନ୍ନତି ହେଲେ, ଲୋକେ ଆପଣାକୁ ଲୁଚାନ୍ତି।
ତା'ପ ରେ ବାବିଲ ରାଜାର ସମସ୍ତ ଅଧିପତିମାନେ ଯଥା : ର୍ନଗେଲଶ ରେତ୍ସର, ସମଗର-ନବୋ, ଶସଖୀମ, ରବସାରୀସ୍ ଓ ରବମାଗ ପ୍ରଭୃତି ବାବିଲ ରାଜାର ଅବିଶିଷ୍ଟ ଅଧିପତି ସମସ୍ତେ ଆସି ମାଧ୍ଯମ ଦ୍ବାର ରେ ବସିଲେ।
ପୁଣି ସହେି ନଫୁସକାଧିପତି ଅସ୍ପନସ୍ ଯିହୁଦାର ୟୁବକମାନଙ୍କୁ ନୂଆ ବାବିଲୀଯ ନାମ ଦେଲେ। ସେ ଦାନିୟେଲଙ୍କୁ ବଲେଟ୍ଶତ୍ସର, ହନାନିଯଙ୍କୁ ଶଦ୍ରକ୍, ମୀଶାଯଲଙ୍କେୁ ମୈଶକ ଓ ଅସରିଯଙ୍କୁ ଅବେଦ୍-ନଗୋ ନାମ ଦେଲେ।
ଆଉ ପରମେଶ୍ବର ସହେି ଗ୍ଭରି ୟୁବକଙ୍କୁ ଜ୍ଞାନ ଏବଂ ବିଭିନ୍ନ ଲେଖନି ଓ ବିଜ୍ଞାନ ଶିକ୍ଷା ପାଇଁ ଯୋଗ୍ଯତା ପ୍ରଦାନ କଲେ। ପୁଣି ଦାନିୟେଲ ସମସ୍ତ ଦର୍ଶନ ଅ ସ୍ବପ୍ନ ବିଷଯ ରେ ବୁଦ୍ଧିମାନ ହେଲେ।
ତା'ପ ରେ ଦାନିୟେଲ ସ୍ବଗୃହକୁ ୟାଇ ତା'ର ସାଙ୍ଗ ହନାନୀଯ, ମୀଶାଯଲେ ଓ ଆସରିଯଙ୍କୁ ରାଜାଜ୍ଞା ବିଷଯ ରେ ସକଳ ବୃତ୍ତାନ୍ତ ଜଣାଇଲେ।
ରାଜା ନବୂଖଦ୍ନିତ୍ସର ଷାଠିଏ ହାତ ଉଚ୍ଚ ଓ ଛଅହାତ ପ୍ରସ୍ଥ ଏକ ସୁବର୍ଣ୍ଣମଯ ପ୍ରତିମା ନିର୍ମାଣ କଲା। ସେ ପ୍ରତିମାଟିକୁ ବାବିଲ ପ୍ରଦେଶର ଦୂରା ନାମକ ପଦା ରେ ସ୍ଥାପନ କଲା।
ଆଉ ଆପଣ ବାବିଲ ପ୍ରଦେଶର ରାଜ କର୍ମ ରେ ନିୟୁକ୍ତ କରିଥିବା କେତକେ ୟିହୁଦୀ ଲୋକ, ଶଦ୍ରକ, ମୈଶକ୍ ଓ ଅବଦନଗେୋ ଯେଉଁମାନେ କି ଆପଣଙ୍କ ଆଜ୍ଞା ପାଳନ କରି ନାହାନ୍ତି। ସମାନେେ ଆପଣଙ୍କ ଦବଗେଣର ସବୋ କରନ୍ତି ନାହିଁ କି ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପୂଜା କରନ୍ତି ନାହିଁ।
ଏହାପ ରେ ରାଜା ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋକୁ ବାବିଲ ପ୍ରଦେଶ ରେ ପ୍ରଧାନ ପଦ ରେ ନିୟୁକ୍ତ କଲେ।
ମନ୍ଦକୁ ଘୃଣା କର, ଭଲକୁ ଆଦର କର। ନ୍ଯାଯ ବିଗ୍ଭର କର। ସଦାପ୍ରଭୁ ପରମେଶ୍ବର ସର୍ବଶକ୍ତିମାନ ହୁଏତ ଯୋଷଫଙ୍କେ ଅବଶିଷ୍ଟାଂଶ ପରିବାର ପ୍ରତି କୃପାମଯ ହାଇପୋରନ୍ତି।