ଦାନିଏଲ 2:7 · ଓଡ଼ିଆ ବାଇବେଲ
ପୁନର୍ବାର ବିଜ୍ଞ ବ୍ଯକ୍ତିମାନେ ରାଜାଙ୍କୁ କହିଲେ, ମହାରାଜ, ଆପଣ ଦାସମାନଙ୍କୁ ସ୍ବପ୍ନଟି ଜଣାନ୍ତୁ। ତାହା ହେଲେ ଆମ୍ଭମାନେେ ତାହାର ଅର୍ଥ ପ୍ରକାଶ କରିବୁ।
Cross references
ଉପଦେଶକ 10:4
କାରଣ ଜଣେ ଶାସକ ତୁମ୍ଭ ଉପ ରେ ରାଗିଛନ୍ତି, ସେଥିପାଇଁ ପଳାଇୟାଅ ନାହିଁ। ଏକ ଶାନ୍ତି ଆତ୍ମା ମହାଭୁଲ୍କୁ ମଧ୍ଯ ଅତିକ୍ରମ କରିପା ରେ। କାରଣ ଅଧିନତା ସ୍ବୀକାର ଦ୍ବାରା ମହା ଅନିଷ୍ଟ କ୍ଷାନ୍ତ ହୁଏ।
ଦାନିଏଲ 2:4
ତା'ପ ରେ କଲଦୀଯମାନେ ଅରାମୀଯ ଭାଷା ରେ ରାଜାଙ୍କୁ କହିଲେ, ହେ ମହାରାଜ, ଚିରଜୀବି ହୁଅନ୍ତୁ, ଆପଣ ଏ ଦାସମାନଙ୍କୁ ସ୍ବପ୍ନଟି କୁହନ୍ତୁ। ଆମ୍ଭେ ତାହାର ଅର୍ଥ ପ୍ରକାଶ କରିବୁ।
ଦାନିଏଲ 2:9
ମାତ୍ର ତୁମ୍ଭମାନେେ ଯଦି ମାେତେ ସହେି ସ୍ବପ୍ନ ବିଷଯ ରେ ନ ଜଣାଅ ତବେେ ତୁମ୍ଭମାନେେ ନିଶ୍ଚିତ ଦଣ୍ତ ପାଇବ। କାରଣ ସମୟ ଗଡାଇବା ପାଇଁ ତୁମ୍ଭମାନେେ ମାେ ସମ୍ମୁଖ ରେ ମିଥ୍ଯା ଓ ପ୍ରବଞ୍ଚନା ବାକ୍ଯ କହିବା ପାଇଁ ପ୍ରସ୍ତୁତ ହାଇେଅଛ। ଏଣୁ ତୁମ୍ଭମାନେେ ସ୍ବପ୍ନଟି ମାେତେ କୁହ, ତାହା ହେଲେ ତୁମ୍ଭମାନେେ ଯେ ତହିଁର ଅର୍ଥ ମାେ ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି।