ପୁଣି କ୍ଷିତିପାଳ, ରାଜ ପ୍ରତିନିଧି, ଦଶାେଧ୍ଯକ୍ଷ ଓ ରାଜମନ୍ତ୍ରୀମାନେ ଏକତ୍ରୀତ ହାଇେ ସହେି ତିନିଜଣଙ୍କୁ ଦେଖିଲେ ଯେ ଅଗ୍ନି ସମାନଙ୍କେର ଶରୀର ରେ କୌଣସି ଅଂଶ ଦଗ୍ଧ କରିନାହିଁ। ସମାନଙ୍କେ ମସ୍ତକର କେଶ କି ସମାନଙ୍କେର ପାଇଜାମା ଦଗ୍ଧ ହାଇନୋହିଁ କି ସମାନଙ୍କେର ଶରୀର ରେ ଅଗ୍ନିର ଗନ୍ଧ ନାହିଁ।
Cross references
ଆଜି ସଦାପ୍ରଭୁ ତୁମ୍ଭକୁ ମାେ ହସ୍ତ ରେ ସମର୍ପି ଦବେେ। ଏବଂ ମୁ ତୁମ୍ଭକୁ ଆଘାତ କରିବି ଏବଂ ତୁମ୍ଭର ଶିରଚ୍ଛଦନେ କରିବି। ମୁ ଆଜି ପଲେଷ୍ଟୀୟମାନଙ୍କ ସୈନ୍ଯଗଣର ଶରୀର ଆକାଶ ପକ୍ଷୀଗଣକକ୍ସ୍ଟ ଓ ପୃଥିବୀସ୍ଥ ବନ୍ଯପଶକ୍ସ୍ଟମାନଙ୍କୁ ଦବେି, ତହିଁରେ ଇଶ୍ରାୟେଲ ମଧିଅରେ ଏକ ପରମେଶ୍ବର ଅଛନ୍ତି ବୋଲି ସମକ୍ସ୍ଟଦାଯ ଜଗତ ଜାଣିବେ।
ସହେି ବୃଦ୍ଧ ଭବିଷ୍ଯଦ୍ବକ୍ତା ବାହାରି ଗଲେ ଓ ପଥ ମଧିଅରେ ସହେି ଶବ ପଡିଥିବାର ଦେଖିଲେ। ଶବ ନିକଟରେ ସହେି ଗଧ ଓ ସିଂହ ଛିଡା ହାଇେଥିଲେ। ସିଂହ ଶବଟିକୁ ଖାଇ ନଥିଲା କିମ୍ବା ଗଧକୁ ବିଦୀର୍ଣ୍ଣ କରି ନଥିଲା।
ତେଣୁ ସେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ବର, ମୁଁ ବିନଯ କରୁଛି। ଅଶୂରର ରାଜା ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତେଣୁ ତୁମ୍ଭେ ଯେ ସଦାପ୍ରଭୁ ପରମେଶ୍ବର ଅଟ, ଏହା ପୃଥିବୀସ୍ଥ ସମୁଦାଯ ରାଜ୍ଯ ଜାଣିବେ।
ଏହାପରେ ସମାନେେ ଜାଣିବେ ୟେ ୟାହାର ନାମ ୟି ହାବୋ, ତୁମ୍ଭେ ପ୍ରକୃତରେ, ସମୁଦାଯ ଭୂମଣ୍ଡଳରେ ସର୍ବୋପରିସ୍ଥ ପରମେଶ୍ବର ଅଟ।
ହେ ନାନାଦେଶୀଯ ଗୋଷ୍ଠୀବର୍ଗ, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର ଗୁଣ ଗାନ କର।
ମାତ୍ର ହେ ସଦପ୍ରଭୁ ! ସମାନଙ୍କେୁ ଦଣ୍ଡ ଦବୋକୁ ତୁମ୍ଭର ହସ୍ତ ଉତ୍ଥିତ ହବେ, ତଥାପି ସମାନେେ ତାହା ଦେଖିବେ ନାହିଁ। ମାତ୍ର ଲୋକମାନଙ୍କ ପକ୍ଷ ରେ ତୁମ୍ଭର ଅତିଶଯ ପ୍ ରମେକୁ ଦେଖି ସମାନେେ ଲଜ୍ଜିତ ହବେେ ଓ ତୁମ୍ଭର ଶତ୍ରୁଗଣ ଅଗ୍ନି ରେ ଦଗ୍ଧିଭୂତ ହବେେ।
ତୁମ୍ଭେ ଯେତବେେଳେ ଦୁଃଖ ରେ ପଡ଼ିବ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହବେୁ। ଜଳ ମଧିଅରେ ଗମନ କଲା ବେଳେ ତୁମ୍ଭର ସଙ୍ଗୀ ହବେୁ। ଫଳ ରେ ତୁମ୍ଭେ ଜଳ ରେ ମଗ୍ନ ହବେ ନାହିଁ। ଅଗ୍ନି ରେ ଗମନ କଲା ବେଳେ ଦଗ୍ଧିଭୂତ ହବେ ନାହିଁ ଓ ଅଗ୍ନିଶିଖା ତୁମ୍ଭର କ୍ଷତି କରିବ ନାହିଁ।
ସହେି ପ୍ରତିମା ସ୍ଥାପନର ପ୍ରତିଷ୍ଠା ନିମନ୍ତେ ଆସିବାକୁ ରାଜା ସମସ୍ତ କ୍ଷିତିପାଳ, ରାଜପ୍ରତିନିଧି, ଦଶାେଧ୍ଯକ୍ଷ ବିଗ୍ଭରକର୍ତ୍ତା, କୋଷଧ୍ଯକ୍ଷ, ବ୍ଯବସ୍ଥାପକ, ବବେର୍ତ୍ତା ଓ ପ୍ରାଦେଶିକ ଶାସକଙ୍କୁ ଏକତ୍ର କରିବା ନିମନ୍ତେ ଲୋକ ପ୍ ରରଣେ କଲା।
ତେଣୁ ଶଦ୍ରକ, ମୈଶକ୍ ଓ ଅବେଦ୍-ନଗୋକୁ ବାନ୍ଧି ପ୍ରଜ୍ବଳିତ ଅଗ୍ନିକୁଣ୍ତକୁ ଫିଙ୍ଗା ଗଲା। ସେତବେେଳେ ସମାନେେ ସମାନଙ୍କେର ପ୍ଯାଣ୍ଟ, ସାର୍ଟ, ଉତ୍ତରୀଯ ଓ ଅନ୍ଯାନ୍ଯ ବସ୍ତ୍ର ପରିଧାନ କରିଥିଲେ।
ତୁମ୍ଭ ମୁଣ୍ଡ ରେ କତେୋଟି ବାଳ ଅଛି, ସେ କଥା ମଧ୍ଯ ପରମେଶ୍ବର ଜାଣନ୍ତି।
ତୁମ୍ଭମାନେେ ମାରେ ଅନୁସରଣ କରୁଥିବା ଯୋଗୁଁ ସବୁ ଲୋକେ ତୁମ୍ଭମାନଙ୍କୁ ଘୃଣା କରିବେ।
ଏହି ଶବ୍ଦ ଶୁଣିବା ମାତ୍ ରେ ସମାନଙ୍କେ ଭିତରୁ ବହୁତ ଲୋକ ଆସି ଜମା ହାଇଗେଲେ। ଲୋକମାନେ ଆଶ୍ଚର୍ୟ୍ଯ ହାଇଗେଲେ, କାରଣ ସମାନେେ ନିଜେ ଯେଉଁ ଭାଷା ରେ କଥା ହେଉଥିଲେ, ପ୍ ରରେିତମାନେ ସହେି ସହେି ଭାଷା ରେ କଥା ହେଉଥିବାର ଶୁଣିଲେ।
ରାଜା ଆଗ୍ରିପ୍ପା ଏସବୁ କଥା ଜାଣନ୍ତି। ତାହାଙ୍କୁ ଏହା ସ୍ପଷ୍ଟ ଭାବରେ କହି ପାରିବି, କାରଣ ମୁଁ ଜାଣେ ଯେ, ତାହାଙ୍କ ଦୃଷ୍ଟିରୁ ଏ ସମସ୍ତ ବିଷୟ ବାଦ୍ ଯାଇନାହିଁ, ଯେ ହତେୁ ଏହିସବୁ କୌଣସି ଗୁପ୍ତ ସ୍ଥାନ ରେ କରାଯାଇ ନାହିଁ।
ବର୍ତ୍ତମାନ ବଞ୍ଚିବା ପାଇଁ ତୁମ୍ଭମାନଙ୍କର କିଛି ଖାଦ୍ୟ ଖାଇବା ନିହାତି ଆବଶ୍ଯକ। ତୁମ୍ଭମାନଙ୍କ ମଧ୍ଯରୁ କାହାରି ମୁଣ୍ଡର ଗୋଟିଏ ବାଳ ମଧ୍ଯ, ନଷ୍ଟ ହବେନାହିଁ।
ସହେି ବିଶ୍ବାସ ବଳ ରେ କେତେ ଜଣ ଅଗ୍ନିର ଶକ୍ତି ବନ୍ଦ କଲେ, ଓ କେତେ ଲୋକ ଖଡ୍ଗ ଦ୍ବାରା ମରିବାରୁ ରକ୍ଷା ପାଇଲେ। ବିଶ୍ବାସ କାରଣରୁ ଦୁର୍ବଳ ଲୋକ ଶକ୍ତିଶାଳୀ ହେଲେ। ସମାନେେ ୟୁଦ୍ଧ ରେ ଶକ୍ତିଶାଳୀ ହାଇେ ଶତୃ ସନୋଙ୍କୁ ପରାସ୍ତ କଲେ।