Home Bibles ଦାନିଏଲ 3:5 · ଓଡ଼ିଆ ବାଇବେଲ
ଦାନିଏଲ 3:5 · ଓଡ଼ିଆ ବାଇବେଲ

ଯେତବେେଳେ ତୁମ୍ଭମାନେେ ସମସ୍ତେ ଶିଙ୍ଗା, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନବେଲ ମୃଦଙ୍ଗ ଓ ସବୁପ୍ରକାର ବାଦ୍ଯ ଶୁଣିବ, ସେତବେେଳେ ତୁମ୍ଭମାନେେ ରାଜା ନବୂଖଦ୍ନିତ୍ସରଙ୍କ ଦ୍ବାରା ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ନିଶ୍ଚଯ ପୂଜା କରିବ।

Cross references

ଗୀତସଂହିତା 115:4

ଅନ୍ୟ ଜାତିଗଣର ଦବଗେଣ ସମାନଙ୍କେ ହସ୍ତକୃତ ସୁନା ଓ ରୂପାର ନିର୍ମିତ ପ୍ରତିମା ଅଟନ୍ତି। ଏହି ପ୍ରତିମାଗୁଡ଼ିକ ମନୁଷ୍ଯମାନଙ୍କ ହସ୍ତରେ ତିଆରି ହାଇେଥିଲେ।

ଦାନିଏଲ 3:7

ଏଣୁ ଯେତବେେଳେ ସମସ୍ତ ଲୋକ ଶିଙ୍ଗା, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ବବଲେ ଓ ସବୁପ୍ରକାର ବାଦ୍ଯ ଶୁଣିଲେ ସେତବେେଳେ ସମସ୍ତ ଲୋକ, ଗୋଷ୍ଠୀବର୍ଗ ଓ ଭାଷାବାଦୀମାନେ ରାଜା ନବୂଖଦ୍ନିତ୍ସରଙ୍କ ସ୍ଥାପିତ ପ୍ରତିମା ସମ୍ମୁଖ ରେ ମୁଣ୍ତ ନୁଆଁଇ ପ୍ରଣାମ କଲେ।

ଦାନିଏଲ 3:10

ହେ ମହାରାଜ, ଆପଣ ଆଜ୍ଞା କରିଛନ୍ତି ଯେ କହେି ଶିଙ୍ଗା, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନବେଲ, ମୃଦଙ୍ଗ ଓ ସବୁପ୍ରକାର ବାଦ୍ଯ ଶୁଣିବ, ସେ ମୁଣ୍ତ ନୁଆଁଇ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବ।

ଦାନିଏଲ 3:15

ଯେତବେେଳେ ଶିଙ୍ଗା, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନବେଲ, ମୃଦଙ୍ଗ ଓ ସବୁପ୍ରକାର ବାଦ୍ଯ ଶୁଣ, ତୁମ୍ଭମାନେେ ସୁବର୍ଣ୍ଣ ପ୍ରତିମାକୁ ମୁଣ୍ତ ନୁଆଁଇ ପ୍ରଣାମ କରିବ। ଯଦି ତୁମ୍ଭମାନେେ ପୂଜା ନକର ତବେେ ତୁମ୍ଭମାନଙ୍କୁ ଜ୍ବଳନ୍ତ ଅଗ୍ନି କୁମ୍ତ ରେ ଫିଙ୍ଗା ୟିବ। ଆଉ ଏପରି କୌଣସି ଦବେତା ନାହିଁନ୍ତି ଯେ କି ମାଠାରୁେ ତୁମ୍ଭମାନଙ୍କୁ ଉଦ୍ଧାର କରିବ।

Interlinear

Choose Theme