ସହେି ସମୟରେ କେତକେ କଲଦୀଯ ଲୋକ ରାଜାଙ୍କ ନିକଟକୁ ଆସି ୟିହୁଦୀଯ ଲୋକମାନଙ୍କ ବିରୁଦ୍ଧ ରେ ଅପବାଦ ଆଣିଲେ।
Cross references
ଆମ୍ଭମାନେେ ରାଜାଙ୍କୁ କହିବାକୁ ଗ୍ଭହୁଁ ଯେ, ଯେଉଁ ୟିହୁଦୀଯ ଲୋକମାନଙ୍କୁ ଆପଣ ପଠାଇ ଥିଲେ ସମାନେେ ୟିରୁଶାଲମକୁ ଆମ୍ଭମାନଙ୍କ ପାଖକୁ ଆସିଛନ୍ତି। ସମାନେେ ସହେି ବିଦ୍ରୋହୀ ଏବଂ ଦୁଷ୍ଟନଗର ନିର୍ମାଣ କରୁଛନ୍ତି। ସମାନେେ ପ୍ରାଚୀର ପୁନଃନିର୍ମାଣ ସମାପ୍ତ କରି ଭିତ୍ତିମୂଳର ମରାମତି କରିଛନ୍ତି।
ମାତ୍ର ସେ କବଳେ ମର୍ଦ୍ଦଖଯ ଉପରେ ହସ୍ତକ୍ଷପେ କରିବାକୁ ଲଘୁ ମଣିଲା। କାରଣ ସମାନେେ ତାହାକୁ ମର୍ଦ୍ଦଖଯର ବଂଶୀଯ ଲୋକଙ୍କ କଥା ଜଣାଇଲେ। ତେଣୁ ହାମନ ଅକ୍ଷଶ୍ବରେଶର ସମୁଦାଯ ରାଜ୍ଯ ରେ ସମସ୍ତ ୟିହୁଦୀଯଙ୍କୁ ଅର୍ଥାତ୍ ମର୍ଦ୍ଦଖଯର ଲୋକଙ୍କୁ ବିନାଶ କରିବାକୁ ଚେଷ୍ଟା କଲା।
ଏହାପରେ ହାମନ୍ ଅକ୍ଷଶ୍ବରେଶ ରାଜାକୁ କହିଲା, ଆପଣଙ୍କ ରାଜ୍ଯର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧିଅରେ ଛିନ୍ନଭିନ୍ନ ଓ ପୃଥକ୍କୃତ ଏକ ଦେଶୀଯ ଲୋକ ଅଛନ୍ତି। ଅନ୍ୟ ସକଳ ଲୋକଙ୍କର ବ୍ଯବସ୍ଥାଠାରୁ ସମାନଙ୍କେ ବ୍ଯବସ୍ଥା ଭିନ୍ନ ସମାନେେ ମଧ୍ଯ ମହାରାଜାଙ୍କ ବ୍ଯବସ୍ଥା ମାନନ୍ତି ନାହିଁ। ଏଣୁ ସମାନଙ୍କେ ବ୍ଯବହାର ସହ୍ଯ କରିବା ମହାରାଜାଙ୍କର ଉଚିତ୍ ନୁହେଁ।
କଲଦୀଯମାନେ ଉତ୍ତର ଦଇେ କହିଲେ, ପୃଥିବୀ ରେ ଏପରି କୌଣସି ମନୁଷ୍ଯ ନାହିଁ ଯେ କି ଆମ୍ଭମାନଙ୍କୁ ମହାରାଜାଙ୍କ ସ୍ବପ୍ନ ବିଷଯ ପ୍ରକାଶ କରିପାରିବ? କାରଣ କୌଣସି ରାଜା, ପ୍ରଭୁ କିମ୍ବା ଶାସନକର୍ତ୍ତା କୌଣସି ମନ୍ତ୍ରଜ୍ଞକୁ, ଗଣକକୁ ଅଥବା କଲଦୀଯକୁ ଏପରି କଥା ପଗ୍ଭରିନାହାଁନ୍ତି।
ତେଣୁ ସମାନେେ ରାଜାଙ୍କ ପାଖକୁ ଗଲେ ଓ ରାଜକୀଯ ବିଧି ବିଷଯ ରେ ତାଙ୍କୁ ମନେ ପକାଇ ଦେଲେ। ସମାନେେ କହିଲେ, ହେ ମହାରାଜା, ଯେ କୌଣସି ଲୋକ ତିରିଶ ଦିନ ମଧିଅରେ ଆପଣଙ୍କ ବିନା କୌଣସି ଦବେତା କି ମନୁଷ୍ଯ ନିକଟରେ ପ୍ରାର୍ଥନା କରିବ, ସେ ସିଂହମାନଙ୍କ ଗର୍ତ୍ତ ରେ ନିକ୍ଷିପ୍ତ ହବେ। ଏପରି ଏକ ନିଷଧେ ପତ୍ର ରେ ଆପଣ ସ୍ବାକ୍ଷର କରିନାହାନ୍ତି କି?
ତା'ପ ରେ ସମାନେେ ରାଜାଙ୍କୁ ଉତ୍ତର ଦେଲେ, ହେ ମହାରାଜ, ନିର୍ବାସିତ ୟିହୁଦି ସନ୍ତାନଗଣ ମଧିଅରେ ଜଣେ ବ୍ଯକ୍ତି ଦାନିୟେଲ, ସେ ଆପଣଙ୍କୁ କି ଆପଣଙ୍କ ସ୍ବାକ୍ଷରିତ ନିଷଧେ ପତ୍ରକୁ ମାନ୍ଯ କରେ ନାହିଁ। ସେ ଏବେ ମଧ୍ଯ ଦିନ ରେ ତିନିଥର ତା'ର ପରମେଶ୍ବରକୁ ପ୍ରାର୍ଥନା କରୁଛି।
ସମାନଙ୍କେୁ ନଗରପାଳମାନଙ୍କ ପାଖ ରେ ପହଞ୍ଚାଇ କହିଲେ, ଏମାନେ ଯିହୂଦୀ ଯେଲାକ। ଏମାନେ ଆମ୍ଭ ନଗର ରେ ବହୁତ ଉପଦ୍ରବ ସୃଷ୍ଟି କରୁଛନ୍ତି।
ସମାନେେ ତାହାଙ୍କୁ ନ ପାଇ ଯାସୋନ ଓ କେତକେ ଭାଇମାନଙ୍କୁ ନଗରକର୍ତ୍ତାମାନଙ୍କ ନିକଟକୁ ଟାଣି ନେଲେ। ସମାନେେ ପାଟି କରି କହିଲେ, ଏହି ଲୋକମାନେ ସାରା ଜଗତ ରେ ଭୟଙ୍କର ଅରାଜକତା ସୃଷ୍ଟି କରୁଛନ୍ତି। ସମାନେେ ବର୍ତ୍ତମାନ ଏଠାକୁ ମଧ୍ଯ ଆସିଲଣେି।
ଆମ୍ଭେ ତୁମ୍ଭଠାରୁ ତୁମ୍ଭ ବିଚ଼ାରଗୁଡ଼ିକ ବିଷୟ ରେ ଶୁଣିବାକୁ ଚ଼ାହୁଁଛୁ। ଆମ୍ଭେ ଜାଣୁ ଯେ ଏହି ଦଳର ନିନ୍ଦା ସବୁଠା ରେ ହେଉଛି।
ଅତୀତ ରେ ଅବିଶ୍ବାସୀ ଲୋକଙ୍କ କଥା ରେ କାମ କରି ତୁମ୍ଭେ ଅନକେ ସମୟ ନଷ୍ଟ କରିସାରିଛ। ତୁମ୍ଭେ ୟୌନପାପ କରୁଥିଲ। ନିଜ ଇଚ୍ଛାନୁସା ରେ ମନ୍ଦକାମ କରୁଥିଲ। ତୁମ୍ଭେ ମାତାଲ ହେଉଥିଲ, ନାନାଦି ହିଂସ୍ରକ ଓ ଧ୍ବଂସର କାର୍ୟ୍ଯ କରୁଥିଲ, ମଦ୍ଯପାନ ଦଳ ରେ ଯୋଗ ଦେଉଥିଲ, ଓ ମୂର୍ତ୍ତିମାନଙ୍କୁ ଉପାସନା କରି ମନ୍ଦକାମ କରୁଥିଲ।