ମୁଁ, ରାଜା ନବୂଖଦ୍ନିତ୍ସର ଏହି ସ୍ବପ୍ନ ଦେଖିଥିଲି। ବର୍ତ୍ତମାନ ହେ ବଲଟେଶତ୍ସର ଏହାର ଅର୍ଥ ବାଖ୍ଯା କର। ମାେ ରାଜ୍ଯର ସମସ୍ତ ବିଦ୍ବାନ ଲୋକମାନେ ଏହାର ଅର୍ଥ ବାଖ୍ଯା କରିବାକୁ ଅକ୍ଷମ ଅଟନ୍ତି। ମାତ୍ର ତୁମ୍ଭେ କବଳେ ଜଣେ, ୟିଏକି ଏହା କରିପାରିବ। କାରଣ ଏହା ତୁମ୍ଭ ଅନ୍ତର ରେ ପବିତ୍ର ପରମେଶ୍ବରଙ୍କର ଆତ୍ମା ବିରାଜିତ ଅଟେ।
Cross references
ଏହାପରେ ପ୍ରଭାତ ରେ ତାଙ୍କର ମନ ଉତ୍ବିଗ୍ନ ହେଲା। ତେଣୁ ସେ ଲୋକ ପଠାଇ ମିଶର ଦେଶୀଯ ପ୍ରେତ୍ୟକକ ମନ୍ତ୍ରଜ୍ଞ ଓ ଜ୍ଞାନୀ ଲୋକମାନଙ୍କୁ ଡ଼କାଇଲେ। ମାତ୍ର ଫାରୋ ସମାନଙ୍କେ ନିକଟରେ ଆପଣା ସ୍ବପ୍ନର କଥା କୁହନ୍ତେ ସମାନଙ୍କେ ମଧ୍ଯରୁ କହେି ତା'ର ଅର୍ଥ କହି ପାରିଲେ ନାହିଁ।
ଫାରୋ ଯୋଷଫଙ୍କେୁ ପଚାରିଲେ, ମୁଁ ଏକ ସ୍ବପ୍ନ ଦେଖିଲି। କିନ୍ତୁ କୌଣସି ଲୋକ ଏହି ସ୍ବପ୍ନର ଅର୍ଥ କରିପାରୁ ନାହାଁନ୍ତି। ମୁଁ ଶୁଣିଲି ଯେ ତୁମ୍ଭେ ସ୍ବପ୍ନର ଅର୍ଥ କରି ପାରୁଛ। ଯଦି କହେି ତୁମ୍ଭକୁ ସ୍ବପ୍ନ ବିଷଯ ରେ କୁ ହେ।
ୟାରବିଯାମ ନିଜର ପତ୍ନୀକୁ କହିଲେ, ତୁମ୍ଭେ ଯେପରି ମାରେ ପତ୍ନୀ ବୋଲି ଜଣା ନ ପଡିବ, ସହେିପରି ଛଦ୍ମ ବେଶ ରେ ଶୀଲୋକୁ ୟାଅ। ସଠାେରେ ଅହିଯ ଭବିଷ୍ଯଦ୍ବକ୍ତା ବାସ କରନ୍ତି। ସେ ମାେତେ କହିଥିଲେ ମୁଁ ଇଶ୍ରାୟେଲ ଲୋକମାନଙ୍କ ଉପରେ ରାଜା ହବେି।
ମିଶରୀଯମାନେ ବିଭ୍ରାନ୍ତ ହବେେ। ସମାନେେ କ'ଣ କରିବେ ବୋଲି ପ୍ରତିମାମାନଙ୍କୁ ଓ ଗୁଣୀ ଜ୍ଞାନୀମାନଙ୍କୁ ପଚାରିବେ। ଆଉ ମଧ୍ଯ ସମାନେେ ଯାକୁବର ଓ ଗୁଣିଆମାନଙ୍କର ପରାମର୍ଶ ନବେେ। ମାତ୍ର ସମାନଙ୍କେର ଉପଦେଶ ଅର୍ଥହୀନ ହବେ।'
ବର୍ତ୍ତମାନ ତୁମ୍ଭମାନେେ ମାଯାବୀ ୟାଦୁବିଦ୍ଯା ଉପ ରେ ନିର୍ଭର କର, ଯାହା ତୁମ୍ଭମାନେେ ଶିଖିବାକୁ ବହୁତ ପରିଶ୍ରମ କର। ତୁମ୍ଭମାନେେ ସଗେୁଡ଼ିକୁ ବ୍ଯବହାର ରେ ଲଗାଇପାର କିମ୍ବା ସେଥିପାଇଁ ତୁମ୍ଭମାନେେ ଜିତିପାର।
ପୁନର୍ବାର ବିଜ୍ଞ ବ୍ଯକ୍ତିମାନେ ରାଜାଙ୍କୁ କହିଲେ, ମହାରାଜ, ଆପଣ ଦାସମାନଙ୍କୁ ସ୍ବପ୍ନଟି ଜଣାନ୍ତୁ। ତାହା ହେଲେ ଆମ୍ଭମାନେେ ତାହାର ଅର୍ଥ ପ୍ରକାଶ କରିବୁ।
ରାଜା ସହେି ଦାନିୟେଲଙ୍କୁ ପ୍ରଶ୍ନ କଲେ, ମୁଁ ଯେଉଁ ସ୍ବପ୍ନ ଦେଖିଅଛି, ତୁମ୍ଭେ କ'ଣ ସ୍ବପ୍ନ ଓ ତାହାର ଅର୍ଥ ମାେତେ ଜଣାଇପାରିବ?
ପୃଥିବୀସ୍ଥ ମନୁଷ୍ଯ, ତନ୍ମଧ୍ଯସ୍ଥ ଭୂଚର ପଶୁଗଣ ଓ ଆକାଶର ପକ୍ଷୀଗଣ ପରମେଶ୍ବରଙ୍କ ଶକ୍ତିଦ୍ବାରା ତୁମ୍ଭର ଶାସନାଧିନ ଅଟନ୍ତି। ଆଉ ସମାନଙ୍କେ ଉପ ରେ ଆପଣଙ୍କୁ କତ୍ତୁର୍ତ୍ବ ଦଇେଅଛନ୍ତି। ଆପଣ ହିଁ ସହେି ପ୍ରତିମାର ସୁବର୍ଣ୍ଣମଯ ମସ୍ତକ ଅଟନ୍ତି।
ଯେତବେେଳେ ମନ୍ତ୍ରଜ୍ଞ ଗଣକ କଲଦୀଯ ଓ ଶୁଭାଶୁଭବାଦୀମାନେ ମାେ ନିକଟକୁ ଆସିଲେ, ମୁଁ ସମାନଙ୍କେୁ ସ୍ବପ୍ନ ବିଷଯ ରେ ଜଣାଇଲି, ମାତ୍ର ସମାନେେ ତାହାର ଅର୍ଥ ମାେତେ କହି ପାରିଲେ ନାହିଁ।
ତେଣୁ ରାଜାଙ୍କର ସମସ୍ତ ବିଦ୍ବାନ ଲୋକ ଭିତରକୁ ଯଦିଓ ଆସିଲେ, ସମାନେେ ଲଖାେ ପଢି ପାରିଲେ ନାହିଁ କି ତାହାର ଅର୍ଥ ବୁଝିଲେ ନାହିଁ।
ମାରେ ରାଜ୍ଯର ଜ୍ଞାନୀ ଲୋକମାନେ ମାେ ପାଖକୁ ଆସିଥିଲେ। କିନ୍ତୁ ସମାନେେ କାନ୍ଥ ରେ ଲଖାେ ହାଇେଥିବା ଅର୍ଥ ପ୍ରକାଶ କରି ପାରିଲେ ନାହିଁ।
ସଦାପ୍ରଭୁ ମାରେପ୍ରଭୁ, କୌଣସି ଯୋଜନା ତାଙ୍କର ସବେକର ଅଗୋଚର ରେ କରନ୍ତି ନାହିଁ।