ତେଣୁ ସ୍ବପ୍ନର ଅର୍ଥ ଜଣାଇବା ନିମନ୍ତେ ମୁଁ ବାବିଲର ସମସ୍ତ ବିଦ୍ବାନ ଲୋକଙ୍କୁ ମାେ ନିକଟକୁ ଆଣିବା ପାଇଁ ଆଜ୍ଞା କଲି।
Cross references
ପୁଣି ସହେି ସାତଟି ପରିପୁଷ୍ଠ ଶୀଷାକୁ ଏହି ସାତଟି କ୍ଷୀଣ ଶୀଷାକୁ ଗିଳି ପକାଇଲେ। ଏହି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହୁଅନ୍ତେ ସ୍ବପ୍ନ ମାତ୍ର ଜ୍ଞାନ ହେଲା।
କେତକେ ଲୋକ କୁହନ୍ତି, ଭବିଷ୍ଯତ୍ ବକ୍ତା ଓ ଗୁଣିଆ ମାନଙ୍କୁ କ'ଣ କରିବାକୁ ହବେ ପଚାର।' ଏହି ଆଗତ ଭବିଷ୍ଯତ କହୁଥିବା ବ୍ଯକ୍ତି ଓ ଗୁଣିଆଗଣ ପକ୍ଷୀପରି ଗୁଣୁଗୁଣୁ ହାଇେ ମନ୍ତ୍ର କୁହନ୍ତି, ଫଳ ରେ ଲୋକମାନେ ଭାବନ୍ତି ସମାନେେ ବହୁ ଗୋପନୀଯ ମୃତ ଓ ଜୀବିତମାନଙ୍କ ବିଷଯ ରେ ଜାଣନ୍ତି। ମାତ୍ର ମୁଁ ତୁମ୍ଭକୁ କହୁଛି ଯେ ଲୋକମାନେ ସମାନଙ୍କେର ପରମେଶ୍ବରଙ୍କୁ ସାହାୟ୍ଯ ଭିକ୍ଷା କରିବା ଉଚିତ୍। ସହେି ଆଗତ ଭବିଷ୍ଯତ କହୁଥିବା ବ୍ଯକ୍ତି ଓ ଗୁଣିଆଗଣ ମୃତ ବ୍ଯକ୍ତିଙ୍କ ବିଷଯ ରେ ପଚାରନ୍ତି। ସମାନେେ କ'ଣ ଜୀବିତମାନଙ୍କ ବିଷଯ ରେ ମୃତମାନଙ୍କଠାରୁ ଜାଣିପାରିବେ ?
ବର୍ତ୍ତମାନ ତୁମ୍ଭମାନେେ ମାଯାବୀ ୟାଦୁବିଦ୍ଯା ଉପ ରେ ନିର୍ଭର କର, ଯାହା ତୁମ୍ଭମାନେେ ଶିଖିବାକୁ ବହୁତ ପରିଶ୍ରମ କର। ତୁମ୍ଭମାନେେ ସଗେୁଡ଼ିକୁ ବ୍ଯବହାର ରେ ଲଗାଇପାର କିମ୍ବା ସେଥିପାଇଁ ତୁମ୍ଭମାନେେ ଜିତିପାର।
ଆଉ ପରମେଶ୍ବର ସହେି ଗ୍ଭରି ୟୁବକଙ୍କୁ ଜ୍ଞାନ ଏବଂ ବିଭିନ୍ନ ଲେଖନି ଓ ବିଜ୍ଞାନ ଶିକ୍ଷା ପାଇଁ ଯୋଗ୍ଯତା ପ୍ରଦାନ କଲେ। ପୁଣି ଦାନିୟେଲ ସମସ୍ତ ଦର୍ଶନ ଅ ସ୍ବପ୍ନ ବିଷଯ ରେ ବୁଦ୍ଧିମାନ ହେଲେ।
ତେଣୁ ରାଜା ତାଙ୍କର ସ୍ବପ୍ନ ଜଣାଇବା ନିମନ୍ତେ ମନ୍ତ୍ରୀଗଣ, ଗଣକ, ମଯାବୀ ଓ କଲଦୀଯମାନଙ୍କୁ ଡାକିବା ପାଇଁ ଆଜ୍ଞା ଦେଲେ। ଏଥି ରେ ସମାନେେ ଆସି ରାଜାଙ୍କ ସମ୍ମୁଖ ରେ ଠିଆ ହେଲେ।
ତା'ପ ରେ ରାଜା ଦାନିୟେଲଙ୍କୁ ତାଙ୍କ ରାଜ୍ଯ ରେ ଏକ ମହାନ୍ କାର୍ୟ୍ଯ ରେ ନିୟୁକ୍ତି କଲେ ଓ ବହୁମୂଲ୍ଯ ଉପହାରମାନ ଦେଲେ। ଆଉ ବାବିଲ ପ୍ରଦେଶ ଉପ ରେ ତାଙ୍କୁ ସମସ୍ତ କତ୍ତୁର୍ତ୍ବ ପଦ ଦଇେ ବାବିଲସ୍ଥ ସବୁ ବିଦ୍ବାନ ଲୋକଙ୍କ ଉପ ରେ ତାଙ୍କୁ ପ୍ରଧାନ ଅଧିପତି କଲେ।
ତାହାର ମୂଳ ଲୌହ ଓ ପିତ୍ତଳମଯ ବଡେି ରେ ବାନ୍ଧି କ୍ଷେତ୍ରସ୍ଥ ତୃଣ ରେ ରଖ ଓ ତାହା ଆକାଶର କାକର ରେ ତିନ୍ତୁ। ଆଉ ପଶୁମାନଙ୍କ ସଙ୍ଗେ ପୃଥିବୀର ତୃଣ ରେ ତାହାର ଅଂଶ ହେଉ।
ତୁମ୍ଭ ରାଜ୍ଯ ରେ ଜଣେ ଲୋକ ଅଛନ୍ତି, ଯାହାଙ୍କ ଅନ୍ତର ରେ ପବିତ୍ର ଦବଗେଣ ଆତ୍ମା ବିରାଜିତ। ପୁଣି ତୁମ୍ଭ ପିତାଙ୍କ ସମୟରେ ଦବଗେଣର ଜ୍ଞାନତୁଲ୍ଯ ବୁଦ୍ଧି ଓ ଜ୍ଞାନଦୀପ୍ତି ତାଙ୍କଠା ରେ ପ୍ରକାଶିତ ହାଇେଥିଲା। ଆଉ ତୁମ୍ଭର ପିତା ରାଜା ନବୂଖଦ୍ନିତ୍ସର ତାଙ୍କୁ ମନ୍ତ୍ରଜ୍ଞ, ଗଣକ କଲଦୀଯ ଓ ଶୁଭାଶୁଭବାଦୀମାନଙ୍କ ଉପ ରେ ପ୍ରଧାନ କରି ନିୟୁକ୍ତ କରିଥିଲେ।