Home Bibles ଦାନିଏଲ 5:1 · ଓଡ଼ିଆ ବାଇବେଲ
ଦାନିଏଲ 5:1 · ଓଡ଼ିଆ ବାଇବେଲ

ରାଜା ବେଲ୍ଶତ୍ସର ନିଜର ସହସ୍ର ଅମାତ୍ଯବର୍ଗଙ୍କ ନିମନ୍ତେ ଏକ ମହା ଭୋଜି ପ୍ରସ୍ତୁତ କଲେ। ଆଉ ସେ ସହସ୍ରଙ୍କ ମଧିଅରେ ରାଜା ଦ୍ରାକ୍ଷାରସ ପାନ କଲେ।

Cross references

ଆଦି ପୁସ୍ତକ 40:20

ଏହାପରେ ତୃତୀୟ ଦିନ ରେ ଫାରୋଙ୍କର ଜନ୍ମ ଦିନ ଉପସ୍ଥିତ ହବୋରୁ ସେ ଆପଣା ସମସ୍ତ ଦାସଙ୍କ ନିମନ୍ତେ ଭୋଜନ ପ୍ରସ୍ତୁତ କଲେ। ତହିଁରେ ସେ ଆପଣା ସମସ୍ତ ଦାସଙ୍କ ସାକ୍ଷାତ ରେ ପ୍ରଧାନ ପାନପାତ୍ର ବାହକର ଓ ପ୍ରଧାନ ସୂପକାରର ମସ୍ତକ ଉଠାଇଲେ।

ଏଷ୍ଟର ବିବରଣ 1:3

ଆପଣା ଅଧିକାରର ତୃତୀୟ ବର୍ଷ ରେ ଆପଣାର ସବୁ ଅଧିପତି ଓ ଦାସମାନଙ୍କ ପାଇଁ ଭୋଜି ପ୍ରସ୍ତୁତ କଲେ। ତହିଁରେ ପାରସ୍ଯ ଓ ମାଦିଯା ଦେଶର ବିକ୍ରମି ଲୋକମାନେ ଏବଂ କୂଳୀନ ଓ ପ୍ରଦଶାଧେିପତିମାନେ ତାଙ୍କର ସାକ୍ଷାତ ରେ ଉପସ୍ଥିତ ହେଲେ।

ଯିଶାଇୟ 21:4

ମାରେ ହୃଦଯ ଧକାଉଛି। ମହା ଭୟ ରେ ମୁଁ ଥରହର ହାଇେଅଛି। ମାରେ ଆନନ୍ଦ ରୂପକ ସାଯଂକାଳ ମହାରାତ୍ରିର ଭୟର କାରଣ ହାଇେଛି।

ଯିଶାଇୟ 21:5

ଲୋକମାନେ ଭାବନ୍ତି ସବୁ ସୁନ୍ଦର। ତେଣୁ ସମାନେେ, ମଜେ ସଜାନ୍ତି, ଭୋଜନ ଓ ପାନ କରନ୍ତି।' ସହେି ସମୟରେ ସୈନ୍ଯମାନେ କୁହନ୍ତି, ପ୍ରହରି ନିୟୁକ୍ତ କର, ହେ ଅଧିପତିଗଣ ଉଠ, ଢ଼ାଲ ତୈଳାନ୍ତ କର।'

ଯିଶାଇୟ 22:12

ତେଣୁ ମାରେ ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଲୋକମାନଙ୍କୁ ରୋଦନ ଓ ବିଳାପ, ମସ୍ତକମୁଣ୍ଡନ ଓ କଟିଦେଶ ରେ ଚଟବସ୍ତ୍ର ପରିଧାନ କରିବାକୁ ଡ଼ାକି କହିଲେ।

ଯିଶାଇୟ 22:14

ସଦାପ୍ରଭୁ ସର୍ବଶକ୍ତିମାନ ସ୍ବଯଂ ମାରେକର୍ଣ୍ଣ ରେ ପ୍ରକାଶ କଲେ, ତୁମ୍ଭମାନଙ୍କର ଅପରାଧ ମୃତ୍ଯୁ ପର୍ୟ୍ଯନ୍ତ କ୍ଷମା ପାଇବ ନାହିଁ।' ମାରେ ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଲେ।

ଯିରିମିୟ 51:39

ସଦାପ୍ରଭୁ କହନ୍ତି, ସମାନେେ ଉତ୍ତ୍ଯକ୍ତ ହେଲାପ ରେ ଆମ୍ଭେ ସମାନଙ୍କେ ପାଇଁ ଭୋଜି ପ୍ରସ୍ତୁତ କରିବା, ଆଉ ସମାନଙ୍କେୁ ଆହ୍ଲାଦିତ କରିବା ପାଇଁ ସମାନଙ୍କେୁ ମତ୍ତ କରିବା। ତହିଁରେ ସମାନେେ ଚିର ନିଦ୍ରା ରେ ନିଦ୍ରିତ ହବେେ, ଆଉ ଉଠିବେ ନାହିଁ।

ଯିରିମିୟ 51:57

ପୁଣି ଆମ୍ଭେ ତାହାର ଅଧିପତିଗଣକୁ, ତାହାର ଜ୍ଞାନୀ ଲୋକମାନଙ୍କୁ, ତାହାର ଦଶାେଧ୍ଯକ୍ଷ, ତାହାର ଅଧିପତିଗଣକୁ ଓ ତାହାର ବୀର ବୁରୁଷମାନଙ୍କୁ ମତ୍ତ କରାଇବା। ତହିଁରେ ସମାନେେ ଚିର ନିଦ୍ରା ରେ ନିଦ୍ରିତ ହବେେ ଓ କବେେ ଜାଗ୍ରତ ହବେେ ନାହିଁ। ଏହା ରାଜା କହନ୍ତି, ତାଙ୍କର ନାମ ସୈନ୍ଯାଧିପତି ସଦାପ୍ରଭୁ।

ନାହୂମ 1:10

ତୁମ୍ଭମାନେେ ସମ୍ପୂର୍ଣ୍ଣ ଭାବରେ ଧ୍ବଂସ ହାଇଯେିବ, ଏକ ଛନ୍ଦାଛନ୍ଦି ହାଇେଥିବା କଣ୍ଟାବୁଦା ପରି ଯାହା ଶୀଘ୍ର ପୋଡି଼ୟାଏ। ତୁମ୍ଭମାନେେ ମଦ୍ଯପମାନଙ୍କ ପରି ହବେ। ତୁମ୍ଭମାନେେ ଶୁଖିଲା କଟା ଘାସର ଖୁଣ୍ଟା ତୁଲ୍ଯ ଗ୍ରାସିତ ହବେ।

ମାର୍କଲିଖିତ ସୁସମାଚାର 6:21

କିଛି ଦିନ ପରେ େ ହରୋଦଙ୍କ ଜନ୍ମ ଦିନ ରେ ଯୋହନଙ୍କ ମୃତ୍ଯୁ ଘଟାଇବା ପାଇଁ ହରେୋଦିଆକୁ ଗୋଟିଏ ସୁଯୋଗ ମିଳିଗଲା। ତାହାଙ୍କର ଉଚ୍ଚ ଅଧିକାରୀ, ସନୋପତିଗଣ ଏବଂ ଗାଲିଲୀର ବିଶିଷ୍ଟ ବ୍ଯକ୍ତିମାନଙ୍କୁ େ ହରୋଦ ରାତ୍ରି ସମୟରେ ଭୋଜି ଦେଉଥାନ୍ତି।

Interlinear

Choose Theme