ବେଲ୍ଶତ୍ସର ଦ୍ରାକ୍ଷାରସ ପାନ କରୁଥିବା ବେଳେ ତାଙ୍କର ପିତା ନବୂଖଦ୍ନିତ୍ସର। ୟିରୁଶାଲମସ୍ଥ ମନ୍ଦିରରୁ ଅପହରଣ କରି ଆଣିଥିବା ସୁନା ଓ ରୂପା ରେ ପାତ୍ରଗୁଡିକୁ ଆଣିବାକୁ ତାଙ୍କ ଲୋକମାନଙ୍କୁ ଆଦେଶ କଲେ। ସେ ଗ୍ଭହୁଁଥିଲେ ସେଥି ରେ ସେ, ତାଙ୍କର ଅମାତ୍ଯଗଣ, ତାଙ୍କର ପତ୍ନିଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ।
Cross references
ଦାଉଦ ମଫୀବୋଶତ୍କକ୍ସ୍ଟ କହିଲେ, ଭୟ କର ନାହିଁ, ମୁ ତକ୍ସ୍ଟମ୍ଭ ପ୍ରତି ଦୟା କରୁଛି। ତୁମ୍ଭର ବାପା ଯୋନାଥନଙ୍କ ପାଇଁ ମୁ ତୁମ୍ଭକୁ ଦୟା ଦଖାେଉଛି। ମୁ ତୁମ୍ଭକୁ ତକ୍ସ୍ଟମ୍ଭ ଜଜେେ ବାପା ଶାଉଲଙ୍କର ସମସ୍ତ ସଐତ୍ତି ତୁମ୍ଭକୁ ଫରୋଇ ଦବେି। ତୁମ୍ଭେ ମଧ୍ଯ ମାେ ପାଖ ରେ ସବୁଦିନ ଭୋଜନ କରିବ।
ଆହାବ୍ଙ୍କ ପୁତ୍ର ୟୋରାମ ଇଶ୍ରାୟେଲ ଭୂଖଣ୍ତର ରାଜା ଦ୍ବାଦଶ ବର୍ଷ ରେ ୟିହୋରାମଙ୍କ ପୁତ୍ର ଅହସିଯ ଯିହୁଦାର ରାଜା ହେଲେ।
ନବୂଖଦ୍ନିତ୍ସର ରାଜପ୍ରାସାଦରୁ ଏବଂ ୟିରୁଶାଲମ୍ର ସଦାପ୍ରଭୁଙ୍କ ମନ୍ଦିରରୁ ସମସ୍ତ ଧନ ନଇଗେଲେ। ସେ ରାଜା ଶଲୋମନଙ୍କ ଦ୍ବାରା ତିଆରି ସଦାପ୍ରଭୁଙ୍କ ମନ୍ଦିରର ସ୍ବର୍ଣ୍ଣମଯ ପାତ୍ରଗୁଡିକୁ ଖଣ୍ତ ଖଣ୍ତ କରି କାଟି ପକାଇଲେ। ଏସବୁ ସଦାପ୍ରଭୁଙ୍କ ବାକ୍ଯାନୁସା ରେ ଘଟିଲା।
ପୁଣି ନବୂସରଦନ୍ ଅଙ୍ଗାରଧାନୀ, କୁଣ୍ତସବୁ, ଯାହା ସୁନାର ଥିଲା ତାକୁ ସୁନା କରି ଓ ଯାହା ରୂପାର ଥିଲା ତାକୁ ରୂପାର କରି ନଇଗେଲା।
ଏହାପରେ ରିହବିଯାମ୍ ମାଖାଙ୍କୁ ବିବାହ କଲେ। ମାଖା ଅବଶା ଲୋମ୍ଙ୍କ ଝିଅ ଥିଲେ। ଆଉ ମାଖା ରିହବିଯାମ୍ଙ୍କୁ ଏହି ସନ୍ତାନମାନଙ୍କୁ ଦେଲେ : ଅବିଯ, ଅତଯ, ସୀଷ ଓ ଶଲୋମୀତ୍।
ରାଜା ଆସା ତାଙ୍କର ମାତା ମହୀମାଖାଙ୍କୁ ରାଣୀମା' ପଦରୁ ମଧ୍ଯ ବିତାଡ଼ିତ କଲେ। ମାଖା ଏକ ଘୃଣ୍ଯ ଆଶରୋ ସ୍ତମ୍ଭ ନିର୍ମାଣ କରିଥିବାରୁ ଆସା ଏହିପରି କଲେ। ଆସା ସହେି ଆଶରୋ ସ୍ତମ୍ଭକୁ କାଟି ପକାଇଲେ ଓ ତାହାକୁ ଭାଙ୍ଗି ଖଣ୍ଡ ଖଣ୍ଡ କଲେ। ଏହାପରେ ସେ କିଦ୍ରୋଣ୍ ଉପତ୍ୟକା ରେ ସହେି ଖଣ୍ଡଗୁଡ଼ିକୁ ପୋଡ଼ି ପକାଇଲେ।
ବସନ୍ତ ଋତୁ ରେ, ରାଜା ନବୂଖଦ୍ନିତ୍ସର ୟିହୋଯାଖୀନ୍ଙ୍କୁ ଆଣିବା ନିମନ୍ତେ କେତକେ ଭୃତ୍ଯଙ୍କୁ ପଠାଇଲେ। ସମାନେେ ଯିହାୟୋଦାରଖୀନ୍ ଓ ସଦାପ୍ରଭୁଙ୍କ ମନ୍ଦିରରୁ ବହୁମୂଲ୍ଯ ଧନ ସମ୍ପତ୍ତିରୁ କିଛି ବାବିଲକୁ ନଇଗେଲେ। ନବୂଖଦ୍ନିତ୍ସରର ସିଦିକିଯଙ୍କୁ ଯିହୁଦା ଓ ୟିରୁଶାଲମର ନୂତନ ରାଜା ରୂପେ ମନୋନୀତ କଲେ। ସିଦିକିଯ ଯିହାୟୋଦାରଖୀନ୍ଙ୍କର ଜଣେ ଆତ୍ମୀଯ ଥିଲେ।
ନବୂଖଦ୍ନିତ୍ସର ପରମେଶ୍ବରଙ୍କ ମନ୍ଦିରରୁ ସବୁ ପଦାର୍ଥ ବାବିଲକୁ ବୋହି ନଇଗେଲେ। ସେ ମନ୍ଦିରରୁ, ରାଜାଙ୍କ ନିକଟରୁ ଓ ରାଜାଙ୍କ ପଦାଧିକାରୀମାନଙ୍କଠାରୁ ବହୁମୂଲ୍ଯ ବସ୍ତୁ ସବୁ ନଇଗେଲେ।
ଆଉ ନବୂଖଦ୍ନିତ୍ସର ସଦାପ୍ରଭୁଙ୍କ ମନ୍ଦିରର ଯେ ସକଳ ପାତ୍ର ୟିରୁଶାଲମରୁ ଆଣି ଆପଣା ମିଥ୍ଯା ଦବେତାଗଣଙ୍କ ମନ୍ଦିର ରେ ରଖିଥିଲା, କୋରସ ରାଜା ତାହାସବୁ ବାହାର କରି ଆଣିଲା।
ଆହୁରି ନବୂଖଦ୍ନିତ୍ସର ପରମେଶ୍ବରଙ୍କ ମନ୍ଦିରର ଯେଉଁସବୁ ସ୍ବର୍ଣ୍ଣ ଓ ରେ ୗପ୍ୟ ପାତ୍ର ୟିରୁଶାଲମସ୍ଥ ମନ୍ଦିରରୁ ନଇେ ବାବିଲସ୍ଥ ମନ୍ଦିରକୁ ଆଣିଲା, ତାହାସବୁ କରୋସ୍ ରାଜା ବାବିଲସ୍ଥ ମନ୍ଦିରରୁ ବାହାରକରି ଦେଲେ। ପୁଣି ସେସବୁ ଶେଶବସର ନାମକ ତାଙ୍କ ଦ୍ବାରା ନିୟୁକ୍ତ ଶାସନକର୍ତ୍ତା ହସ୍ତ ରେ ସମର୍ପିତ କଲେ।
ପୁଣି ସମୁଦାଯ ଗୋଷ୍ଠୀ ନବୂଖଦନିତ୍ସର, ତାହାର ପୁତ୍ର ଓ ପୌତ୍ରର ସବୋ କରିବେ। ପୁଣି ଏକ ସମୟ ଆସିବ, ଅନକେ ଗୋଷ୍ଠୀ ଓ ମହାନ୍ ମହାନ୍ ରାଜାମାନେ ବାବିଲ ରେ ନିଜର ଦାସ୍ଯକର୍ମ କରିବେ।
ତା'ପ ରେ ମୁଁ, ଯିରିମିୟ ଓ ସମସ୍ତ ଯାଜକମାନଙ୍କୁ ଓ ଏହା କହନ୍ତି, ସଦାପ୍ରଭୁ ଏହି କଥା କହନ୍ତି। ଦେଖ, ତୁମ୍ଭମାନଙ୍କର ଭବିଷ୍ଯଦବକ୍ତାଗଣ ଓ ଯାଜକଗଣ ତୁମ୍ଭମାନଙ୍କ ନିକଟରେ ଭବିଷ୍ଯଦବାକ୍ଯ ପ୍ରଚାର କରି କହନ୍ତି ଯେ, 'ସଦାପ୍ରଭୁଙ୍କ ମନ୍ଦିରର ସମସ୍ତ ବାସନକୁସନ ଶୀଘ୍ର ବାବିଲରୁ ଅଣାୟିବ। କିନ୍ତୁ ତୁମ୍ଭମାନେେ ସମାନଙ୍କେ କଥା ରେ ଧ୍ଯାନ ଦିଅ ନାହିଁ, କାରଣ ସମାନେେ ତୁମ୍ଭମାନଙ୍କ ନିକଟରେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କରନ୍ତି।
ପୁଣି ପ୍ରହରୀମାନଙ୍କର ସନୋପତି େଛାଟ ତାଟିଆ, କରଇେ, ବଦେୀ ଉପ ରେ ସିଞ୍ଚନ ପାଇଁ ବ୍ଯବହୃତ ହେଉଥିବା ପାତ୍ର, କଟେଲି, ଦୀପରୁଖା ଏବଂ ପଯେ ନବୈେଦ୍ଯ ଉତ୍ସର୍ଗ ପାଇଁ ବ୍ଯବହୃତ ହେଉଥିବା ପାତ୍ରସବୁ ନଇଗେଲେ। ଖାଣ୍ଟିସୁନା ଓ ରୂପା ରେ ନିର୍ମିତ ହାଇେଥିବା ସବୁକିଛି ପ୍ରହରୀ କପ୍ତାନ ନେଲେ।
ବର୍ତ୍ତମାନ ସଦାପ୍ରଭୁ ଯିହାୟୋକୀମ୍କୁ ପରାସ୍ତ କରିବା ପାଇଁ ନବୂଖଦ୍ନିତ୍ସରଙ୍କୁ ଅନୁମତି ଦେଲେ ଏବଂ ସେ କିଛି ପାତ୍ର ପରମେଶ୍ବରଙ୍କ ମନ୍ଦିରରୁ ନଇଗେଲେ। ସେ ସିନଯର ଭୂମିକୁ ସବୁଗୁଡିକୁ ବହନ କରି ନେଲେ ଏବଂ ଆରଣା ଦବେତାମାନଙ୍କ ମନ୍ଦିର ଭଣ୍ତାରଗୃହ ରେ ସେସବୁ ରଖି ଦେଲେ।
ସମାନେେ ଦ୍ରାକ୍ଷାରସ ପାନ କରୁଥିଲା ବେଳେ ସୁନା, ରୂପା, ପିତ୍ତଳ, ଲୁହା, କାଠ ଓ ପ୍ରସ୍ତର ନିର୍ମିତ ମୂର୍ତ୍ତିରୂପକ ଦବଗେଣର ପ୍ରଶଂସା କଲେ।
ତୁମ୍ଭ ରାଜ୍ଯ ରେ ଜଣେ ଲୋକ ଅଛନ୍ତି, ଯାହାଙ୍କ ଅନ୍ତର ରେ ପବିତ୍ର ଦବଗେଣ ଆତ୍ମା ବିରାଜିତ। ପୁଣି ତୁମ୍ଭ ପିତାଙ୍କ ସମୟରେ ଦବଗେଣର ଜ୍ଞାନତୁଲ୍ଯ ବୁଦ୍ଧି ଓ ଜ୍ଞାନଦୀପ୍ତି ତାଙ୍କଠା ରେ ପ୍ରକାଶିତ ହାଇେଥିଲା। ଆଉ ତୁମ୍ଭର ପିତା ରାଜା ନବୂଖଦ୍ନିତ୍ସର ତାଙ୍କୁ ମନ୍ତ୍ରଜ୍ଞ, ଗଣକ କଲଦୀଯ ଓ ଶୁଭାଶୁଭବାଦୀମାନଙ୍କ ଉପ ରେ ପ୍ରଧାନ କରି ନିୟୁକ୍ତ କରିଥିଲେ।
ତହୁଁ ଦାନିୟେଲଙ୍କୁ ରାଜାଙ୍କ ଛାମୁକୁ ଅଣାଗଲା। ରାଜା ଦିନିଯଲଙ୍କେୁ କହିଲା, ମାରେ ପିତା ମହାରାଜ ୟୁହୁଦା ଦେଶରୁ ଯେଉଁ ନିର୍ବାସିତ ୟିହୁଦୀମାନଙ୍କୁ ଆଣିଥିଲେ ସମାନଙ୍କେ ମଧିଅରେ ତୁମ୍ଭେ ଦାନିୟେଲ ଅନ୍ୟତମ ଅଟକି?
ହେ ମହାରାଜା, ସର୍ବୋପରିସ୍ଥ ପରମେଶ୍ବର ଆପଣଙ୍କ ପିତା ନବୂଖଦ୍ନିତ୍ସରଙ୍କୁ ରାଜ୍ଯ, ମହିମା, ଗୌରବ ଓ ପ୍ରତାପ ଦେଲେ।
ଆପଣ ନମ୍ର ହବୋ ପରିବର୍ତେ ସ୍ବର୍ଗସ୍ଥ ସଦାପ୍ରଭୁଙ୍କ ବିରୁଦ୍ଧ ରେ ନିଜକୁ ଉନ୍ନତ କରିଅଛନ୍ତି। ସଦାପ୍ରଭୁଙ୍କ ମନ୍ଦିରର ସୁବର୍ଣ୍ଣ ଓ ରେ ୗପ୍ୟ ପାତ୍ର ରେ ଆପଣ, ଆପଣଙ୍କ ଅମାତ୍ଯଗଣ ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ଦ୍ରାକ୍ଷାରସ ପାନ କରିଅଛନ୍ତି। ପୁଣି ସୁନା, ରୂପା, ପିତ୍ତଳ, ଲୌହ, କାଠ ଓ ପଥର ନିର୍ମିତ ପ୍ରତିମା ରେ ଦବଗେଣ, ଯେଉଁମାନେ କି ଦେଖନ୍ତି ନାହିଁ, ଜାଣନ୍ତି ନାହିଁ କି ଶୁଣନ୍ତି ନାହିଁ! ସମାନଙ୍କେର ପ୍ରଶଂସା ଆପଣ କରିଅଛନ୍ତି। ଆଉ ଆପଣଙ୍କର ଜୀବନ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧିନ, ଆପଣ ସହେି ପରମେଶ୍ବରଙ୍କର ଗୌରବ କରିନାହାଁନ୍ତି।