Home Bibles ☰ Books ଦାନିଏଲ 5:31 · ଓଡ଼ିଆ ବାଇବେଲ
ଦାନିଏଲ 5:31 · ଓଡ଼ିଆ ବାଇବେଲ

ପୁଣି ମାଦୀଯ ଦାରିଯାବସ ରାଜ୍ଯ ପ୍ରାପ୍ତ ହେଲା। ସେ ସମୟରେ ତାହାର ବଯସ ବାଷଠି ବର୍ଷ ହାଇେଥିଲା।

Cross references

ଯିରିମିୟ 25:13

ଆଉ ଆମ୍ଭେ ସହେି ଦେଶ ବିରୁଦ୍ଧ ରେ ଯାହା ଯାହା କହିଅଛୁ, ଆଉ ସକଳ ଗୋଷ୍ଠୀ ବିରୁଦ୍ଧ ରେ ଯିରିମିୟଙ୍କ ଦ୍ବାରା ପ୍ରଚାରିତ ଯେଉଁ ଭବିଷ୍ଯଦବାକ୍ଯ ଏହି ପୁସ୍ତକରେ ଲିଖିତ ଅଛି, ଆମ୍ଭର ସହେି ସମସ୍ତ ବାକ୍ଯ ସହେି ଦେଶପ୍ରତି ସଫଳ ହବେ।

ଦାନିଏଲ 6:1

ଦାରିଯାବସ ଚିନ୍ତାକଲେ ସମୁଦାଯ ରାଜ୍ଯ ରେ ଶାସନ କରିବକୁ 120କ୍ଷିତିପାଳ ନିୟୁକ୍ତ କଲେ ଭଲ ହବେ।

ଦାନିଏଲ 9:1

ଦାରିଯାବସଙ୍କ ରାଜତ୍ବର ପ୍ରଥମ ବର୍ଷ ରେ ଏହିସବୁ ଘଟଣାମାନ ଘଟିଲା। ଦାରିଯାବସ୍ ମାଦୀଯ ବଂଶର ଉତ୍ତରାଧିକାରୀ ଥିଲେ। ତାଙ୍କର ପିତା ଅକ୍ଷଶ୍ବରେସର ଥିଲେ। ସେ କଲଦୀଯର ରାଜା ପଦ ରେ ଉପଯୋଗୀ ହେଲେ।

Interlinear

Choose Theme