ସହେି ଚତୁର୍ଥ ପଶୁର ମସ୍ତକରେ ଯେଉଁ ଦଶ ଶିଙ୍ଗ ଥିଲା, ଅନ୍ୟ ଯେଉଁ କ୍ଷୁଦ୍ର ଶିଙ୍ଗ ଉଠିଲା ଓ ଯାହା ସାକ୍ଷାତ ରେ ଦଶଶିଙ୍ଗ ମଧ୍ଯରୁ ତିନିଶିଙ୍ଗ ପଡିଗଲା, ଯେଉଁ ଶିଙ୍ଗର ଚକ୍ଷୁ ଓ ଅହଙ୍କାର ବାକ୍ଯବାଦି ମୁଖ ଥିଲା ଓ ଯାହାର ଆକାର ଅନ୍ୟମାନଙ୍କଠାରୁ ଦାମ୍ଭିକ ଥିଲା, ତାହାର ତଥ୍ଯ ଜାଣିବାକୁ ମୁଁ ଇଚ୍ଛା କଲି।
Cross references
ସହେି ଶିଙ୍ଗଗୁଡିକ ବିଷଯ ରେ ଚିନ୍ତା କରୁଥିବା ବେଳେ, ମୁଁ ଅନ୍ୟ ଏକ ଶିଙ୍ଗ ଉଠିବାର ଦେଖିଲି। ତାହା କ୍ଷୁଦ୍ର ଥିଲା ଓ ଏହା ସମ୍ମୁଖ ରେ ପ୍ରଥମ ଶିଙ୍ଗମାନଙ୍କ ମଧ୍ଯରୁ ତିନି ଗୋଟି ଶିଙ୍ଗକୁ ସମୂଳେ ଉତ୍ପାଟିତ କଲା। ଏହାର ମନୁଷ୍ଯର ଚକ୍ଷୁତୁଲ୍ଯ ଚକ୍ଷୁ ଥିଲା ଓ କ୍ଷୁଦ୍ର ଶିଙ୍ଗ ରେ ଏକ ପାଟି ଥିଲା। ସହେି ପାଟିଟି ଅହଂକାରପୂର୍ଣ୍ଣ କଥା କହୁଥିଲା।
ମୁଁ ଦେଖିବା ରେ ଲାଗିଲି, ସହେି େଛାଟ ଶିଙ୍ଗର କଣ ହବେ। ଯେଉଁଟାକି ବହୁତ ଅହଂକାର କରୁଥିଲା। ଚତୁର୍ଥ ପଶୁଟି ମଲା ପର୍ୟ୍ଯନ୍ତ ଏବଂ ତାହାର ଶରୀର ଧ୍ବଂସ କରି ଅଗ୍ନି ମଧ୍ଯକୁ ଫିଙ୍ଗି ପାଉଁଶ କରି ଦିଆଗଲା।
ଆଉ ସେ ମାେତେ ବୁଝାଇ କହିଲେ, 'ଚତୁର୍ଥ ପଶୁ ପୃଥିବୀର ଚତୁର୍ଥ ରାଜ୍ଯ ହବେ, ତାହା ଅନ୍ୟ ସମସ୍ତ ରାଜ୍ଯଠାରୁ ଭିନ୍ନ ହବେ ଓ ସମୁଦାଯ ପୃଥିବୀକୁ ଗ୍ରାସ କରିବ। ଆଉ ପାଦ ରେ ଦଳି ଖଣ୍ତ ଖଣ୍ତ କରି ତାହା ଭାଙ୍ଗି ପକାଇବ।
ତା'ପ ରେ ସହେି ଶିଙ୍ଗଗୁଡିକୁ ମଧ୍ଯରୁ କ୍ଷୁଦ୍ର ଶିଙ୍ଗଟି ଦକ୍ଷିଣ, ପୂର୍ବ ଓ ରମ୍ଯଦେଶ ଆଡକୁ ବଢିଲା।
ଉତ୍ତରର ରାଜା ନିଜ ଇଚ୍ଛା ଅନୁସାରେ କର୍ମ କରିବ। ସମସ୍ତ ଦବେତାଠାରୁ ନିଜକୁ ବଡ ବୋଲି ସେ ଗର୍ବ କରିବ। ପୁଣି ସେ ଇଶ୍ବରଗଣଙ୍କର ପରମେଶ୍ବରଙ୍କ ବିରୁଦ୍ଧ ରେ ଶକ୍ତିଶାଳୀ କଥା କହିବ। ତା'ର କୋରଧ ଫଳବତି ନ ହବୋ ପର୍ୟ୍ଯନ୍ତ ସେ ସଫଳ ହବେେ। କାରଣ ଯାହା ପରମେଶ୍ବରଙ୍କ ଯୋଜନା କରିଛନ୍ତି ତାହା ହବେ।