ମୁଁ ଗୋଟିଏ ସିଂହାସନ ସ୍ଥାପିତ ହେଉଥିବାର ଦେଖିଲି। ଅତି ବୃଦ୍ଧାଲୋକ ସହେି ଉପ ରେ ବସିଲେ। ତାଙ୍କର ବସ୍ତ୍ର ହିମତୁଲ୍ଯ ଶୁକ୍ଲବର୍ଣ୍ଣ ଓ ତାଙ୍କର ମସ୍ତକର କେଶ ମଷେଲୋମ ସଦୃଶ ଶୁଭ୍ର ଥିଲା। ତାଙ୍କର ସିଂହାସନ ଅଗ୍ନିମଯପରି ଓ ସିଂହାସନର ଚକସବୁ ଜ୍ବଳନ୍ତା ଅଗ୍ନି ଶିଖା, ସଦୃଶ ଥିଲା।
Cross references
ପୁଣି ମୀଖାଯ କହିଲେ, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯ ଶୁଣ, ମୁଁ ଦେଖିଲି ସଦାପ୍ରଭୁ ତାଙ୍କ ସିଂହାସନ ରେ ଉପବିଷ୍ଟ ଓ ତାଙ୍କର ଦକ୍ଷିଣ ଓ ବାମ ହସ୍ତ ରେ ତାହାଙ୍କ ନିକଟରେ ସ୍ବର୍ଗୀଯ ଦୂତମାନେ ଉଭା ହାଇେଛନ୍ତି।
ତୁମ୍ଭର ପୋଷାକରୁ ଉତ୍ତମ ସୁଗନ୍ଧିୟୁକ୍ତ ଅଗୁରୁ ଡ଼ାଲଚିନି ମସଲାର ବାସନା ଭାସି ଆସୁଛି। ଏହି ପ୍ରାସାଦ ହାତୀ ଦାନ୍ତରେ ସୁଶୋଭିତ ଓ ସେ ଭିତରୁ ଉତ୍ତମ ସଙ୍ଗୀତ ତୁମ୍ଭର ମନୋରଞ୍ଜନ ସକାଶେ ଗୁଞ୍ଜରିତ ହେଉଛି।
ହେ ପରମେଶ୍ବର, ତୁମ୍ଭେ ପର୍ବତମାଳାର ସୃଷ୍ଟି ପୂର୍ବରୁ ଏବଂ ପୃଥିବୀ ଓ ଜଗତ ସୃଷ୍ଟି ପୂର୍ବରୁ ପରମେଶ୍ବର ଥିଲ। ତୁମ୍ଭେ ଚିରକାଳ ପରମେଶ୍ବର ହାଇେ ରହିବ।
ହେ ପରମେଶ୍ବର, ତୁମ୍ଭର ସିଂହାସନ ଅନନ୍ତକାଳରୁ ରହିଥିଲା, ତୁମ୍ଭେ ସର୍ବଦା ଜୀବିତ ଏବଂ ସର୍ବଦା ଶାସନ କରିବ।
ତଣେୁ ମୁଁ କହିଲି, ମାେ ପରମେଶ୍ବର ୟୁବାବସ୍ଥାରେ ମାରେ ପ୍ରାଣ ନିଅ ନାହିଁ। ତୁମ୍ଭେ ଚିରଦିନ ଆମର।
ତୁମ୍ଭେ ରାଜବସ୍ତ୍ର, ପରି ଦିପ୍ତୀ ପରିଧାନ କର। ତୁମ୍ଭେ ପରଦା ପରି ଆକାଶମଣ୍ଡଳ ବିସ୍ତାର କରିଅଛ।
ଯିହୁଦାର ରାଜା ଉଷିୟଙ୍କ ମୃତ୍ଯୁବର୍ଷ ରେ ମୁଁ ମାରେପ୍ରଭୁଙ୍କୁ ଦର୍ଶନ କରିବାକୁ ସକ୍ଷମ ହଲିେ। ସେ ଏକ ଉନ୍ନତ୍ତ ଓ ଚମତ୍କାର ସିଂହାସନ ଉପ ରେ ଉପବିଷ୍ଟ ହାଇେଥିଲେ। ତାଙ୍କର ରାଜ ପୋଷାକର ଅଞ୍ଚଳ ମନ୍ଦିରକୁ ବେଷ୍ଟନ କରିଥିଲା।
ଯେତବେେଳେ ଏକ ସ୍ବତନ୍ତ୍ର ବାଳକ ଜନ୍ମ ନବେେ ସତେିକି ବେଳେ ଏହା ଘଟିବ। ପରମେଶ୍ବର ଆମ୍ଭମାନଙ୍କୁ ଏକ ପୁତ୍ର ଦବେେ। ସେ ସମସ୍ତ ଲୋକମାନଙ୍କର ଭାର ବହନ କରିବେ। ତାଙ୍କର ନାମ ଆଶ୍ଚର୍ୟ୍ଯ ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ବର, ୟିଏ ଅନନ୍ତକାଳୀନ ଏବଂ ଶାନ୍ତିର ରାଜକୁମାର ହବେେ।'
ପୁଣି ସଦାପ୍ରଭୁ କହନ୍ତି, ଆମ୍ଭେ ଏଲମ ରେ ଆମ୍ଭର ସିଂହାସନ ସ୍ଥାପନ କରିବା ଓ ସେ ସ୍ଥାନରୁ ରାଜାକୁ ଓ ଅଧିପତିମାନଙ୍କୁ ଉଚ୍ଛନ୍ନ କରାଇବା।
ଏହି ଜୀବିତ ପ୍ରାଣୀମାନେ ପ୍ରଜ୍ବଳିତ ଅଙ୍ଗାର ଓ ମଶାଲଗୁଡ଼ିକ ସଦୃଶ ଏବଂ ଅଗ୍ନି ସମାନଙ୍କେର ମଧିଅରେ ବୁଲୁଥିବାର ଦଖାଯାେଉଥିଲା।
ସମାନେେ ମଣିପରି ଉଜ୍ବଳ ଥିଲେ ଏବଂ ସମାନଙ୍କେର ଆକୃତି ସମାନ ଥିଲା ଏବଂ ପ୍ରେତ୍ୟକକ ଗୋଟିଏ ଚକ ମଧିଅରେ ଗୋଟିଏ ଚକ ସଦୃଶ ଦଖାଗେଲା।
ଏବଂ ଆସ୍ତରଣ ଉପରକୁ ସମାନଙ୍କେର ମସ୍ତକ ଚତୁଃପାଶର୍ବ ରେ ନୀଳକାନ୍ତମଣି ରେ ନିର୍ମିତ ହାଇେଥିବା ଏକ ସିଂହାସନ ଥିଲା, ଆଉ ସହେି ସିଂହାସନର ଆକୃତି ଉପ ରେ ମନୁଷ୍ଯ ସଦୃଶ ଏକ ଆକୃତି ଥିଲା।
ଏବଂ ସେ ସହେି ଶୁକ୍ଲବସ୍ତ୍ର ପରିହିତ ପୁରୁଷକୁ କହିଲେ, କିରୁବଦୂତଗଣର ନମ୍ନ ରେ ଥିବା ତୁମ୍ଭେ ସହେି ଘୂର୍ଣ୍ଣିଯମାନ ଚକ୍ର ମଧିଅରେ ଥିବା ସ୍ଥାନକୁ ପ୍ରବେଶ କର ଏବଂ ଏକ ଅଞ୍ଜଳିପୂର୍ଣ୍ଣ ଜ୍ବଳନ୍ତ ଅଙ୍ଗାର ସଂଗ୍ରହ କର ଓ ସଗେୁଡ଼ିକ ଉପ ରେ ବିଞ୍ଚି ଦିଅ।
ଆପଣ ପ୍ରତିମାଟିକୁ ନିରୀକ୍ଷଣ କରୁଥିବା ସମୟରେ କର୍ତ୍ତିତ ହାଇନେଥିବା ଏକ ପ୍ରସ୍ତର ଶୂନ୍ଯ ରେ ଉଡିଆସି ସହେି ପ୍ରତିମାର ଲୌହ ଓ ମୃତ୍ତିକାମଯ ପାଦକୁ ଆଘାତ କରି ଖଣ୍ତ ବିଖଣ୍ତିତ କଲା।
ଚତୁର୍ଥ ରାଜ୍ଯର ରାଜତ୍ବ ସମୟରେ ସ୍ବର୍ଗସ୍ଥ ପରମେଶ୍ବର ଗୋଟିଏ ରାଜ୍ଯ ସ୍ଥାପନ କରିବେ। ସହେି ରାଜ୍ଯ ଅନନ୍ତକାଳସ୍ଥାଯୀ ହାଇେ ରହିବ। ଆଉ ମଧ୍ଯ ତାହା ଅନ୍ୟ ହାତକୁ ୟିବ ନାହିଁ। ଆଉ ଏହା ଅନ୍ୟ ସମସ୍ତ ରାଜ୍ଯଗୁଡିକୁ ଧ୍ବଂସ କରି ଦବେ।
ଆଉ ମୁଁ ରାତ୍ରି ରେ ଦର୍ଶନ ରେ ଦେଖିଲି, ମନୁଷ୍ଯ ସଦୃଶ କହେି ଆକାଶ ରେ ମେଘ ରେ ଆସିଲେ। ଏବଂ ସେ ଆକାଶର ମେଘଖଣ୍ତ ଉପ ରେ ସହେି ବୃଦ୍ଧଙ୍କ ନିକଟକୁ ଆସିଲେ ଓ ସମାନେେ ତାଙ୍କୁ ତାହାଙ୍କ ଛାମୁକୁ ଆଣିଲେ।
ତା'ପ ରେ ସହେି ବୃଦ୍ଧ ଲୋକଟି ଆସିଲେ ଓ ପରମେଶ୍ବରଙ୍କ ପବିତ୍ର ଲୋକମାନଙ୍କ ସପକ୍ଷ ରେ ଓ ଶିଙ୍ଗ ବିପକ୍ଷ ରେ ନ୍ଯାଯ ହେଲା। ଆଉ ପରମେଶ୍ବର ସହେି ପବିତ୍ର ଲୋକମାନଙ୍କର ରାଜତ୍ବ କରିବାର ସମୟ ଉପସ୍ଥିତ ହେଲା।
କିନ୍ତୁ ହେ ବୈତ୍ଲହେମ୍-ଉଫ୍ରାଥା, ତୁମ୍ଭେ ଯିହୁଦାର ଗୋଟିଏ କ୍ଷୁଦ୍ରତମ ସହର ଅଟ। କିନ୍ତୁ ତୁମ୍ଭ ମଧ୍ଯରୁ ଇଶ୍ରାୟେଲର ଶାସନକର୍ତ୍ତା ହବୋ ନିମନ୍ତେ ଜଣେ ବ୍ଯକ୍ତି ଆମ୍ଭ ଉଦ୍ଦେଶ୍ଯ ରେ ଜନ୍ମ ହବେେ। ତାଙ୍କର ଉତ୍ପତ୍ତି ପୁରାତନ ତଥା ଅନାଦିକାଳରୁ ହାଇେଅଛି।
ତା'ପ ରେ ହବକୂକ୍ କହିଲେ, ହେ ସଦାପ୍ରଭୁ, ତୁମ୍ଭେ ପୁରାତନ କାଳର ସଦାପ୍ରଭୁ ଅଟ। ତୁମ୍ଭ ଏକମାତ୍ର ପବିତ୍ର ଅଟ, ୟିଏ କବେେ ଅନ୍ତର୍ହିତ କରିବ ନାହିଁ। ହେ ସଦାପ୍ରଭୁ, ତୁମ୍ଭେ ସମାନଙ୍କେୁ ବିଗ୍ଭର କରିବା ପାଇଁ ନିୟୁକ୍ତି କଲ କି? ହେ ଶୈଳ, ଲୋକମାନଙ୍କୁ ଦଣ୍ତ ଦବୋ ପାଇଁ ତୁମ୍ଭେ ସମାନଙ୍କେୁ ପଠାଇଲ କି?
ସମାନଙ୍କେ ଆଗ ରେ ଯୀଶୁଙ୍କ ସ୍ବରୂପ ବଦଳିଗଲା। ତାହାଙ୍କର ମୁହଁ ସୂର୍ୟ୍ଯ ଭଳି ଝଲସି ଉଠିଲା। ତାହାଙ୍କର ପୋଷାକ ଆଲୋକ ଭଳି ଧଳା ଦଖାଗେଲା।
ଯୀଶୁଙ୍କ ବସ୍ତ୍ର ଧଳା ଚକ୍ ଚକ୍ ହାଇଗେଲା। ତାହା ଏତେ ଉଜ୍ଜଳ ଓ ଧଳା ଥିଲା ଯେ ପୃଥିବୀର କୌଣସି ଲୋକ ଏତେ ଧଳା କରି ପାରିବ ନାହିଁ।
ଦାଉଦ ଜଣେ ଭାବବାଦୀ ଥିଲେ। ସେ ଜାଣିଥିଲେ, ପରମେଶ୍ବର ତାହାଙ୍କ ପାଖ ରେ ପ୍ରତିଜ୍ଞା କରିଥିଲେ ଯେ, ସେ ତାହାଙ୍କ ବଂଶଧର ମଧ୍ଯରୁ ଜଣଙ୍କୁ ତାହାଙ୍କ ସିଂହାସନ ରେ ବସାଇବେ।
ଯୀଶୁଙ୍କୁ ସ୍ବର୍ଗକୁ ଉଠାଇ ନିଆ ଯାଇଛି। ସେ ବର୍ତ୍ତମାନ ଇଶ୍ବରଙ୍କର ଡ଼ାହାଣ ପଟେ ଅଛନ୍ତି। ପରମପିତା ଯୀଶୁଙ୍କୁ ପବୁତ୍ରଆତ୍ମା ଦଇେଛନ୍ତି। ଇଶ୍ବର ଏହି ପବିତ୍ରଆତ୍ମା ଦବୋ ପାଇଁ ଆଗରୁ ଶପଥ କରିଥିଲେ। ତେଣୁ ଯୀଶୁ ପବିତ୍ର ଆତ୍ମାଙ୍କୁ ଢ଼ାଳି ଦେଉଛନ୍ତି। ବର୍ତ୍ତମାନ ତୁମ୍ଭମାନେେ ଏହା ଦେଖୁଅଛ ଓ ଶୁଣୁଅଛ।
ତା'ପରେ ୟୁଗାନ୍ତ ହବେ। ସମସ୍ତ ଶାସକ, କ୍ଷମତା ଓ ଶକ୍ତିଗୁଡ଼ିକୁ ଲୋପ କରିବା ପରେ ଖ୍ରୀଷ୍ଟ ପିତା ପରମେଶ୍ବରଙ୍କ ରାଜତ୍ବ ସମର୍ପଣ କରିବେ।
ଏହା ମାେତେ ଖ୍ରୀଷ୍ଟଙ୍କୁ ଲାଭ କରିବା ପାଇଁ ଓ ଖ୍ରୀଷ୍ଟଙ୍କଠା ରେ ରହିବାକୁ ସାହାୟ୍ଯ କରେ। ଖ୍ରୀଷ୍ଟଙ୍କ ସହଭାଗିତା ରେ ମୁଁ ପରମେଶ୍ବରଙ୍କ ଧାର୍ମିକତା ପ୍ରାପ୍ତ ହୁଏ କିନ୍ତୁ ଏହି ଧାର୍ମିକତା ବ୍ଯବସ୍ଥା ପାଳନର ଫଳ ନୁହେଁ। ବରଂ ଏହା ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ପରମେଶ୍ବରଙ୍କଠାରୁ ଆ ସେ। ପରମେଶ୍ବର ତାହାଙ୍କ ପ୍ରତି ମାେତେ ସିଦ୍ଧ କରିବାରୁ ଖ୍ରୀଷ୍ଟଙ୍କଠା ରେ ମାରେ ବିଶ୍ବାସକୁ ବ୍ଯବହାର କରନ୍ତି।
ଦୁଃଖ ପାଇଥିବା ତୁମ୍ଭ ସମସ୍ତଙ୍କୁ ପରମେଶ୍ବର ଶାନ୍ତି ପ୍ରଦାନ କରିବେ। ସେ ଆମ୍ଭକୁ ମଧ୍ଯ ଶାନ୍ତି ଦବେେ। ଯେତବେେଳେ ପ୍ରଭୁ ଯୀଶୁ ନିଜର ଶକ୍ତିଶାଳୀ ସ୍ବର୍ଗଦୂତମାନଙ୍କ ସହିତ ସ୍ବର୍ଗରୁ ଆସିବେ, ସେତବେେଳେ ପରମେଶ୍ବର ଆମ୍ଭର ଦୁଃଖ ଉପଶମ କରି ଦବେେ।
ପରମେଶ୍ବର ଅମର ଅଟନ୍ତି। ପରମେଶ୍ବର ଏତେ ଉଜ୍ଜ୍ବଳ ପ୍ରକାଶ ମଧିଅରେ ବାସ କରନ୍ତି ଯେ ଲୋକେ ତାହା ପାଖକୁ ଯାଇ ପାରନ୍ତି ନାହିଁ। କହେି କବେେ ହେଲେ ପରମେଶ୍ବରଙ୍କୁ ଦେଖି ନାହିଁ। କହେି କବେେ ହେଲେ ପରମେଶ୍ବରଙ୍କୁ ଦେଖି ନାହିଁ। କହେି କବେେ ପରମେଶ୍ବରଙ୍କୁ ମଧ୍ଯ ଦେଖି ପାରିବେ ନାହିଁ। ପରମେଶ୍ବରଙ୍କ ଗୌରବ ଓ ଶକ୍ତି ଅନନ୍ତକାଳ ପର୍ୟ୍ଯନ୍ତ ପ୍ରକାଶ ପାଉ। ଆମେନ୍।
ମାତ୍ର ପରମେଶ୍ବରଙ୍କ ସହେି ବାକ୍ଯ ଦ୍ବାରା ଆକାଶମଣ୍ଡଳ ଓ ବର୍ତ୍ତମାନର ଜଗତ ରହିଅଛି। ଆକାଶମଣ୍ଡଳ ଓ ପୃଥିବୀ ଅଗ୍ନି ଦ୍ବାରା ବିନଷ୍ଟ ହବୋ ନିମନ୍ତେ ରକ୍ଷିତ ଅଛି। ପରମେଶ୍ବରଙ୍କ ସମସ୍ତ ବିରୋଧୀ ଲୋକମାନେ ପୁଣି ଆକାଶମଣ୍ଡଳ ଓ ପୃଥିବୀ ନଷ୍ଟ ହବୋ ନିମନ୍ତେ ବିଚାର ଦିନ ପର୍ୟ୍ଯନ୍ତ ସୁରକ୍ଷିତ ଥିବେ।
ଆମ୍ଭେ ପରମେଶ୍ବରଙ୍କଠାରୁ ଯେଉଁ ସତ୍ଯଶିକ୍ଷା ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ କହୁଅଛୁ। ପରମେଶ୍ବର ଜ୍ଯୋତିଃସ୍ବରୂପ। ଆଉ ତାହାଙ୍କଠା ରେ ଆଦୌ ଅନ୍ଧକାର ନାହିଁ।
ତାହାଙ୍କ ମୁଣ୍ଡ ଓ ବାଳ ଶୁଭ୍ର ପଶମ ଓ ହିମ ପରି ଶୁଭ୍ର ଥିଲା। ତାହାଙ୍କ ଆଖି ଅଗ୍ନିଶିଖା ପରି ଦଖାଯାେଉଥିଲା।
ଆସ, ତୁମ୍ଭମାନେେ ଏକାଠି ହାଇେ ରାଜା, ସନୋପତି ଓ ପ୍ରସିଦ୍ଧ ଲୋକମାନଙ୍କ ଶରୀରର ମାଂସ ତଥା ଅଶ୍ବ ଓ ସମାନଙ୍କେର ଆ ରୋହୀଙ୍କର ଓ ସ୍ବାଧୀନ ଓ ପରାଧୀନ, ସାନ ଓ ବଡ଼, ସବୁ ଲୋକମାନଙ୍କର ମାଂସ ଖାଇବ।