ଯେତବେେଳେ ମୁଁ ଏଲମର ରାଜଧାନୀ ଶୂଶନ ରେ ଥିଲି, ଏବଂ ଉଲଯ ନଦୀ ନିକଟରେ ଛିଡା ହେଉଥିଲି। ମୁଁ ଏହି ଦର୍ଶନ ପାଇଲି।
Cross references
ଶମରେ ଏହିସବୁ ସନ୍ତାନ: ଏଲମ୍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୂଦ୍ ଓ ଅରାମ୍।
ଶିନିଯରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରିଯୋକ ରାଜା ଥିଲେ। କଦର୍ଲାଯୋମର ଇଲାମର ରାଜା ଥିଲେଓ ଗୋଯିମର ତିଦିଯଲର ରାଜା ଥିଲେ।
ସଦାପ୍ରଭୁ କହିଲେ, ମାରେ ବାକ୍ଯ ଶୁଣ, ଯଦି ତୁମ୍ଭମାନଙ୍କ ମଧିଅରେ କହେି ଭବିଷ୍ଯଦ୍ ବକ୍ତା ଥାଏ, ତବେେ ମୁଁ ସଦାପ୍ରଭୁ ଦର୍ଶନ ଦ୍ବାରା ତାହାପ୍ରତି ଆପଣାକୁ ପ୍ରକାଶ କରିବି, ମୁଁ ସ୍ବପ୍ନଦ୍ବାରା ତାହା ସହିତ କଥା କହିବି।
ଏଗୁଡିକ ନିହିମିଯାଙ୍କର ବାକ୍ଯ ଅଟେ। ନିହିମିଯା ଥିଲେ ହଖଲିଯର ପୁତ୍ର। ବିଂଶତିତମ ବର୍ଷର କିଶ୍ଲେବ୍ ମାସ ରେ ମୁଁ ଶୂଶନର ରାଜଧାନୀ ରେ ଥିଲି।
ଏହି ଅକ୍ଷଶ୍ବରେଶ ରାଜା ଶୂଶନ୍ ରାଜଧାନୀ ରେ ନିଜର ରାଜ ସିଂହାସନ ରେ ଉପବିଷ୍ଟ ହବୋପରେ,
ଯେତବେେଳେ ରାଜାର ସହେି ବାକ୍ଯ ଓ ଆଜ୍ଞା ପ୍ରଗ୍ଭରିତ ହେଲା ଶୂଶନ୍ ରାଜଧାନୀ ରେ ହଗଯେ ନିକଟରେ ଅନକେ କନ୍ଯା ସଂଗୃହିତ ହବୋ ବେଳେ ଏଷ୍ଟରକୁ ରାଜପୁରିକି ସ୍ତ୍ରୀ ରକ୍ଷକ ହଗଯେ ନିକଟକୁ ନିଆଗଲା।
ଆଉ ଧାବକଗଣ ରାଜାଜ୍ଞା ପାଇ ଶୀଘ୍ର ବାହାରି ଗଲେ, ପୁଣି ସହେି ଆଜ୍ଞା ଶୂଶନ୍ ରାଜଧାନୀ ରେ ପ୍ରକାଶିତ ହେଲା, ତହୁଁ ରାଜା ଓ ହାମନ୍ ପାନ କରିବାକୁ ବସିଲେ, ମାତ୍ର ଶୂଶନ ନଗର ଉଦ୍ବିଗ୍ନ ହେଲା।
ଏଷ୍ଟର କହିଲା, ଏହି ଦୁଷ୍ଟ ହାମନ ଜଣେ ବିପକ୍ଷ ଓ ଶତୃ।
ଏହାପରେ ମର୍ଦ୍ଦଖଯ ନୀଳ ଓ ଶୁକ୍ଲବର୍ଣ୍ଣ ରାଜକୀଯ ବସ୍ତ୍ର ପିନ୍ଧି ମସ୍ତକରେ ସୁବର୍ଣ୍ଣମଯ ବୃହତ ମୁକୁଟ ଦଇେ ସରୁ ଓ ଏକ ସୁକ୍ଷ୍ମ ନାଇଲନ୍ ଓଢଣୀ ଓ ବାଇଗଣୀ ରଂଗର ବସ୍ତ୍ର ପିନ୍ଧି ରାଜାଙ୍କ ଛାମୁରୁ ବାହାରି ଗଲା ତହିଁରେ ଶୂଶନ ରାଜଧାନୀ ଆନନ୍ଦ ଓ ହର୍ଷନାଦ ରେ ପରିପୂର୍ଣ୍ଣ ହେଲା।
ସହେିଦିନ କେତଜେଣ ଲୋକଙ୍କୁ ରାଜଧାନୀ ଶୂଶନ ରେ ହତ୍ଯା କରାୟାଇଥିଲା, ଏହା ରାଜାଙ୍କୁ କୁହାଗଲା।
ୟିହୁଦୀଯମାନେ ତଚୁର୍ଦ୍ଦଶ ଦିନ ରେ ମଧ୍ଯ ସଠାେରେ ଏକତ୍ରୀତ ହେଲେ। ଅଦର ମାସ ରେ ସମାନେେ ଶୂଶନ ରେ 300 ଲୋକଙ୍କୁ ହତ୍ଯା କଲେ। କିନ୍ତୁ ସମାନେେ ସମାନଙ୍କେର ଦ୍ରବ୍ଯ ଲୁଣ୍ଠନ କଲେ ନାହିଁ।
ସହେି ସମୟରେ ମାରେ ପ୍ରିଯ ପ୍ରଭୁ ପୁନର୍ବାର ଆସିବେ ଓ ଅବଶିଷ୍ଟାଂଶ ଲୋକଙ୍କୁ ନବେେ। ଏହା ଦ୍ବିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ। ଏହି ପରମେଶ୍ବରଙ୍କ ଲୋକମାନେ ଅଶୂର, ଉତ୍ତର ମିଶର, ଦକ୍ଷିଣ ମିଶର, ଇଥିଓପିଆ, ଏଲମ୍, ବାବିଲୋନୀଯ, ହମାଥରୁ ଏବଂ ପୃଥିବୀର ସମସ୍ତ ଦୁର ଦେଶରୁ ଆସିବେ।
ମୁଁ ଦେଖିଅଛି ଏକ ଭୟଙ୍କର ଦୁଃଖଦାୟକ ଘଟଣା ଘଟିବ। ବିଶ୍ବାସ ଘାତକ ତୁମ୍ଭମାନଙ୍କ ପ୍ରତି ବିଶ୍ବାସଘାତକତା କରୁଅଛି ଓ ଲୁଣ୍ଠନକାରୀ ଲୁଣ୍ଠନ କରୁଅଛି। ସେ ଏଲମ୍! ୟାଅ ୟୁଦ୍ଧ କର। ହେ ମାଦିଯେ, ତୁମ୍ଭ ସୈନ୍ଯବାହିନୀ ଦ୍ବାରା ନଗରକୁ ଅବରୋଧ କର ଓ ପରାସ୍ତ କର। ମୁଁ ସହେି ନଗରରୁ ଦୁଃଖ ଓ ହାହାକାର ଦୂର କରିଅଛି।
ମୁଁ ମଧ୍ଯ ସିମ୍ରୀ, ଐଲମ ଓ ମାଦୀଯମାନଙ୍କର ସମସ୍ତ ରାଜାଙ୍କୁ ତାହା ପାନ କରାଇଲି।
ଯିହୁଦାର ରାଜା ସିଦିକିଯର ରାଜତ୍ବର ଆରମ୍ଭ ସମୟରେ ଏଲମ ବିଷଯ ରେ ସଦାପ୍ରଭୁଙ୍କର ଏହି ବାକ୍ଯ ଯିରିମିୟ ଭବିଷ୍ଯଦବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା।
ଏଲମ ଓ ତା'ର ଲୋକମାନେ ସଠାେ ରେ ଅଛନ୍ତି, ସମାନେେ ସମସ୍ତେ ୟୁଦ୍ଧ ରେ ଖଣ୍ଡା ଦ୍ବାରା ହତ ହାଇେଛନ୍ତି। ସମାନଙ୍କେର କବରଗୁଡ଼ିକ ଏହାର ଚତୁର୍ଦ୍ଦିଗ ରେ ଅଛି। ଆଉ ସମାନଙ୍କେ କବରର ଚତୁର୍ଦ୍ଦିଗ ରେ ତା'ର ସମସ୍ତ ଜନସମାଜ ଅଛନ୍ତି। ଯେଉଁମାନେ ଜୀବିତାବସ୍ଥା ରେ ଭୟ ସୃଷ୍ଟି କରୁଥିଲେ, ଅସୁନ୍ନତ ଅବସ୍ଥା ରେ କବରକୁ ୟାଇଛନ୍ତି। ସମାନେେ ଅନ୍ୟମାନଙ୍କ ସହିତ ସମାନଙ୍କେର ଅପମାନ ଭୋଗ କରିଅଛନ୍ତି।
ଦାନିୟେଲ କହିଲେ, ମୁଁ ରାତ୍ରିକାଳ ରେ ମାରେ ଦର୍ଶନ ପାଇଲି ଯେ ମହାସମୁଦ୍ର ଉପ ରେ ଆକାଶର ଚତୁର୍ଦ୍ଦିଗରୁ ବାଯୁ ପ୍ରଚଣ୍ତ ବଗେ ରେ ବହିଲା ସହେି ବାଯୁ ସମୁଦ୍ରକୁ ଅଶାନ୍ତ କଲା।
ମୁଁ ଦାନିୟେଲ ଦ୍ବନ୍ଦ ରେ ପଡିଲି ଓ ବ୍ଯସ୍ତ ହାଇଗଲିେ। ଆଉ ମାରେ ମାନସିକ ଦର୍ଶନ ମାେତେ ଉଦ୍ବିଗ୍ନ କଲା।
ଆଉ ମୁଁ ଦେଖିଲି ଯେ, ନଦୀର ଗୋଟିଏ ପାଶର୍ବ ରେ ଏକ ଅଣ୍ତିରା ମଷେ ଠିଆ ହାଇେଅଛି। ତାହାର ଗୋଟିଏ ଲମ୍ବା ଶିଙ୍ଗ ଓ ଗୋଟିଏ ଅନ୍ୟଠାରୁ ଅଧିକ ଲମ୍ବା। ଆଉ ଲମ୍ବା ଶିଙ୍ଗଟି ଅନ୍ୟ ଶିଙ୍ଗ ଅପେକ୍ଷା ପଛକୁ ଥିଲା।
ଅତୀତ ରେ ପରମେଶ୍ବର ଆମ୍ଭ ଲୋକମାନଙ୍କୁ ବିଭିନ୍ନ ସମୟରେ ବିଭିନ୍ନ ଭାବରେ ଭବିଷ୍ଯଦ୍ ବକ୍ତାମାନଙ୍କ ମାଧ୍ଯମ ରେ କଥା କହିଥିଲେ।