Home Bibles ଦାନିଏଲ 8:9 · ଓଡ଼ିଆ ବାଇବେଲ
ଦାନିଏଲ 8:9 · ଓଡ଼ିଆ ବାଇବେଲ

ତା'ପ ରେ ସହେି ଶିଙ୍ଗଗୁଡିକୁ ମଧ୍ଯରୁ କ୍ଷୁଦ୍ର ଶିଙ୍ଗଟି ଦକ୍ଷିଣ, ପୂର୍ବ ଓ ରମ୍ଯଦେଶ ଆଡକୁ ବଢିଲା।

Cross references

ଗୀତସଂହିତା 48:2

ପରମେଶ୍ବରଙ୍କ ପବିତ୍ର ନଗର ଏପରି ଏକ ମନୋରମ ଉଚ୍ଚତାରେ ଅବସ୍ଥିତ। ଏହା ପୃଥିବୀର ସବୁ ଲୋକଙ୍କ ପ୍ରାଣରେ ଆନନ୍ଦ ସଞ୍ଚାର କରେ। ସିୟୋନ ପର୍ବତ ପ୍ରକୃତରେ ପରମେଶ୍ବରଙ୍କ ପବିତ୍ର ପର୍ବତ ଅଟେ। ଏହା ସହେି ମହାନ ରାଜାଙ୍କର ପ୍ରଧାନ ନଗର ଅଟେ।

ଗୀତସଂହିତା 105:24

ସେ ତାଙ୍କର ଲୋକ ସଂଖ୍ଯା ବଢ଼ାଇଲେ। ସମାନେେ ସମାନଙ୍କେର ଶତ୍ରୁଗଣଠାରୁ ଅଧିକ ଶକ୍ତିଶାଳୀ ହେଲେ।

ଯିରିମିୟ 3:19

ଆମ୍ଭେ ସଦାପ୍ରଭୁ କହୁଛୁ, 'ଆମ୍ଭେ ତୁମ୍ଭମାନଙ୍କୁ ନିଜ ସନ୍ତାନ ପରି ବ୍ଯବହାର କରିବା, ନାନା ଦେଶୀଯମାନଙ୍କର ପରମ ରତ୍ନସ୍ବରୂପ ଏକ ମନୋରମ ଦେଶ ତୁମ୍ଭମାନଙ୍କୁ ଦାନ କରିବା।' ପୁଣି ଆମ୍ଭେ କହିଲୁ, ତୁମ୍ଭମାନେେ ଆମ୍ଭକୁ 'ପିତା' ବୋଲି ଡ଼ାକିବ ଓ ଆମ୍ଭକୁ ସର୍ବଦା ଅନୁସରଣ କରିବ।

ଯିହିଜିକଲ 20:6

ସହେିଦିନ ମୁଁ ସମାନଙ୍କେୁ ମିଶର ଦେଶରୁ ବାହାର କରି ଆଣିଲି ଓ ସମାନଙ୍କେୁ ଏପରି ଏକ ଦେଶକୁ ନଇଗେଲି ଯେଉଁଠା ରେ ଦୁଗ୍ଧ ମଧୁ ପ୍ରଚୁର ଥିଲା ଓ ଯେଉଁ ଦେଶ ସମସ୍ତ ଦେଶ ମଧିଅରେ ଗୌରବମଯ ଥିଲା।

ଯିହିଜିକଲ 20:15

ଦୁଗ୍ଧମଧୁ ପ୍ରବାହିତ ସବୁଠାରୁ ସୁନ୍ଦର ଦେଶସବୁକୁ ସମାନଙ୍କେୁ ନ ଆଣିବା ପାଇଁ ମୁଁ ମରୁଭୂମିରେ ସମାନଙ୍କେ ବିରୁଦ୍ଧ ରେ ପ୍ରତିଜ୍ଞା କଲି, ଯାହା ମୁଁ ସମାନଙ୍କେୁ ଆଗରୁ ପ୍ରତିଜ୍ଞା କରିଥିଲି।

ଦାନିଏଲ 7:8

ସହେି ଶିଙ୍ଗଗୁଡିକ ବିଷଯ ରେ ଚିନ୍ତା କରୁଥିବା ବେଳେ, ମୁଁ ଅନ୍ୟ ଏକ ଶିଙ୍ଗ ଉଠିବାର ଦେଖିଲି। ତାହା କ୍ଷୁଦ୍ର ଥିଲା ଓ ଏହା ସମ୍ମୁଖ ରେ ପ୍ରଥମ ଶିଙ୍ଗମାନଙ୍କ ମଧ୍ଯରୁ ତିନି ଗୋଟି ଶିଙ୍ଗକୁ ସମୂଳେ ଉତ୍ପାଟିତ କଲା। ଏହାର ମନୁଷ୍ଯର ଚକ୍ଷୁତୁଲ୍ଯ ଚକ୍ଷୁ ଥିଲା ଓ କ୍ଷୁଦ୍ର ଶିଙ୍ଗ ରେ ଏକ ପାଟି ଥିଲା। ସହେି ପାଟିଟି ଅହଂକାରପୂର୍ଣ୍ଣ କଥା କହୁଥିଲା।

ଦାନିଏଲ 7:20

ସହେି ଚତୁର୍ଥ ପଶୁର ମସ୍ତକରେ ଯେଉଁ ଦଶ ଶିଙ୍ଗ ଥିଲା, ଅନ୍ୟ ଯେଉଁ କ୍ଷୁଦ୍ର ଶିଙ୍ଗ ଉଠିଲା ଓ ଯାହା ସାକ୍ଷାତ ରେ ଦଶଶିଙ୍ଗ ମଧ୍ଯରୁ ତିନିଶିଙ୍ଗ ପଡିଗଲା, ଯେଉଁ ଶିଙ୍ଗର ଚକ୍ଷୁ ଓ ଅହଙ୍କାର ବାକ୍ଯବାଦି ମୁଖ ଥିଲା ଓ ଯାହାର ଆକାର ଅନ୍ୟମାନଙ୍କଠାରୁ ଦାମ୍ଭିକ ଥିଲା, ତାହାର ତଥ୍ଯ ଜାଣିବାକୁ ମୁଁ ଇଚ୍ଛା କଲି।

ଦାନିଏଲ 7:21

ଆଉ ମୁଁ ଦେଖିଲି ସହେି ଶିଙ୍ଗ ପରମେଶ୍ବରଙ୍କ ପବିତ୍ର ଲୋକଙ୍କୁ ଆକ୍ରମଣ କଲା ଓ ସମାନଙ୍କେୁ ବଧ କଲା।

ଦାନିଏଲ 7:25

ଏବଂ ସେ ସର୍ବୋପରିସ୍ଥ ପରମେଶ୍ବରଙ୍କ ବିରୁଦ୍ଧ ରେ କଥା କହିବ ଓ ପରମେଶ୍ବରଙ୍କର ପବିତ୍ର ଲୋକମାନଙ୍କୁ ବଧ କରିବ। ଆଉ ସେ ସମୟ ଓ ଆଜ୍ଞାର ପରିବର୍ତ୍ତନ କରିବାକୁ ଚିନ୍ତା କରିବ। ସାଢେ ତିନିବର୍ଷ ପାଇଁ ସମାନେେ ତା' ହସ୍ତ ରେ ସମର୍ପିତ ହବେେ।

ଦାନିଏଲ 8:23

ଯେତବେେଳେ ସହେି ରାଜ୍ଯଗୁଡିକର ଶଷେ ସମୟ ଆସିବ ସେତବେେଳେ ଜଣେ ଅତି ସାହସୀ ଓ ନିଷ୍ଠୁର ରାଜା ଜନ୍ମ ହବେେ। ଆଉ ସେ ରାଜା ଅତି କୌଶଳୀ ହବେେ ମାତ୍ର ସେତବେେଳେ ବହୁ ପାପୀଷ୍ଠ ବ୍ଯକ୍ତି ଜନ୍ମ ନଇେଥିବେ।

ଦାନିଏଲ 11:16

ଉତ୍ତର ଦେଶର ରାଜା ନିଜ ଇଚ୍ଛାନୁସା ରେ ସମାନଙ୍କେ ବିରୁଦ୍ଧ ରେ କାର୍ୟ୍ଯ କରିବ। ତା'ର ବିପକ୍ଷ ରେ କହେି ଠିଆ ହବେେ ନାହିଁ। ଆଉ ସେ ସହେି ପବିତ୍ର ଦେଶ ରେ ଠିଆ ହବେ ଓ ତାହା ହସ୍ତ ରେ ବିନାଶର ଶକ୍ତି ରହିବ।

ଦାନିଏଲ 11:21

ଜଣେ ନିଷ୍ଠୁର ଓ ଘୃଣ୍ଯ ବ୍ଯକ୍ତି ତାଙ୍କ ପ ରେ ରାଜ୍ଯ ପ୍ରାପ୍ତ ହବେ। ମାତ୍ର ସେ ନିରାପଦ ସମୟରେ ଆସିବ ଓ ଗ୍ଭଟବାକ୍ଯଦ୍ବାରା ରାଜ୍ଯ ପାଇବ।

ଦାନିଏଲ 11:25

ପୁଣି ସେ ମହା ସୈନ୍ଯଦଳ ସଙ୍ଗ ରେ ନଇେ ଦକ୍ଷିଣ ଦେଶ ବିରୁଦ୍ଧ ରେ ଆପଣା ବଳ ଓ ସାହାସ ଦଖାଇବେ। ତେଣୁ ଦକ୍ଷିଣ ଦେଶର ରାଜା ଅତି ବୃହତ୍ ଓ ପରାକ୍ରମୀ ସୈନ୍ଯଦଳ ଘନେି ତାହା ସଙ୍ଗେ ୟୁଦ୍ଧ କରିବ। ମାତ୍ର ସେ ସ୍ଥିର ହାଇେ ରହିବ ନାହିଁ, କାରଣ ସମାନେେ ତାହା ବିରୁଦ୍ଧ ରେ ନାନା କୌଶଳ କଳ୍ପନା କରିବେ।

ଯିଖରିୟ 7:14

ସେଥିପାଇଁ ସମାନଙ୍କେୁ ସମଗ୍ର ଦେଶମାନଙ୍କ ରେ ଛିନ୍ନଭିନ୍ନ କଲି, ଯେଉଁଠାକୁ ସମାନେେ କବେେ ୟାଇ ନାହାନ୍ତି। ସହେି ଦେଶ ବିନା କାର୍ୟ୍ଯକଳାପ ରେ ଏକ ଉଚ୍ଛିନ୍ନ ଦେଶ ରେ ପରିଣତ ହେଲା। ସମାନେେ ଏକ ଆକାଂକ୍ଷିତ ଦେଶକୁ ଏକ ଉଚ୍ଛିନ୍ନ ଦେଶ ରେ ପରିଣତ କଲେ।

Interlinear

Choose Theme