ପୁଣି ବାଷଠି ସପ୍ତାହ ପ ରେ ଅଭିଷିକ୍ତ ବ୍ଯକ୍ତି ଉଚ୍ଛିନ୍ନ ଓ ଅକିଞ୍ଚନ ହବେେ। ଆଉ ଆଗାମୀ ଅଧିପତିର ଲୋକମାନେ ନଗର ଓ ପବିତ୍ରସ୍ଥାନ ନଷ୍ଟ କରିବେ। ବନ୍ଯା ରେ ତାହା ଶଷେ ହବେ। ପୁଣି ଶଷେ ପର୍ୟ୍ଯନ୍ତ ୟୁଦ୍ଧ ହବେ। ଆଉ ପରମେଶ୍ବର ସେ ସ୍ଥାନର ସମ୍ପୂର୍ଣ୍ଣ ବିନାଶ ପାଇଁ ଆଦେଶ କରିଛନ୍ତି।
Cross references
ତହିଁରେ ସମାନେେ ରାଜାଙ୍କକ୍ସ୍ଟ କହିଲେ, ଯେଉଁ ଲୋକ ଆମ୍ଭମାନଙ୍କୁ ସଂହାର କରିଅଛି, ଆମ୍ଭମାନଙ୍କ ବିରକ୍ସ୍ଟଦ୍ଧ ରେ ଯୋଜନା କରିଅଛି ଯେ, ଆମ୍ଭେ ଯେପରି ନରହକ୍ସ୍ଟ ଓ ସଠାେରକ୍ସ୍ଟ ବିତାଡିତ ହେଉ।
ମାରେ ପାଟି ଖଣ୍ଡେ ଖପରା ପରି ଶୁଷ୍କ ହାଇେ ଯାଉଛି। ମାରେ ଜିଭ ତାଳୁରେ ଲାଗି ଯାଉଛି, ତୁମ୍ଭେ ମାେତେ ମୃତ୍ଯୁର ଧୂଳିରେ ଫିଙ୍ଗି ଦଇେଛ।
ମାତ୍ର ମୁଁ ସଦାପ୍ରଭୁ ଅଶୂର ରାଜା ଓ ତାହାର ସମସ୍ତ ଶକ୍ତିକୁ ତୁମ୍ଭ ବିରୁଦ୍ଧ ରେ ଆଣିବି। ସମାନେେ ଫରାତ୍ ନଦୀର ଶକ୍ତିଶାଳୀ ବନ୍ଯାର ସୋର୍ତ ପରି ପ୍ରବଳ ପରାକ୍ରମୀ ହାଇେ ଆସିବେ। ବନ୍ଯାଜଳ କୂଳ ଲଙ୍ଘନ କଲାପରି ସମାନେେ ସମସ୍ତଙ୍କ ଉପ ରେ ପ୍ରଭାବ ବିସ୍ତାର କରିବେ।
ଦେଖ, ମାରେ ପ୍ରଭୁଙ୍କର ଜଣେ ବଳବାନ୍ ଓ ସାହସୀ ଲୋକ ଅଛି। ସେ ଶିଳାୟୁକ୍ତ ଝଡ଼ ଓ ପ୍ରଳଯକାଳର ବର୍ଷା ବତାସ ପରି ଆସିବ, ଦ୍ରୁତ ଧାବିତ ବନ୍ଯାଜଳ ସଦୃଶ ପ୍ରବାହିତ ହାଇେ ଶକ୍ତିଶାଳୀ ହସ୍ତ ରେ ତାକୁ ଭୂମିରେ ନିକ୍ଷପେ କରିବ।
ବର୍ତ୍ତମାନ ଆଉ ତୁମ୍ଭମାନେେ ସିନ୍ଦୁକ ହୁଅ ନାହିଁ। ଯଦି ତୁମ୍ଭେ ତାହା କର, ତୁମ୍ଭ ଚାରି ପାଖ ରେ ଥିବା ବନ୍ଧନ ରଜ୍ଜୁ ଦୃଢ଼ ହବେ।
ଲୋକମାନେ ବଳପୂର୍ବକ ତାଙ୍କୁ ବିଚାର ପାଇଁ ଧରି ନେଲେ ଓ ଉପୟୁକ୍ତ ବିଚାର ତାଙ୍କ ପାଇଁ କରାଗଲା ନାହିଁ। ପୁଣି ସେ ଜୀବିତ ଲୋକମାନଙ୍କ ଦେଶରୁ ଦଣ୍ଡିତ ହେଲେ ଓ ସେ ସମୟରେ କିଏ ତାଙ୍କ ପ୍ରତି ସୁବିବଚେନା କଲା ? ଆମ୍ଭ ଲୋକମାନଙ୍କର ପାପ ପାଇଁ ସେ ପ୍ରହାରିତ ହେଲେ।
ସେ କିଏ ଯେ କି ନୀଳନଦୀପରି ଉଠୁଅଛି ଓ ନଦୀ ସମୂହର ଜଳରାଶି ତୁଲ୍ଯ ଉତ୍କ୍ଷିପ୍ତ ହେଉଅଛି ?
ତା' ପ ରେ ଆଗାମୀ ଅଧିପତି ଏକ ସପ୍ତାହ ପର୍ୟ୍ଯନ୍ତ ଅନକେ ଲୋକଙ୍କ ସହିତ ଦୃଢ ଚୁକ୍ତି କରିବ ଓ ଅର୍ଦ୍ଧ ସପ୍ତାହ ୟଜ୍ଞ ଓ ନବୈେଦ୍ଯ ନିବୃତ୍ତ କରାଇବ। ଆଉ ଘୃଣ୍ଯବସ୍ତ୍ର ସହ ଜଣେ ବିନାଶକ ଆସିବ ଓ ସେ ଭୟଙ୍କର ବିନାଶ ସାଧନ କରିବ। ମାତ୍ର ପରମେଶ୍ବର ସହେି ବିନାଶକର ସମ୍ପୂର୍ଣ୍ଣ ବିନାଶ କରିବେ।
ଆଉ ତାହା ପୁତ୍ରଗଣ ୟୁଦ୍ଧ କରିବେ। ସମାନେେ ଏକ ବିରାଟ ସୈନ୍ଯବାହିନୀ ସଂଗ୍ରହ କରିବେ। ଆଉ ଦକ୍ଷିଣ ରେ ସମାନେେ ବନ୍ଯାଜଳ ତୁଲ୍ଯ ଉଚ୍ଛୁଳି ବହିଯିବେ। ଏବଂ ସମାନେେ ଦକ୍ଷିଣ ରାଜାଙ୍କର ଦୁର୍ଗ ପର୍ୟ୍ଯନ୍ତ ୟୁଦ୍ଧ କରିବେ।
ଉତ୍ତର ଦେଶର ରାଜା ତାହାର ସମସ୍ତ ଶକ୍ତି ଦକ୍ଷିଣ ଦେଶ ବିରୁଦ୍ଧ ରେ ଲଗାଇବ। ସେ ଦକ୍ଷିଣ ଦେଶର ରାଜା ସହିତ ଏକ ଶାନ୍ତି ଚୁକ୍ତି କରିବ। ଏହାକୁ ନଷ୍ଟ କରିବା ପାଇଁ, ନିଜ କନ୍ଯାଗଣ ମଧ୍ଯରୁ ଜଣକୁ ଦକ୍ଷିଣର ରାଜା ସହିତ ବିବାହ ଦବେ। ତା'ର ଯୋଜନା ଫଳପ୍ରଦ ଦବେ ନାହିଁ କି ତାକୁ କହେି ସାହାୟ୍ଯ କରିବେ ନାହିଁ।
ଉତ୍ତରର ରାଜା ନିଜ ଇଚ୍ଛା ଅନୁସାରେ କର୍ମ କରିବ। ସମସ୍ତ ଦବେତାଠାରୁ ନିଜକୁ ବଡ ବୋଲି ସେ ଗର୍ବ କରିବ। ପୁଣି ସେ ଇଶ୍ବରଗଣଙ୍କର ପରମେଶ୍ବରଙ୍କ ବିରୁଦ୍ଧ ରେ ଶକ୍ତିଶାଳୀ କଥା କହିବ। ତା'ର କୋରଧ ଫଳବତି ନ ହବୋ ପର୍ୟ୍ଯନ୍ତ ସେ ସଫଳ ହବେେ। କାରଣ ଯାହା ପରମେଶ୍ବରଙ୍କ ଯୋଜନା କରିଛନ୍ତି ତାହା ହବେ।
ତା'ପ ରେ ସଦାପ୍ରଭୁ କହିଲେ, ତା'ର ନାମ ଲୋ-ଆମୀ ଦିଅ। କାରଣ, ତୁମ୍ଭମାନେେ ଆମ୍ଭର ଲୋକ ନୁହଁ କି ଆମ୍ଭେ ତୁମ୍ଭର ପରମେଶ୍ବର ନୁହଁ।
ସହେି ୟୋଗୁ ସମଗ୍ରଦେଶ ଥରିବ। ସହେି ରାଜ୍ଯ ରେ ବାସ କରୁଥିବା ପ୍ରେତ୍ୟକକ ଲୋକ ମୃତ ଲୋକଙ୍କ ପାଇଁ ବିଳାପ କରିବେ। ମିଶର ନୀଳନଦୀ ପରି ସମଗ୍ର ଦେଶଟିର ଉତ୍ଥାନ ପତନ ଘଟିବ। ଆଉ ଦେଶଟି ଆନ୍ଦୋଳିତ ହବେ।
ମାରେପ୍ରଭୁ ସଦାପ୍ରଭୁ ସର୍ବଶକ୍ତିମାନ ପୃଥିବୀକୁ ସ୍ପର୍ଶ କରିବେ ଏବଂ ତାହା ତରଳି ୟିବ। ତତ୍ପ ରେ ସଠାେ ରେ ବାସ କରୁଥିବା ସମସ୍ତ ଲୋକ ମୃତ ଲୋକଙ୍କ ପାଇଁ ବିଳାପ କରିବେ। ମିଶରର ନୀଳନଦୀ ପରି ସହେି ଭୂମିର ଉତ୍ଥାନ ପତନ ଘଟିବ।
କିନ୍ତୁ, ସେ ତାଙ୍କର ଶତୃମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ। ବନ୍ଯାଜଳ ପରି ସମାନେେ ଧୋଇ ହାଇଯେିବେ। ସେ ଅନ୍ଧକାର ରେ ଶତୃମାନଙ୍କୁ ଗୋଡ଼ାଇବେ।
ଯୀଶୁ କହିଲେ, ସ୍ବର୍ଗରାଜ୍ଯ ହେଉଛି ନିଜ ପୁଅର ବିବାହ ଭୋଜି ପ୍ରସ୍ତୁତ କରିଥିବା ଜଣେ ରାଜାଭଳି।
ରାଜା ଖୁବ୍ ରାଗିଗଲେ। ତାହାଙ୍କ ଚ଼ାକରମାନଙ୍କୁ ଯେଉଁମାନେ ମାରି ଦେଲେ, ସମାନଙ୍କେୁ ମାରିଦବୋପାଇଁ ରାଜା ସୈନ୍ଯ ପଠାଇଲେ। ସୈନ୍ଯମାନେ ସହେି ହତ୍ଯାକାରୀମାନଙ୍କୁ ମାରି ଦେଲେ ଓ ତାହାଙ୍କ ନଗରକୁ ପୋଡ଼ି ଦେଲେ।
ପର୍ତ୍ତମାନ ତୋର ଘର ପୁରାପୁରି ଉଜୁଡ଼ି ୟିବ।
ଯୀଶୁ ସମାନଙ୍କେୁ ପଚାରିଲେ, ଏହି ଭବନଗୁଡ଼ିକୁ ତୁମ୍ଭମାନେେ ଦେଖି ପାରୁଛ? ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି, ସବୁତକ ଭବନ ଧ୍ବଂସ ହାଇଯେିବ। ଏଥିର ଗୋଟିଏ ହେଲେ ପଥର ଅନ୍ୟଟି ଉପରେ ରହିପାରିବ ନାହିଁ। ସବୁତକ ପଥର ଅନ୍ୟଟି ଉପରେ ରହି ପାରିବନାହିଁ। ସବୁତକ ପଥର ଭୁଇଁ ଉପରେ କୁଢ଼ଇେ ହାଇେ ପଡ଼ିବ।
ତୁମ୍ଭମାନେେ ୟୁଦ୍ଧ ବିଷୟ ରେ ଓ ୟୁଦ୍ଧର ଗୁଜବ ବିଷୟ ରେ ଶୁଣିବ। କିନ୍ତୁ ଦେଖ! ଭୟ କରିବ ନାହିଁ। ଅନ୍ତକାଳ ଆସିବା ପୂର୍ବରୁ ଏସବୁ ଘଟଣା ନିଶ୍ଚୟ ଘଟିବ।
ଯୀଶୁ ସମାନଙ୍କେୁ କହିଲେ, ହଁ, ସମାନେେ ଠିକ୍ କହୁଛନ୍ତି। ସବୁ ବିଷୟ ସୁବ୍ଯବସ୍ଥିତ କରିବାକୁ ନିଶ୍ଚୟ ଏଲିୟ ହିଁ ପ୍ରଥମେ ଆସିବେ। କିନ୍ତୁ ମନୁଷ୍ଯପୁତ୍ରଙ୍କ ସମ୍ବନ୍ଧ ରେ ଶାସ୍ତ୍ର ରେ କାହିଁକି ଲଖାେ ଅଛି ଯେ ସେ ବହୁତ ଯାତନା ଭୋଗ କରିବେ ଓ ଲୋକେ ତାହାଙ୍କ ସହିତ ତାଚ୍ଛଲ୍ଯପୂର୍ଣ୍ଣ ବ୍ଯବହାର କରିବେ।
ଯୀଶୁ କହିଲେ, ତୁମ୍ଭେ ଏହି ବିଶାଳ ଭବନଗୁଡୁକ ଦେଖୁଛ? ଏହି ସମସ୍ତ ଭବନ ଧ୍ବସଂ ପାଇୟିବ। ସବୁତକ ପଥର ଭୂମି ଉପରେ ଓଜାଡି ହାଇେ ପଡିବ। ଗୋଟିଏ ହେଲେ ପଥର ଅନ୍ୟ ପଥର ଉପରେ ରହି ପାରିବନାହିଁ।
ତୁମ୍ଭେ ୟୁଦ୍ଧ ବିଷୟ ରେ କିମ୍ବା ୟୁଦ୍ଧ ଚାଲିଥିବା ବିଷୟ ରେ ଉଡା ଖବର ଶୁଣି ଭୟଭୀତ ହାଇେ ୟିବନାହିଁ। ଅନ୍ତିମକାଳ ଆସିବା ପୂର୍ବରୁ ଏସବୁ ଘଟଣା ନିଶ୍ଚୟ ଘଟିବ।
ତୁମ୍ଭ ସକାେଶ ଏପରି ସମୟ ଆସୁଛି। ଯେତବେେଳେ କି ତୁମ୍ଭର ଶତୃମାନେ ତୁମ୍ଭ ଚାରିପଟେ ଗୋଟିଏ ପାଚରେୀ ତିଆରି କରି ଦବେେ। ତୁମ୍ଭ ଶତୃମାନେ ତୁମ୍ଭକୁ ଫରେିଯାଇ ଅବ ରୋଧ କରିବେ।
କିନ୍ତୁ ଯୀଶୁ କହିଲେ, ଏବେ ତୁମ୍ଭମାନେେ ଏଠା ରେ ଯାହା ସବୁ ଦେଖୁଛ, ସମୟ ଆସିବ, ଯେତବେେଳେ ଏସବୁ ଧ୍ବଂସ ହାଇଯେିବ। ଏହି ଭବନଗୁଡିକର ପ୍ରେତ୍ୟକକ ପଥର ଭୂମିସାତ୍ ହାଇେ ପଡିବ। ଗୋଟିଏ ହେଲେ ପଥର ଅନ୍ୟ ଗୋଟିଏ ପଥର ଉପରେ ରହି ପାରିବନାହିଁ।
କେତକେ ଲୋକଙ୍କୁ ସୈନ୍ଯମାନେ ମାରି ଦବେେ। ଅନ୍ୟ କେତକଙ୍କେୁ ବନ୍ଦୀ କରି ଅନ୍ୟ ସବୁ ଦେଶକୁ ପଠାଇ ଦିଆୟିବ। ଅଣଯିହୂଦୀଲୋକ ସମାନଙ୍କେର ସମୟ ଶଷେ ନ ହବୋ ପର୍ୟ୍ଯନ୍ତ ପବିତ୍ର ନଗର ୟିରୁଶାଲମକୁ ପଦଦଳିତ କରିବେ।
ଭବିଷ୍ଯଦ୍ବକ୍ତାମାନେ କହିଥିଲେ ଯେ, ଯୀଶୁ ତାହାଙ୍କ ମହିମା ରେ ପ୍ରବେଶ କରିବା ପୂର୍ବରୁ ଏଭଳି ଯାତନା ଭୋଗ କରିବେ।
ଯୀଶୁ ସମାନଙ୍କେୁ କହିଲେ, ଖ୍ରୀଷ୍ଟଙ୍କୁ ମାରି ଦିଆୟିବା ଓ ମୃତ୍ଯୁରୁ ତିନିଦିନ ପରେ ପୁଣି ସେ ବଞ୍ଚି ଉଠିବା କଥା ଲଖାେ ଅଛି।
କଯାଫା ନିଜେ ସହେି କଥା ଭାବି ପାରି ନଥିଲେ। ଯେ ସେ ବାସ୍ତବ ରେ ଭବିଷ୍ଯଦ୍ବାଣୀ କରିଥିଲେ, ଯୀଶୁ ଯିହୂଦୀୟ ଜାତି ପାଇଁ ପ୍ରାଣ ଦବେେ।
ମୁଁ ଜଗତରୁ ଉର୍ଦ୍ଧ୍ବକୁ ଉତ୍ଥିତ ହବେି। ଯେତବେେଳେ ଏହା ଘଟିବ, ମୁଁ ସବୁ ଲୋକମାନଙ୍କୁ ମାେ ନିକଟକୁ ନଇେ ୟିବି।
ମୁଁ ତୁମ୍ଭ ସହିତ ବେଶୀ ସମୟ କଥାବାର୍ତ୍ତା ହବେି ନାହିଁ। ଏ ଜଗତର ଶାସକ ଆସୁଛି। ମାେ ଉପରେ ତାର କୌଣସି କ୍ଷମତା ନାହିଁ।
ସମାନେେ କେତେ ଜଣ ମିଥ୍ଯା ସାକ୍ଷୀଙ୍କୁ ଆଣିଲେ। ସମାନେେ କହିଲେ, ଏ ଲୋକ ସର୍ବଦା ଏହି ପବିତ୍ର ସ୍ଥାନ ଓ ମାଶାଙ୍କେ ବ୍ଯବସ୍ଥା ବିରୁଦ୍ଧ ରେ କୁ ହେ।
ଆମ୍ଭେ ଖ୍ରୀଷ୍ଟଙ୍କ ନିମନ୍ତେ କହୁ। ଖ୍ରୀଷ୍ଟଙ୍କର କିଛି ପାପ ନ ଥିଲା। କିନ୍ତୁ ପରମେଶ୍ବର ଆମ୍ଭମାନଙ୍କ ପାଇଁ ତାହାଙ୍କୁ ପାପ ରୂପେ ଗଣ୍ଯ କଲେ, ଯେପରି ତାହାଙ୍କ ମାଧ୍ଯମ ରେ ଆମ୍ଭେ ପରମେଶ୍ବରଙ୍କ ଠା ରେ ଧାର୍ମିକ ଗଣିତ ହାଇପୋରିବା।
ଖ୍ରୀଷ୍ଟ ଆମ୍ଭ ନିମନ୍ତେ ଅଭିଶାପ ନିଜେ ଗ୍ରହଣ କଲେ ଏବଂ ଆମ୍ଭକୁ ବ୍ଯବସ୍ଥାର ଅଭିଶାପରୁ ମୁକ୍ତ କଲେ। ଶାସ୍ତ୍ର କୁ ହେ: ଯେଉଁ ଲୋକର ଶରୀରକୁ ଗଛ ରେ ଟାଙ୍ଗି ଦିଆ ଯାଏ,276 ସେ ଲୋକଟି ଅଭିଶାପଗ୍ରସ୍ତ।277
ଏହା କରିବାକୁ ତୁମ୍ଭେ ଆହ୍ବାନ ପାଇଛ। ତୁମ୍ଭେ ଅନୁସରଣ କରିବା ପାଇଁ ଖ୍ରୀଷ୍ଟ ଏକ ଉଦାହରଣ ଦଖାଇେ ଦଇଯୋଇଛନ୍ତି। ସେ ଯାହା କରିଥିଲେ, ତୁମ୍ଭେ ତାହା କରିବା ଉଚିତ୍। ସେ ତୁମ୍ଭ ପାଇଁ ଯାତନା ସହି ଥିବାରୁ, ତୁମ୍ଭେ ମଧ୍ଯ କଷ୍ଟ ଭୋଗିଲା ବେଳେ ର୍ଧୈୟ୍ଯଶୀଳ ହବୋ ଉଚିତ।
ପରମେଶ୍ବର ନ୍ଯାୟ ବିଚାର କରନ୍ତି। କୃଶ ଉପରେ ଯୀଶୁ ଆମ୍ଭ ପାପଗୁଡ଼ିକୁ ସ୍ବଦହେ ରେ ବହନ କଲେ। ସେ ଏହା କଲେ, ଯେପରି ଆମ୍ଭେ ପାପ ପାଇଁ ମୃତ ହେଉ, ଯାହା ସତ୍ଯ ତାହା ପାଇଁ ଜୀବିତ ରହିବା। ଯୀଶୁଙ୍କ କ୍ଷତଗୁଡ଼ିକ ଦ୍ବାରା ତୁମ୍ଭମାନେେ ସୁସ୍ଥ ହାଇେଛ।
ଖ୍ରୀଷ୍ଟ ନିଜେ ତୁମ୍ଭ ପାଇଁ ମଲେ। ସହେି ମୂଲ୍ଯ ତୁମ୍ଭର ପାପ ପାଇଁ ମୂଲ୍ଯ ଦଲୋ। ସେ ନିଜେ ଦୋଷୀ ନ ଥିଲେ କିନ୍ତୁ ଦୋଷୀ ଲୋକଙ୍କ ଲାଗି ମୃତ୍ଯୁ ବରଣ କଲେ। ସେ ତୁମ୍ଭ ସମସ୍ତଙ୍କୁ ପରମେଶ୍ବରଙ୍କ ପାଖକୁ ଆଣିବା ପାଇଁ ଏପରି କଲେ। ତାହାଙ୍କର ଶରୀରକୁ ବଧ କରାଗଲା, କିନ୍ତୁ ଆତ୍ମା ରେ ସେ ପୁନର୍ଜୀବିତ ହେଲେ,