ମାତ୍ର, ହେ ସଦାପ୍ରଭୁ, ଆମ୍ଭମାନେେ ପାପ ଓ କୁଟିଳାଚରଣ କରିଅଛୁ। ଆଉ ଦୁଷ୍କର୍ମ କରି ବିଦ୍ରୋହୀ ହାଇେଅଛୁ। ଆଉ ତୁମ୍ଭର ବିଧି ଓ ଶାସନ ପଥ ତ୍ଯାଗ କରିଅଛୁ।
Cross references
ସହେି ଦୂର ଦେଶ ରେ ବନ୍ଦୀରୂପେ ଥିବା ବେଳେ, ଯଦି ସମାନେେ ସମାନଙ୍କେର କୁକର୍ମ ପାଇଁ ସଠାେରେ ଅନୁତାପ କରନ୍ତି ଏବଂ ସ୍ବୀକାର କରନ୍ତି, 'ଆମ୍ଭେ ପାପ କଲୁ, ବିପଥଗାମୀ ହେଲୁ ଓ ଦୁଷ୍ଟ ହେଲୁ।'
ଏସବୁ ଘଟିବାର କାରଣ ହେଲା ସମାନେେ ଆପଣା ସଦାପ୍ରଭୁ ପରମେଶ୍ବରଙ୍କୁ ମାନିଲେ ନାହିଁ। ପୁଣି ସଦାପ୍ରଭୁଙ୍କର ଚୁକ୍ତିକୁ ସମାନେେ ଭାଙ୍ଗିଲେ ଓ ସଦାପ୍ରଭୁଙ୍କ ସବେକ ମାଶାଙ୍କେର ସମସ୍ତ ଆଜ୍ଞା ମାନିଲେ ନାହିଁ। ଆଉ ତାହା ଶୁଣିବାକୁ ସମ୍ମତ ହେଲେ ନାହିଁ କି ତାହା ପାଳନ କଲେ ନାହିଁ।
କାରଣ ସମାନେେ ଆମ୍ଭ ଦୃଷ୍ଟି ରେ କୁକର୍ମ କରି ଅଛନ୍ତି। ପୁଣି ସମାନେେ ସମାନଙ୍କେର ପୂର୍ବପୁରୁଷଗଣ ମିଶରରୁ ଆସିବା ଦିନଠାରୁ ଆଜି ପର୍ୟ୍ଯନ୍ତ ମାେତେ କୋରଧ ଜନ୍ମାଇଛନ୍ତି।
କିନ୍ତୁ ତାହାପରେ ସମାନେେ ବନ୍ଦୀରୂପେ ରହିଥିବା ଦେଶ ରେ ଅନୁତାପ କରିବେ ଓ ତୁମ୍ଭ ଦୟା ପାଇଁ ପ୍ରାର୍ଥନା କରିବେ। ସମାନେେ କହିବେ, 'ଆମ୍ଭମାନେେ ପାପ କରିଅଛୁ, ଆମ୍ଭମାନେେ ଭୁଲ୍ କରିଅଛୁ ଓ ଆମ୍ଭମାନେେ ଦୁଷ୍ଟତା ପୂର୍ବକ ଆଚରଣ କରିଅଛୁ।'
ହେ ମାରେ ପରମେଶ୍ବର,
ତୁମ୍ଭର କର୍ଣ୍ଣ ଶୁଣୁ ଏବଂ ତୁମ୍ଭର ଆଖି ଖୋଲ ଏବଂ ମାରେ ପ୍ରାର୍ଥନା ପ୍ରତି ଧ୍ଯାନ ଦିଅ। ଯାହା ମୁଁ ଦିନ ଓ ରାତ୍ରି ତୁମ୍ଭକୁ ପ୍ରାର୍ଥନା କରୁଅଛି। ମୁଁ ତୁମ୍ଭ ଦାସ ଇଶ୍ରାୟେଲୀୟମାନଙ୍କ ପାଇଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି। ତୁମ୍ଭ ବିରୁଦ୍ଧ ରେ କରିଥିବା ପାପ ଆମ୍ଭେ ସ୍ବୀକାର କରିଛୁ। ଉତ୍ତଯ ମୁଁ ଓ ମାରେ ପରିବାର ପାପ କରିଛୁ।
ତଥାପି ଆମ୍ଭମାନଙ୍କ ଉପରେ ଆଜି ପର୍ୟ୍ଯନ୍ତ ଯାହା ଯାହା ଘଟିଅଛି, ସେ ସବୁ ରେ ତୁମ୍ଭେ ଧର୍ମମଯ ଅଟ। କାରଣ ତୁମ୍ଭେ ସତ୍ଯ ବ୍ଯବହାର କରିଅଛ। ମାତ୍ର ଆମ୍ଭମାନେେ ଦୁଷ୍କର୍ମ କରିଅଛୁ।
କାରଣ ମୁଁ ସଦାପ୍ରଭୁଙ୍କ ଆଦେଶକୁ ପାଳନ କରେ। ମୁଁ ପରମେଶ୍ବରଙ୍କ ବିରୁଦ୍ଧରେ କୌଣସି ପାପ କରି ନାହିଁ।
ଆମ୍ଭମାନେେ ଠିକ୍ ଆମ୍ଭର ପୂର୍ବପୁରୁଷଙ୍କ ପରି ପାପ କରିଛୁ। ଆମ୍ଭେ ଅଧର୍ମ କରିଅଛୁ। ଅମ୍ଭମାନେେ ଅଧର୍ମ ଭାବରେ କାମ କରିଅଛୁ।
ସଦାପ୍ରଭୁ ମୁଁ ତୁମ୍ଭର ଶାସନରୁ ଫରେି ନାହିଁ, କାରଣ ତୁମ୍ଭେ ନିଜେ ମାେତେ ଶିକ୍ଷା ଦଇେଅଛ।
ମାତ୍ର ଆମ୍ଭମାନେେ ସମସ୍ତେ ମଷେପଲ ସଦୃଶ ବିପଥରେ ବୁଲିଲୁ। ଆମ୍ଭମାନେେ ପ୍ରେତ୍ୟକକ ନିଜ ନିଜ ପଥରେ ୟାଇଅଛୁ। ଆମ୍ଭ ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ପାପର ବୋଝ ମୁଣ୍ଡ ରେ ନଇେ ୟାଇଛନ୍ତି।
ଆମ୍ଭମାନେେ ତାଙ୍କର ବିରୁଦ୍ଧାଚରଣ କରିବା ଓ ସଦାପ୍ରଭୁଙ୍କ ପ୍ରତି ଅବିଶ୍ବସ୍ତ ହବୋ। ଆମ୍ଭମାନେେ ସଦାପ୍ରଭୁଙ୍କଠାରୁ ବିମୁଖ ହେଲୁ। ଆମ୍ଭେ ଉତ୍ପୀଡ଼ନ ଓ ବିଦ୍ରୋହର କଥା କହୁ। ଆମ୍ଭେ ମିଥ୍ଯା କଥା କହି ଧାର୍ମିକତାକୁ ଆମ୍ଭଠାରୁ ଛାଡ଼ି ଦେଉ।
କାରଣ ଯେ ନିଜ ଅପେକ୍ଷାକାରୀ ପକ୍ଷ ରେ କାର୍ୟ୍ଯ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ବର କଥା ଶୁଣି ନାହାଁନ୍ତି କିମ୍ବା କର୍ଣ୍ଣଗୋଚର ହାଇେ ନାହିଁ କିମ୍ବା ଚକ୍ଷୁ ଦେଖି ନାହିଁ।
ଯେଉଁମାନେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସହେିମାନଙ୍କୁ ଆଘାତ କରିଛ। ମାତ୍ର ଅତୀତ କାଳ ରେ ଆମ୍ଭେ ପାପ କଲୁ ଏବଂ ତୁମ୍ଭେ ରାଗିଲ। ଅତୀତ କାଳ ରେ ଆମ୍ଭମାନେେ ଦୋଷ କଲୁ।
ଆମ୍ଭମାନେେ ନିଜ ଲଜ୍ଜ୍ଯା ରେ ଅବନତ ହେଉ। ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ। କାରଣ ଆମ୍ଭମାନେେ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ବାଲ୍ଯକାଳରୁ ଅଦ୍ଯାବଧି ଆମ୍ଭମାନଙ୍କର ପରମେଶ୍ବର ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କରିଅଛୁ। ଆଉ ଆମ୍ଭମାନେେ ଆମ୍ଭମାନଙ୍କ ପରମେଶ୍ବର ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କରିଅଛୁ। ଆଉ ଆମ୍ଭମାନେେ ଆମ୍ଭମାନଙ୍କ ପରମେଶ୍ବର ସଦାପ୍ରଭୁଙ୍କ ବାକ୍ଯକୁ ଅବମାନନା କରିଅଛୁ।
ହେ ସଦାପ୍ରଭୁ, ଆମ୍ଭମାନେେ ଜାଣୁଛୁ ଆମ୍ଭର ଅଧର୍ମ ଯୋଗୁଁ ଆମ୍ଭମାନେେ ଦୁଃଖଭୋଗ କରୁଅଛୁ। ତଥାପି ତୁମ୍ଭେ ଆପଣା ନାମ ସକାେଶ କାର୍ୟ୍ଯ କର ଓ ଆମ୍ଭମାନଙ୍କୁ ସାହାୟ୍ଯ କର। କାରଣ ଆମ୍ଭମାନେେ ବହୁବାର ତୁମ୍ଭକୁ ପରିତ୍ଯାଗ କରିଅଛୁ ଓ ତୁମ୍ଭ ବିରୁଦ୍ଧ ରେ ପାପ କରିଅଛୁ।
ହେ ପରମେଶ୍ବର, ଆମ୍ଭମାନେେ ଆମ୍ଭମାନଙ୍କର ଦୁଷ୍ଟତା ଓ ଆମ୍ଭ ପୂର୍ବପୁରୁଷମାନଙ୍କର ଅଧର୍ମ ସ୍ବୀକାର କରୁଅଛୁ। ହଁ, ଆମ୍ଭମାନେେ ତୁମ୍ଭ ବିରୁଦ୍ଧ ରେ ପାପ କରିଅଛୁ।
ତୁମ୍ଭେ ବହୁ ଗୋଷ୍ଠୀ ସହିତ ବନ୍ଧୁତା ସ୍ଥାପନ କରିଅଛ। ମାତ୍ର 'ବନ୍ଧୁମାନେ' ତୁମ୍ଭକୁ ପାଶୋରି ଅଛନ୍ତି। ସମାନେେ ତୁମ୍ଭକୁ ମନେ ପକାନ୍ତି ନାହିଁ। କାରଣ ତୁମ୍ଭର ବହୁ ଅଧର୍ମ ଓ ବହୁ ପାପ ୟୋଗୁଁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ଯ ଆଘାତ କରିଅଛୁ ଓ ନିର୍ଦ୍ଦଯ ଲୋକ ତୁଲ୍ଯ ଶାସ୍ତି ଦଇେଅଛୁ।
ହେ ସଦାପ୍ରଭୁ, ଦେଖ, ମୁଁ କିପରି ବିପଦଗ୍ରସ୍ତା। ମାରେ ଅନ୍ତର ବ୍ଯଥିତ ହେଉଛି, କାରଣ ମୁଁ ବିଦ୍ରୋହୀ ଥିଲି। ବାହା ରେ ଖଡ଼ଗ ବଧ କରୁଅଛି ଓ ଗୃହ ଭିତ ରେ ମୃତ୍ଯୁ ରହିଅଛି। ହେ ସଦାପ୍ରଭୁ ଦେଖ, ମାରେ ଅନ୍ତର କିପରି ଦହି ମାହେିଁବା ଭଳି ହେଉଛି।
ଆଉ ଆସ କହିବା, ଆମ୍ଭମାନେେ ଆଜ୍ଞା ଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ, ତୁମ୍ଭେ କ୍ଷମା କରିନାହଁ।
ଆଉ ୟିରୁଶାଲମର ଲୋକମାନେ ଦୁଷ୍ଟତା କରି ସହେି ଗୋଷ୍ଠୀଗଣ ଅପେକ୍ଷା ଆମ୍ଭ୍ ଶାସନାବଳି ବିରୁଦ୍ଧ ରେ ଓ ତାହାର ଚତୁର୍ଦ୍ଦିଗସ୍ଥିତ ଦେଶ ସମୂହର ଅପେକ୍ଷା ଆମ୍ଭ ବିଧି ସକଳର ବିରୁଦ୍ଧ ରେ ବିଦ୍ରୋହାଚରଣ କରିଅଛନ୍ତି। କାରଣ ସମାନେେ ଆମ୍ଭର ଶାସନାବଳି ଅଗ୍ରାହ୍ଯ କରିଅଛନ୍ତି ଓ ଆମ୍ଭର ବିଧିପୂର୍ବକ ପଥରେ ଗମନ କରି ନାହାଁନ୍ତି।
ଏବଂ ବଞ୍ଚି ରହିଥିବା ଲୋକମାନଙ୍କୁ ଯେଉଁମାନଙ୍କୁ ଗୋଷ୍ଠୀଯମାନଙ୍କୁ ବନ୍ଦୀରୂପେ ନିଆୟିବ, ସମାନେେ ମାେତେ ମନେ ରଖିବେ ଏବଂ ଆମ୍ଭେ ସମାନଙ୍କେର ବ୍ଯଭିଚାରୀ ହୃଦଯକୁ କିପରି ଦୁଃଖ ରେ ପୂର୍ଣ୍ଣ କଲୁ, ଯାହା ଆମ୍ଭଠାରୁ ଦୂ ରଇେ ଗଲା ଏବଂ ସମାନଙ୍କେର ବ୍ଯଭିଚାରୀ ଆଖି ଯାହା ସମାନଙ୍କେର ମୂର୍ତ୍ତିସବୁକୁ ଅନୁସରଣ କଲା। ସମାନେେ ନିଜେ କରିଥିବା କୁକର୍ମ ପାଇଁ ଓ ସମାନଙ୍କେର ଘୃଣ୍ଯ ବ୍ଯବହାର ପାଇଁ ନିଜକୁ ଘୃଣା କରିବେ।
ଆଉ ସମଗ୍ର ଇଶ୍ରାୟେଲ ତୁମ୍ଭରବ୍ଯବସ୍ଥା ଲଙ୍ଘନ କରିଅଛନ୍ତି। ସମାନେେ ତୁମ୍ଭ ପ୍ରତି ବିମୁଖ ହାଇେଅଛନ୍ତି। ଏହି କାରଣରୁ ଅଭିଶାପ ଓ ପରମେଶ୍ବରଙ୍କ ସବେକ ମାଶାଙ୍କେ ବ୍ଯବସ୍ଥା ରେ ଲିଖିତ ପ୍ରତିଜ୍ଞା ଆମ୍ଭମାନଙ୍କ ଉପ ରେ ଢଳା ୟାଇଅଛି। କାରଣ ଆମ୍ଭମାନେେ ତାଙ୍କ ବିରୁଦ୍ଧ ରେ ପାପ କରିଅଛୁ।
ଏଣୁ ହେ ଆମ୍ଭମାନଙ୍କର ପରମେଶ୍ବର ସଦାପ୍ରଭୁ, ତୁମ୍ଭେ ତୁମ୍ଭର ବଳବାନ ହସ୍ତଦ୍ବାରା ଆପଣା ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଛ। ଏବେ ମଧ୍ଯ ତୁମ୍ଭେ ପ୍ରସିଦ୍ଧି ଲାଭ କରିଅଛୁ। ହେ ପ୍ରଭୁ, ଆମ୍ଭମାନେେ ପାପ କରିଅଛୁ ଓ ଆମ୍ଭମାନେେ ଦୁଷ୍କର୍ମ କରିଅଛୁ।
ସଦାପ୍ରଭୁଙ୍କର ହାେେଶୟ ପ୍ରତି ଏହା ଥିଲା ପ୍ରଥମ ବାର୍ତ୍ତା। ସଦାପ୍ରଭୁ କହିଲେ, ୟାଅ, ଏକ ଗଣିକାକୁ ବିବାହ କର, ଯାହାଫଳ ରେ ବେଶ୍ଯାର ପୁତ୍ର ଜନ୍ମ ହବେ। କାହିଁକି? କାରଣ ଏହି ଦେଶର ଲୋକମାନେ ଗଣିକା ପରି କାର୍ୟ୍ଯ କରିଛନ୍ତି। ସଦାପ୍ରଭୁଙ୍କଠା ରେ ଅବିଶ୍ବସ୍ତ ହାଇେଛନ୍ତି।
ମାତ୍ର ତୁମ୍ଭମାନେେ ମାରେ ବ୍ଯବସ୍ଥା ପାଳନ କଲନାହିଁ, ଠିକ୍ ଯେପରି ତୁମ୍ଭର ପୂର୍ବପୁରୁଷଗଣ ମଧ୍ଯ ଆମ୍ଭକୁ ଅବଜ୍ଞା କଲେ। ତୁମ୍ଭମାନେେ ଆମ୍ଭ ନିକଟକୁ ଫରେିଆସ, ତାହା ହେଲେ ଆମ୍ଭେ ତୁମ୍ଭମାନଙ୍କେ ନିକଟକୁ ଫରେିୟିବା, ସଦାପ୍ରଭୁ ଏହିକଥା କହିଥିଲେ।
ଅତଏବ ଭାଇ ଓ ଭଉଣୀମାନେ, ତୁମ୍ଭ ମଧିଅରେ କହେି ପାପ ନ କର, ଅବିଶ୍ବାସୀ ନ ହୁଅ, ଓ ଜୀବିତ ପରମେଶ୍ବରଙ୍କ ପ୍ରତି ବିମୁଖ ନ ହୁଅ, ଏଥିପାଇଁ ସାବଧନା ରୁହ।