Home Bibles ☰ Books ଦିତୀୟ ବିବରଣ 1:12 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 1:12 · ଓଡ଼ିଆ ବାଇବେଲ

କିନ୍ତୁ ମୁ ଏକାକି ତୁମ୍ଭମାନଙ୍କର ସମସ୍ଯା, ବିବାଦ ଓ ଭାର ବକ୍ସ୍ଟଝି ପାରିବ ନାହିଁ।

Cross references

ଯାତ୍ରା ପୁସ୍ତକ 18:13

ତା'ପରଦିନ ମାଶାେ ଲୋକଙ୍କର ବିଚାର କରିବାକୁ ବସିଲେ। ତେଣୁ ବହୁତ ଲୋକ ତାଙ୍କ ସମ୍ମୁଖ ରେ ସନ୍ଧ୍ଯା ପର୍ୟ୍ଯନ୍ତ ଠିଆ ହାଇେ ରହିଲେ।

ଗଣନା ପୁସ୍ତକ 11:11

ତହୁଁ ମାଶାେ ସଦାପ୍ରଭୁଙ୍କୁ କହିଲେ, ତୁମ୍ଭେ କାହିଁକି ଆପଣା ଦାସ ପ୍ରତି ଅସୁବିଧା କରୁଛ? ତୁମ୍ଭେ କାହିଁକି ମାେ ଉପରେ କୋର୍ଧ ଦଖାେଉଛ? କାହିଁକି ଆପଣା ମାେ ଉପରେ ଏହି ସମସ୍ତ ଲୋକଙ୍କ ଭାର ଦେଉଅଛ?

ଦିତୀୟ ବିବରଣ 1:9

ମାଶାେ କହିଲେ, ସେ ସମୟରେ ମୁ ତୁମ୍ଭମାନଙ୍କୁ କହିଲି, ମୁ ଏକା ତୁମ୍ଭମାନଙ୍କର ଭଲ ମନ୍ଦ ବକ୍ସ୍ଟଝିପାରିବି ନାହିଁ।

ପ୍ରଥମ ରାଜାବଳୀ 3:7

ହେ ସଦାପ୍ରଭୁ ମାରେ ପରମେଶ୍ବର, ତୁମ୍ଭେ ମାରେ ପିତା ଦାଉଦଙ୍କ ପଦ ରେ ଏହି ଦାସକୁ ରାଜା କରିଅଛ। କିନ୍ତୁ ମୁଁ ମାତ୍ର ଏକ ବାଳକ ଅଟେ। ମୁଁ ଲୋକମାନଙ୍କୁ ବାଟ ଦଖାଇବୋ ପାଇଁ ଅନଭିଜ୍ଞ।

ଗୀତସଂହିତା 89:19

ତୁମ୍ଭେ ଆପଣା ଅନୁସରଣକାରୀଙ୍କୁ ଦର୍ଶନ ଦଇେ କହିଲ, ଆମ୍ଭେ ଏକ ୟୁବକ ତୁମ୍ଭ ମଧ୍ଯରୁ ମନୋନୀତ କରି ତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ମୁଖ୍ଯ ସ୍ଥାପିତ କଲୁ। ଆମ୍ଭେ ସହେି ସୈନିକକୁ ଶକ୍ତିଶାଳୀ କରି ଗଢ଼ି ତୋଳିଲୁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:16

ଯେଉଁମାନେ ନଷ୍ଟ ହାଇେ ଯାଇଛନ୍ତି, ସମାନଙ୍କେ ଲାଗି ଆମ୍ଭମାନେେ ମୃତ୍ଯୁର ଦୁର୍ଗନ୍ଧ ସ୍ବରୂପ ଅଟୁ। କିନ୍ତୁ ଯେଉଁମାନେ ଉଦ୍ଧାର ପାଇଛନ୍ତି, ଆମ୍ଭେ ସମାନଙ୍କେ ଲାଗି ଜୀବନର ସୁଗନ୍ଧି ଅଟୁ। ଅତଏବ ପ୍ରଶ୍ନ ଏହା ଯେ, ଏହି କାମ କରିବା ପାଇଁ କିଏ ସମର୍ଥ ?

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 3:5

ଆମ୍ଭେ ନିଜେ ସମସ୍ତ ଉତ୍ତମ କର୍ମ କରିପାରୁ, ତାହା ନୁହେଁ, କିନ୍ତୁ ଆମ୍ଭକୁ ଏହି ସାମର୍ଥ୍ଯ ପରମେଶ୍ବରଙ୍କଠାରୁ ପ୍ରାପ୍ତ ହାଇେଛି।

Interlinear

Choose Theme