ତେଣୁ ମୁ କହିଲି, 'ତୁମ୍ଭମାନେେ ତୁମ୍ଭମାନଙ୍କ ପ୍ରେତ୍ୟକକ ଗୋଷ୍ଠୀରୁ ବକ୍ସ୍ଟଦ୍ଧିମାନ ଓ ବିଖ୍ଯାତ ଲୋକମାନଙ୍କୁ ଜଣଜଣକକ୍ସ୍ଟ ବାଛ। ମୁ ସମାନଙ୍କେୁ ତୁମ୍ଭମାନଙ୍କ ଉପରେ ନେତା ରୂପେ ନିୟକ୍ସ୍ଟକ୍ତି କରିବି। ଏହିପରି ଲୋକମାନଙ୍କୁ ମନୋନୀତ କର, ଯେଉଁମାନେ ବକ୍ସ୍ଟଦ୍ଧିମାନ, ବିଚାରଶୀଳ, ଜ୍ଞାନି ଓ ଅଭିଜ୍ଞ ହାଇେଥିବେ।'
Cross references
ସେଥିପାଇଁ ଫାରୋ ଏକ ବୁଦ୍ଧିମାନ, ଜ୍ଞାନୀ ଲୋକଙ୍କୁ ମିଶରର ଦାଯିତ୍ବ ଦବୋ ପାଇଁ ମନୋନୀତ କରିବେ।
ଆହୁରି ତୁମ୍ଭେ ଏହି ଲୋକମାନଙ୍କ ମଧ୍ଯରୁ କର୍ମକ୍ଷମ, ଅର୍ଥାତ୍
ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ, ଇଶ୍ରାୟେଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଡାକ। ସମାନଙ୍କେୁ ସମାଗମ ତମ୍ବୁ ନିକଟକୁ ଆଣ। ସମାନେେ ତୁମ୍ଭ ସହିତ ଛିଡା ହବୋ ଉଚିତ୍।
ତେଣୁ ମୃତମାନଙ୍କ ମଧ୍ଯରୁ ଯୀଶୁଙ୍କର ପୁନରୁତ୍ଥାନର ସାକ୍ଷୀ ହବୋ ନିମନ୍ତେ ଆଉ ଜଣେ ଆମ୍ଭ ସହିତ ଯୋଗ ଦବୋ ନିତାନ୍ତ ଜରୁରୀ ଅଟେ। ତେଣୁ ପ୍ରଭୁ ଯୀଶୁ ଆମ୍ଭ ସହିତ ଥିବା ସମୟରେ ସେତବେେଳେ ଆମ୍ଭମାନଙ୍କ ଭିତ ରେ ଯେତେ ଜଣ ଥିଲେ ସମାନଙ୍କେ ମଧ୍ଯରୁ ଆଉ ଜଣକୁ ହିଁ ବଛାୟିବ।
ତେଣୁ ପ୍ ରରେିତମାନେ ସଂମ୍ପୂର୍ଣ୍ଣ ଶିଷ୍ଯ ମଣ୍ଡଳୀକୁ ଡ଼ାକି କହିଲେ, ଆମ୍ଭେ ପରମେଶ୍ବରଙ୍କର ବାକ୍ଯ ପ୍ରଚାର ରେ ଅବ ହଳୋ କରିବା ଠିକ୍ ହବେନାହିଁ। ଖାଦ୍ୟ ବଣ୍ଟନ ରେ ସମୟ ଦବୋ ଅପେକ୍ଷା ପ୍ରଚାର କାର୍ୟ୍ଯ ଚାଲୁ ରଖିବା ଆମ୍ଭପକ୍ଷେ ଯଥାର୍ଥ ହବେ।