ସହେି ସମୟରେ, ମୁ ମଧ୍ଯ ତୁମ୍ଭମାନଙ୍କୁ କହିଥିଲି, ତୁମ୍ଭର କର୍ତ୍ତବ୍ଯ ଓ କର୍ମ ବିଷଯ ରେ।
Cross references
ହିଁ ଦେଖ, ସଦାପ୍ରଭୁ ମାରେ ପରମେଶ୍ବର ମାେତେ ଯେପରି ଆଜ୍ଞା ଦେଲେ, ମୁ ସହେି ବ୍ଯବସ୍ଥାସବୁ ଶିକ୍ଷା ଦଲେି। ମୁ ତୁମ୍ଭମାନଙ୍କୁ ସହେିପରି ବ୍ଯବସ୍ଥା ଓ ବିଧି ଶିକ୍ଷା ଦଇେଅଛି, ଯେପରି ତୁମ୍ଭମାନେେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସହେି ଦେଶ ରେ ତୁମ୍ଭମାନେେ ସମାନଙ୍କେ ଅନକ୍ସ୍ଟସା ରେ ବାସ କରିବ।
ସେଥିପାଇଁ ତୁମ୍ଭମାନେେ ବ୍ଯବସ୍ଥା ଓ ଆଜ୍ଞା ପାଳନ କରିବା ଉଚିତ୍, ଯାହାକି ମୁ ଆଜି ତୁମ୍ଭମାନଙ୍କୁ ଦେଉଛି। ତେଣୁ ତୁମ୍ଭର ଓ ତୁମ୍ଭମାନଙ୍କର ପିଲାମାନଙ୍କର ମଗଂଳ ହବେ,ଏବଂ ତକ୍ସ୍ଟମ୍ଭମାନେ ସହେି ଭୂମିରେ ଦିର୍ଘଦିନ ଧରି ବାସ କରିବ, ଯାହା ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଚିରଦିନ ପାଇଁ ଦଇେଛନ୍ତି।
ସାବଧାନତା ସହକା ରେ ମୁ ଯେଉଁ ଆଜ୍ଞାମାନ ଦଲେି ତାହା ତୁମ୍ଭମାନେେ ପାଳନ କରିବ। ତହିଁରେ ଯାହା ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ଦୃଷ୍ଟି ରେ ଯାହା ଉତ୍ତମ ଓ ଯଥାର୍ଥ ତାହା କଲେ ତୁମ୍ଭର ଓ ତୁମ୍ଭମାନଙ୍କ ପରେ ତକ୍ସ୍ଟମ୍ଭ ବଂଶଧରଗଣର ୟକ୍ସ୍ଟଗାନକ୍ସ୍ଟସା ରେ ମଙ୍ଗଳ ହବେ।
ମୁ ଯାହା ତୁମ୍ଭମାନଙ୍କୁ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭମାନେେ ପାଳନ କରିବାକୁ ମନୋଯୋଗ କରିବ। ତୁମ୍ଭମାନେେ ତାହାଠାରକ୍ସ୍ଟ କିଛି ଉଣା କରିବ ନାହିଁ କି ତହିଁରେ କିଛି ଅଧିକ ୟୋଗ କରିବ ନାହିଁ।
ମୁଁ ତୁମ୍ଭମାନଙ୍କୁ ଯାହା ସବୁ କହିଛି, ସେ ସବୁ କଥା ପାଳନ କରିବ ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭମାନେେ ଦୃଢ଼ ବିଶ୍ବାସ ରଖ। ଜଗତର ଶଷେ ସମୟ ପର୍ୟ୍ଯନ୍ତ ମଧ୍ଯ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।
ଯେଉଁ ସବୁ ବିଷୟ ତୁମ୍ଭମାନଙ୍କ ନିମନ୍ତେ ମଙ୍ଗଳଜନକ, ସହେିସବୁ ତୁମ୍ଭମାନଙ୍କ ନିକଟରେ ମୁଁ ବିନା ସଙ୍କୋଚ ରେ ପ୍ରଚ଼ାର କହିଛି। ଜନସାଧାରଣଙ୍କ ସାମନା ରେ ଓ ଘ ରେ ଘ ରେ ବୁଲି ମୁଁ ତୁମ୍ଭମାନଙ୍କୁ ଉପଦେଶ ଦଇେଛି।
କାରଣ ମୁଁ ତୁମ୍ଭମାନଙ୍କୁ ଆଗ ରେ ପରମେଶ୍ବରଙ୍କର ସମସ୍ତ ଇଚ୍ଛା ବିନା ସଙ୍କୋଚ ରେ ଜଣାଇ ସାରିଛି।