Home Bibles ଦିତୀୟ ବିବରଣ 1:19 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 1:19 · ଓଡ଼ିଆ ବାଇବେଲ

ଏହାପରେ ଆମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବରଙ୍କର ଆଜ୍ଞା ଅନକ୍ସ୍ଟସା ରେ ହାରେବେ ପରିତ୍ଯାଗ କଲକ୍ସ୍ଟ। ଏବଂ ଇ ମାରେୀଯମାନଙ୍କର ପର୍ବତମଯ ଦେଶକକ୍ସ୍ଟ ୟାତ୍ରା କଲକ୍ସ୍ଟ। ଆମ୍ଭମାନେେ ଯେଉଁ ବିସ୍ତିର୍ଣ, ଯେଉଁ ଭୟଙ୍କର ପ୍ରାନ୍ତର ୟିବା ବାଟରେ ଦେଖିଲକ୍ସ୍ଟ, ତା ମଧ୍ଯଦଇେ ୟାଇ କାଦେଶ ବର୍ଣଯେ ରେ ପହଁଞ୍ଚିଲକ୍ସ୍ଟ।

Cross references

ଗଣନା ପୁସ୍ତକ 10:12

ତହୁଁ ଇଶ୍ରାୟେଲର ଲୋକମାନେ ସନୀଯ ମରୁଭୂମିରୁ ୟାତ୍ରା ଆରମ୍ଭ କଲେ, ପୁଣି ସହେି ମେଘ ପାରଣ ମରୁଭୂମିରେ ଅବସ୍ଥାନ କଲା।

ଗଣନା ପୁସ୍ତକ 13:13

ଆଶରେ ଗୋଷ୍ଠୀବର୍ଗ ମଧ୍ଯରୁ ମୀଖାଯଲରେ ପୁତ୍ର ସଥୁର।

ଗଣନା ପୁସ୍ତକ 13:26

ଅନନ୍ତର ସମାନେେ ଆସି ପାରଣ ମରୁଭୂମି କାଦେଶ ନାମକ ସ୍ଥାନ ରେ ମାଶାଙ୍କେୁ ଭଟେିଲେ, ହାରୋଣ ଓ ଇଶ୍ରାୟେଲ ଲୋକମାନେ ସମସ୍ତ ମଣ୍ତଳୀ ନିକଟରେ ଉପସ୍ଥିତ ହାଇେ ସମାନଙ୍କେୁ ଓ ସମସ୍ତ ମଣ୍ତଳୀକି ସମାଚାର ଦେଲେ ଓ ସମାନଙ୍କେୁ ସହେି ଦେଶର ଫଳ ଦଖାଇେଲେ।

ଗଣନା ପୁସ୍ତକ 14:14

ପୁଣି ସମାନେେ ଏ ଦେଶ ନିବାସିମାନଙ୍କୁ ତାହା କହିବେ, ସମାନେେ ଶୁଣିଛନ୍ତି ଯେ ତୁମ୍ଭେ ସଦାପ୍ରଭୁ ଏହି ଲୋକମାନଙ୍କ ମଧିଅରେ ଅଛନ୍ତି, କାରଣ ତୁମ୍ଭେ ସମାନଙ୍କେୁ ପ୍ରତ୍ଯକ୍ଷ ଦର୍ଶନ ଦେଉଅଛ ଓ ତୁମ୍ଭ ମେଘ ସମାନଙ୍କେ ଉପରେ ଅବସ୍ଥାନ କରୁଅଛି। ତୁମ୍ଭେ ଦିନ ବେଳେ ମେଘସ୍ତମ୍ଭ ରେ ଓ ରାତ୍ରି ବେଳେ ଅଗ୍ନି ସ୍ତମ୍ଭ ରେ ସମାନଙ୍କେ ଆଗେ ଆଗେ ଗମନ କରୁଅଛ।

ଦିତୀୟ ବିବରଣ 1:2

ସଯେୀର ପର୍ବତ ଦଇେ ହାରେବଠାେରକ୍ସ୍ଟ କାଦେଶ-ବର୍ଣଯେ ପର୍ୟ୍ଯନ୍ତ ୟାତ୍ରା ସାଧାରଣତଃ ଏଗାର ଦିନ ଲାଗେ।

ଦିତୀୟ ବିବରଣ 1:7

ଇମାରେୀୟମାନଙ୍କ ପର୍ବତ ଦେଶକକ୍ସ୍ଟ ୟାଅ। ତୁମ୍ଭେ ସହେି ଦେଶର ପଡ଼ୋଶୀ ଅଞ୍ଚଳ ଗୁଡିକୁ ୟାଅ, ପର୍ବତମଯ ଦେଶ, ୟର୍ଦ୍ଦନର ଉପତ୍ୟକାକକ୍ସ୍ଟ ତଳଭୂମି, ମରକ୍ସ୍ଟଭୂମି ଏବଂ ସମକ୍ସ୍ଟଦ୍ର ଉପକୂଳ ସମତେ କିଣାନୀଯମାନଙ୍କ ସମସ୍ତଦେଶ ଓ ଲିବାନୋନ୍ ଦଇେ ଫରାତ ନଦୀ ପର୍ୟ୍ଯନ୍ତ ୟାଅ।

ଦିତୀୟ ବିବରଣ 8:15

ସେ ତୁମ୍ଭର ଭବିଷ୍ଯତ ମଙ୍ଗଳ ନିମନ୍ତେ ତୁମ୍ଭକୁ ନମ୍ର କରିବାକୁ ଓ ତୁମ୍ଭର ପରୀକ୍ଷା ନବୋକକ୍ସ୍ଟ ବିଷଧର ସର୍ପ ଓ ବିଛା ପକ୍ସ୍ଟଣି ନିର୍ଜଳ ଶକ୍ସ୍ଟଷ୍କ ଭୂମିଥିବା ଏହି ବିସ୍ତିର୍ଣ୍ଣ ଓ ଭୟାନକ ମରକ୍ସ୍ଟଭୂମି ଦଇେ ତୁମ୍ଭମାନଙ୍କୁ ଗମନ କରାଇ ଆଣିଲେ। ସେ ତୁମ୍ଭମାନଙ୍କ ପାଇଁ ଚକ୍ମକି ପ୍ରସ୍ତରମଯ ଶୈଳରକ୍ସ୍ଟ ଜଳ ବାହାର କଲେ।

ଦିତୀୟ ବିବରଣ 32:10

ସଦାପ୍ରଭୁ ୟାକକ୍ସ୍ଟବଙ୍କକ୍ସ୍ଟ ପ୍ରାନ୍ତର ଦେଶ ରେ ଓ ପଶକ୍ସ୍ଟ ବୋବାଳି ପୂର୍ଣ ଘାରେ ମରକ୍ସ୍ଟଭୂମିରକ୍ସ୍ଟ ପାଇଲେ, ସେ ତାହାଙ୍କକ୍ସ୍ଟ ଗ୍ଭରିଆଡକ୍ସ୍ଟ ଘରେି ରଖିଲେ। ସେ ତାହାଙ୍କକ୍ସ୍ଟ ସକ୍ସ୍ଟରକ୍ଷା ଦେଲେ, ଠିକ୍ ତାଙ୍କର ମୂଲ୍ଯବାନ୍ ସଐତ୍ତି ପରି।

ଯିହୋଶୂୟ 10:41

ଯିହାଶୂେୟ କାଦେଶ ବର୍ଣ୍ଣଯଠାେରକ୍ସ୍ଟ ଘସା ପର୍ୟ୍ଯନ୍ତ ସମାନଙ୍କେୁ ଓ ଗିବିଯୋନ ପର୍ୟ୍ଯନ୍ତ ଗୋଶନର ସମସ୍ତ ଦେଶ ପରାସ୍ତ କଲେ।

ଯିରିମିୟ 2:6

ତୁମ୍ଭର ପୂର୍ବପୁରୁଷଗଣ କହିଲେ ନାହିଁ ଯେ, 'ଆମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲେ, ଯେ ପ୍ରାନ୍ତର ରେ ମରୁଭୂମି ଓ ଗର୍ତ୍ତମଯ ଦେଶରୁ ଆଉ ନିର୍ଜନ ଓ ମୃତ୍ଯୁଛାଯାରୂପ ଦେଶରୁ, ପୁଣି ପଥିକବିହୀନ ଓ ନିବାସୀଶୂନ୍ଯ ଦେଶ ମଧ୍ଯରୁ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସହେି ସଦାପ୍ରଭୁ କାହାଁନ୍ତି ?'

Interlinear

Choose Theme