Home Bibles ☰ Books ଦିତୀୟ ବିବରଣ 1:23 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 1:23 · ଓଡ଼ିଆ ବାଇବେଲ

ମୁ ଭାବିଲି ଏହା ଏକ ଉତ୍ତମ ଧାରଣା ଥିଲା। ତେଣୁ ମୁ ତୁମ୍ଭମାନଙ୍କର ପ୍ରେତ୍ୟକକ ପରିବାରବର୍ଗରକ୍ସ୍ଟ ଜଣେ ଜଣେ କରି ବାରଜଣଙ୍କକ୍ସ୍ଟ ବାଛିଲି।

Cross references

ଗଣନା ପୁସ୍ତକ 13:3

ତେଣୁ ମାଶାେ ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ପାରଣ ମରୁଭୂମି ପ୍ରାନ୍ତରରୁ ସମାନଙ୍କେୁ ପଠାଇଲେ। ସହେି ଲୋକମାନେ ଇଶ୍ରାୟେଲର ଲୋକମାନଙ୍କର ନତେୃବର୍ଗ ଥିଲେ।

ଗଣନା ପୁସ୍ତକ 32:8

ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ ବର୍ଣଯଠାରୁେ ସହେି ଦେଶ ଦେଖିବାକୁ ପଠାଇବା ବେଳେ ସମାନେେ ଏହିରୂପେ କରିଥିଲେ।

Interlinear

Choose Theme