ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ମାେ ଉପରେ କୋରଧିତ ହେଲେ। ସେ ମାେତେ କହିଲେ, ' ମାଶାେ, ତୁମ୍ଭେ ମଧ୍ଯ ସେ ସ୍ଥାନ ରେ ପ୍ରବେଶ କରିବ ନାହିଁ।
Cross references
ଏଥି ରେ ସଦାପ୍ରଭୁ ମାଶାେ ଓ ହାରୋଣଙ୍କୁ କହିଲେ, ତୁମ୍ଭମାନେେ ଲୋକମାନଙ୍କ ସମ୍ମୁଖ ରେ ମାଠାେ ରେ ବିଶ୍ବାସ କଲ ନାହିଁ ଏବଂ ଲୋକମାନଙ୍କ ଆଗ ରେ ମାେତେ ପବିତ୍ର ରୂପେ ସମ୍ମାନ ଦେଲେ ନାହିଁ। ଏଣୁ ତୁମ୍ଭମାନେେ ଏହିସବୁ ଲୋକମାନଙ୍କୁ ସହେି ଦେଶ ଭିତରକୁ ନବେ ନାହିଁ, ଯାହା ମୁଁ ସମାନଙ୍କେୁ ଦଇେଛି।
ତାହା ତୁମ୍ଭେ ନିରୀକ୍ଷଣ କଲାପରେ, ହାରୋଣଙ୍କ ତୁଲ୍ଯ ତୁମ୍ଭେ ମଧ୍ଯ ତୁମ୍ଭ ପୁର୍ବପୁରୁଷଗଣ ନିକଟକୁ ୟିବ।
ଏହାପରେ ମୁ ସଦାପ୍ରଭୁଙ୍କୁ ଅନକ୍ସ୍ଟ ରୋଧ କଲି।
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ମାେ ଉପରେ କୋରଧ କଲେ ଓ ମାେ କଥା ଶୁଣିଲେ ନାହିଁ। ଆଉ ସଦାପ୍ରଭୁ ମାେତେ କହିଲେ, 'ତୁମ୍ଭର ୟଥେଷ୍ଟ ହେଲାଣି। ଏ ବିଷଯ ରେ ଆମ୍ଭକକ୍ସ୍ଟ ଆଉ କକ୍ସ୍ଟହ ନାହିଁ।
ପିସ୍ଗାର ଶୃଙ୍ଗକକ୍ସ୍ଟ ଚଢିୟାଅ, ଆଉ ପଶ୍ଚିମ, ଉତ୍ତର, ଦକ୍ଷିଣ ଓ ପୂର୍ବ ଆଡେ ତକ୍ସ୍ଟମ୍ଭ ନିଜ ଆଖି ରେ ସହେି ଦେଶକକ୍ସ୍ଟ ଦେଖ, କାରଣ ତୁମ୍ଭେ କବେେ ୟର୍ଦ୍ଦନ ନଦୀ ପାର ହବେ ନାହିଁ।
କିନ୍ତୁ ଯିହାଶୂେୟଙ୍କକ୍ସ୍ଟ ଆଜ୍ଞା ଦିଅ, ତାହାକକ୍ସ୍ଟ ସାହାସ ଦିଅ ଓ ତାହାକକ୍ସ୍ଟ ବଳବାନ କରାଅ। କାରଣ ସେ ଏହି ଲୋକମାନଙ୍କର ଆଗେ ଆଗେ ପାର ହାଇୟିବେ। ତକ୍ସ୍ଟମ୍ଭମାନେ ଯେଉଁ ଦେଶ ଦେଖିବ। ତାହା ସେ ସମାନଙ୍କେୁ ଅଧିକାର କରାଇବେ।'
ଏବଂ ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ମାେ ଉପରେ କୋରଧ ହେଲେ। ପକ୍ସ୍ଟଣି ମୁ ଯେପରି ୟର୍ଦ୍ଦନ ପାର ହାଇେ ନ ୟିବି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦବେେ, ସହେି ଉତ୍ତମ ଦେଶ ରେ ମୁ ଯେପରି ପ୍ରବେଶ ନ କରିବି, ଏଥିପାଇଁ ଶପଥ କଲେ।
ଏଣୁ ମୁ ଏହି ଦେଶ ରେ ମରିବି। ମୁ ୟର୍ଦ୍ଦନ ପାର ହାଇେ ୟିବି ନାହିଁ। ମାତ୍ର ତୁମ୍ଭମାନେେ ୟିବ ଓ ସହେି ଉତ୍ତମ ଦେଶ ଅଧିକାର କରିବ।
ମାଶାେ ଇଶ୍ରାୟେଲକକ୍ସ୍ଟ କହିଲେ, ମାେତେ 120 ବର୍ଷ ହେଲାଣି। ମୁ ଆଉ ତୁମ୍ଭମାନଙ୍କୁ ଆଗଇେ ନଇେ ପାରିବ ନାହିଁ। ସଦାପ୍ରଭୁ ମାେତେ କହିଲେ, 'ତୁମ୍ଭେ ୟର୍ଦ୍ଦନ ପାର ହାଇେ ୟିବ ନାହିଁ।'
ତେଣୁ ବର୍ତ୍ତମାନ ତୁମ୍ଭେ ଦେଖି ପାରିବ ସହେି ଦେଶମାନଙ୍କୁ ଯାହା ଆମ୍ଭେ ଇଶ୍ରାୟେଲ ଲୋକମାନଙ୍କୁ ଦବୋକକ୍ସ୍ଟ ଯାଉଅଛକ୍ସ୍ଟ। କିନ୍ତୁ ତୁମ୍ଭେ ସଠାେକକ୍ସ୍ଟ ୟାଇପାରିବ ନାହିଁ।
ପକ୍ସ୍ଟଣି ସଦାପ୍ରଭୁ ତାହାଙ୍କକ୍ସ୍ଟ କହିଲେ, ଆମ୍ଭେ ତକ୍ସ୍ଟମ୍ଭ ବଂଶକକ୍ସ୍ଟ ଏହି ଦେଶ ଦବୋବୋଲି ଯେଉଁ ଦେଶ ବିଷଯ ରେ ଅବ୍ରହାମ, ଇସହାକ୍ ଓ ୟାକକ୍ସ୍ଟବ ନିକଟରେ ଶପଥ କରିଥିଲକ୍ସ୍ଟ, ସହେି ଦେଶମାନ ଏହି। 'ଆମ୍ଭେ ତାହା ତୁମ୍ଭକୁ ସ୍ବଚକ୍ଷକ୍ସ୍ଟ ରେ ଦଖାଇେଲକ୍ସ୍ଟ। ମାତ୍ର ତୁମ୍ଭେ ୟର୍ଦ୍ଦନ ପାର ହାଇେ ସଠାେକକ୍ସ୍ଟ ୟିବାନାହିଁ।'
ଲୋକମାନେ ମିରୀବାଃ ଜଳଠାରେ ସଦାପ୍ରଭୁଙ୍କୁ ବହୁତ କ୍ରୁଦ୍ଧ କଲେ, ତଣେୁ ସମାନଙ୍କେ ସକାଶୁ ମାଶାଙ୍କେୁ ବହୁତ ବିପଦ ଘଟିଲା।