ଦିତୀୟ ବିବରଣ 1:9 · ଓଡ଼ିଆ ବାଇବେଲ
ମାଶାେ କହିଲେ, ସେ ସମୟରେ ମୁ ତୁମ୍ଭମାନଙ୍କୁ କହିଲି, ମୁ ଏକା ତୁମ୍ଭମାନଙ୍କର ଭଲ ମନ୍ଦ ବକ୍ସ୍ଟଝିପାରିବି ନାହିଁ।
Cross references
ଯାତ୍ରା ପୁସ୍ତକ 18:18
ଏହିସବୁ କାର୍ୟ୍ଯ ତୁମ୍ଭ ପାଇଁ ଏକୁଟିଆ କରିବା ବହୁତ କଷ୍ଟ। ତୁମ୍ଭେ ଏକା ଏସମସ୍ତ କାର୍ୟ୍ଯ କରିପାରିବା ନାହିଁ। ଏହା ତୁମ୍ଭକୁ କ୍ଷୀଣ କରିଦବେ ଏବଂ ଏହା ଲୋକମାନଙ୍କୁ କ୍ଲାନ୍ତ ଆଣିଦବେ।
ଗଣନା ପୁସ୍ତକ 11:11
ତହୁଁ ମାଶାେ ସଦାପ୍ରଭୁଙ୍କୁ କହିଲେ, ତୁମ୍ଭେ କାହିଁକି ଆପଣା ଦାସ ପ୍ରତି ଅସୁବିଧା କରୁଛ? ତୁମ୍ଭେ କାହିଁକି ମାେ ଉପରେ କୋର୍ଧ ଦଖାେଉଛ? କାହିଁକି ଆପଣା ମାେ ଉପରେ ଏହି ସମସ୍ତ ଲୋକଙ୍କ ଭାର ଦେଉଅଛ?
ଗଣନା ପୁସ୍ତକ 11:17
ମୁଁ ସହେି ସ୍ଥାନକୁ ଓହ୍ଲାଇ ଆସି ତୁମ୍ଭ ସଙ୍ଗେ କଥା କହିବି ଓ ତୁମ୍ଭଠା ରେ ଯେଉଁ ଆତ୍ମା ଅଛି ତହିଁରୁ ନଇେ ସମାନଙ୍କେୁ ଦବୋ, ତହିଁରେ ତୁମ୍ଭେ ଯେପରି ଏକାକୀ ଭାର ବହନ କରିବନାହିଁ, ସେଥିପାଇଁ ସମାନେେ ମଧ୍ଯ ତୁମ୍ଭ ସହିତ ଦାଯିତ୍ବ ଭାର ବହନ କରିବେ।