ଏବେ ହେ ଇଶ୍ରାୟେଲ, ଶକ୍ସ୍ଟଣ! ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ବାସ୍ତବ ରେ ତକ୍ସ୍ଟମ୍ଭଠାରକ୍ସ୍ଟ କ'ଣ ଗ୍ଭହାଁନ୍ତି ଜାଣ? ସେ ଗ୍ଭହାଁନ୍ତି ତାଙ୍କର ବାକ୍ଯ ଅନକ୍ସ୍ଟସା ରେ କର୍ମମାନ କର। ବିଧି ନିଯମ ପାଳନ କର। ପରମେଶ୍ବର ଗ୍ଭହାଁନ୍ତି ତୁମ୍ଭମାନେେ ଅନ୍ତକରଣ ସହକା ରେ ସଦାପ୍ରଭୁଙ୍କୁ ପ୍ ରମେ କର ଓ ତାଙ୍କର ସବୋ କର। ତାଙ୍କର ବ୍ଯବସ୍ଥା ଓ ଆଦେଶ ମାନି ଚଳ।
Cross references
କିନ୍ତୁ ସହେି ସ୍ଥାନ ରେ ଯବେେ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ଅନ୍ବଷେଣ କରିବ। ତବେେ ତୁମ୍ଭମାନେେ ଯଦି ହୃଦଯତାର ସହାକା ରେ ତାଙ୍କୁ ଅନ୍ବଷେଣ କର ତବେେ ତୁମ୍ଭେ ତାଙ୍କୁ ପାଇପାରିବ।
ଆମ୍ଭେ ଚାହକ୍ସ୍ଟଁ ତାଙ୍କର ଭାବନାର ପରିବର୍ତ୍ତନ ଘଟକ୍ସ୍ଟ। ଆମ୍ଭେ ଚାହକ୍ସ୍ଟଁ ସମାନେେ ହୃଦଯତାର ସହକା ରେ ଆମ୍ଭକକ୍ସ୍ଟ ସମ୍ମାନ କରି ଆମ୍ଭର ବାକ୍ଯ ପାଳନ କରନ୍ତକ୍ସ୍ଟ। ଏହାପରେ ସମାନଙ୍କେର ଓ ତାଙ୍କ ସନ୍ତାନମାନଙ୍କର ଅନନ୍ତକାଳିନ ମଙ୍ଗଳ ହବେ।
ଦେଖ, ଯେପରି ତୁମ୍ଭେ ସହେି ରାସ୍ତା ରେ ଚାଲି ଯେଉଁ ରାସ୍ତା ରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଚାଲିବା ପାଇଁ ଆଦେଶ ଦଇେଛନ୍ତି, ଯେଉଁଥିପାଇଁ ତୁମ୍ଭମାନେେ ସହେି ଦେଶ ରେ ଦୀର୍ଘଦିନ ବଞ୍ଚିବ ଓ ତୁମ୍ଭେ ଯେଉଁ ଦେଶ ଅଧିକାର କରିବ, ସଠାେରେ ତୁମ୍ଭର ସର୍ବମଗଂଳ ହବେ।
ଏଣୁ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶଓରଙ୍କୁ ପ୍ ରମେ କରିବ।
ତୁମ୍ଭେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶଓରଙ୍କୁ ଭୟ କରିବ ଓ ତୁମ୍ଭେ ତାଙ୍କର ସବୋ କରିବ ଓ ତାହାଙ୍କ ନାମ ରେ ଶପଥ କରିବ।
ସଦାପ୍ରଭୁ କହିଲେ, 'ତୁମ୍ଭମାନେେ ଯତ୍ନ ସହକା ରେ ଆଜି ମୁ ତୁମ୍ଭମାନଙ୍କୁ ଯାହା କହକ୍ସ୍ଟଛି ଶକ୍ସ୍ଟଣ। ତୁମ୍ଭମାନେେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶଓରଙ୍କୁ ପ୍ ରମେ କର। ତୁମ୍ଭମାନେେ ଅନ୍ତଃକରଣ ଓ ପ୍ରାଣ ସହିତ ସବୋ କର। ଯଦି ତୁମ୍ଭେ ଏପରି କର ତବେେ,
ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଆଜି ତୁମ୍ଭକୁ ଏହିସବୁ ବିଧି ଓ ଶାସନ ପାଳନ କରିବାକୁ ଆଜ୍ଞା ଦେଉ ଅଛନ୍ତି। ଏଥିପାଇଁ ତୁମ୍ଭେ ଆପଣା ସମସ୍ତ ହୃଦଯ ଓ ସମସ୍ତ ପ୍ରାଣ ସହିତ ତାହାସବୁ ପାଳନ କରିବ।
ଏଣୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ବରଙ୍କ କଥା ରେ କର୍ଣପାତ କର ଓ ଆଜି ମୁ ତାଙ୍କର ଯେଉଁ ସମସ୍ତ ଆଜ୍ଞା ବିଧି ତକ୍ସ୍ଟମ୍ଭଙ୍କକ୍ସ୍ଟ ଆଜ୍ଞା କରୁଅଛି। ତାହା ପାଳନ କର।
ମୁ ତୁମ୍ଭମାନଙ୍କୁ ନିର୍ଦ୍ଦେଶ ଦେଉଛି, ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭର ପରମେଶଓରଙ୍କୁ ପ୍ ରମେ କର। ତୁମ୍ଭମାନେେ ତାଙ୍କୁ ଅନକ୍ସ୍ଟସରଣ କରି ତାଙ୍କର ବାକ୍ଯମାନ, ନିଯମ ବିଧି ପାଳନ କର। ତବେେ ତୁମ୍ଭମାନେେ ବଞ୍ଚିବ ଏବଂ ତୁମ୍ଭର ଜାତି ବଢିବ। ପକ୍ସ୍ଟଣି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଦେଉଥିବା ଦେଶ ରେ ତୁମ୍ଭକୁ ଆଶୀର୍ବାଦ କରିବେ, ଯେଉଁଠାକକ୍ସ୍ଟ ତୁମ୍ଭମାନେେ ଅଧିକାର କରିବା ପାଇଁ ଯାଉଛ।
ତୁମ୍ଭମାନେେ ତକ୍ସ୍ଟମ୍ଭ ସଦାପ୍ରଭୁ ପରମେଶଓରଙ୍କୁ ପ୍ ରମେ କରିବ ଓ ଭଲ ପାଇବ। ତାଙ୍କୁ ମାନି ଚଳିବ। ତାଙ୍କୁ କଦାପି ଛାଡିବ ନାହିଁ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ଜୀବନ, ଏବଂ ସଦାପ୍ରଭୁ ତୁମ୍ଭକୁ ଦୀର୍ଘ୍ଯ ଜୀବନ ଦବେେ ସହେି ଦେଶ ରେ, ଯେଉଁ ଦେଶ ଦବୋ ପାଇଁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମ, ଇସହାକ୍ ଏବଂ ୟାକକ୍ସ୍ଟବଙ୍କକ୍ସ୍ଟ କହିଥିଲେ।
କିନ୍ତୁ ମନରେଖ-ସର୍ବଦା ମାଶାେ ଦଇେଥିବା ନିଯମକକ୍ସ୍ଟ ନିଶ୍ଚଯ ପାଳନ କରିବ। ତୁମ୍ଭମାନେେ ନିଶ୍ଚିତ ଭାବରେ ସଦାପ୍ରଭୁ ପରମେଶଓରଙ୍କୁ ପ୍ ରମେ କରିବ। ଏବଂ ତାଙ୍କ ଆଦେଶ ସର୍ବଦା ମାନି ଚଳିବ। ତୁମ୍ଭମାନେେ ନିଶ୍ଚିତ ଭାବରେ ତାହା ମନପ୍ରାଣ ଦଇେ ପାଳନ କରିବ।
ତା'ପରେ ଶାମକ୍ସ୍ଟଯଲେ ଲୋକମାନଙ୍କୁ କହିଲେ, ଭୟଭୀତ ହକ୍ସ୍ଟଅ ନାହିଁ। ଏହା ସତ୍ଯ ତୁମ୍ଭମାନେେ ଏହିସବୁ ବହକ୍ସ୍ଟତ ମନ୍ଦକାର୍ୟ୍ଯ କରିଛ କିନ୍ତୁ ସଦାପ୍ରଭୁଙ୍କୁ ଅନକ୍ସ୍ଟସରଣ କରିବା ବନ୍ଦ କରନାହିଁ। ମନପ୍ରାଣ ଦଇେ ସଦାପ୍ରଭୁଙ୍କର ସବୋ କର।
ତଥାପି ତା'ପରେ ଯହେୂ ସଦାପ୍ରଭୁଙ୍କର ଆଦେଶଗୁଡିକ ପୂର୍ଣ୍ଣଦୟା ରେ ଅନୁକରଣ କଲେ ନାହିଁ। ନବାଟଙ୍କ ପୁତ୍ର ୟାରବିଯାମଙ୍କର ପାପକୁ ଯହେୂ ସଂପୂର୍ଣ୍ଣ ରୂପେ ପରିତ୍ଯାଗ କରି ପାରିଲେ ନାହିଁ, ୟିଏ ଇଶ୍ରାୟେଲର ପାପ କରିବାର କାରଣ ହାଇେଥିଲା।
ହିଜକିଯ ତାଙ୍କର ପୁର୍ବପୁରୁଷ ଦାଉଦଙ୍କ ସମସ୍ତ କ୍ରିଯାନୁସା ରେ ସଦାପ୍ରଭୁଙ୍କ ଦୃଷ୍ଟି ରେ ଯଥାର୍ଥ କର୍ମ କଲେ।
ସେ ସଦାପ୍ରଭୁଙ୍କର ଅତ୍ଯନ୍ତ ଆସକ୍ତ ଥିଲେ। ସେ ସଦାପ୍ରଭୁଙ୍କ ଅନୁଗମନରୁ ବିମୁଖ ହାଇେ ନଥିଲେ। ଆଉ ସଦାପ୍ରଭୁ ମାଶାଙ୍କେୁ ଯେଉଁ ଆଜ୍ଞା ଦଇେଥିଲେ। ସେ ସମସ୍ତ ଆଜ୍ଞା ସେ ପାଳନ କଲେ।
ଏବଂ ତୁମ୍ଭେ ମାରେ ପୁତ୍ର ଶଲୋମନ, ତୁମ୍ଭ ପିତାର ପରମେଶ୍ବରଙ୍କୁ ଜାଣିଅଛ। ଶୁଦ୍ଧ ହୃଦଯ ରେ ପରମେଶ୍ବରଙ୍କର ସବୋ କର। ପରମେଶ୍ବରଙ୍କ ସବୋ କରିବା ନିମନ୍ତେ ହୃଦଯ ରେ ଆନନ୍ଦିତ ହୁଅ। କାହିଁକି ? କାରଣ ପ୍ରତିଟି ବ୍ଯକ୍ତିର ହୃଦଯ ରେ କ'ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦଯର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାୟ୍ଯ ମାଗବା ନିମନ୍ତେ ୟିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫରେି ଦୂରକୁ ଚାଲିୟିବ, ତବେେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ଯାଗ କରିବେ।
ସମାନେେ ସମାନଙ୍କେର ସମସ୍ତ ହୃଦଯ ଓ ସମସ୍ତ ଆତ୍ମା ସହିତ ସଦାପ୍ରଭୁ ପରମେଶ୍ବରଙ୍କର ସବୋ କରିବେ ବୋଲି ଏକ ଚୁକ୍ତି କଲେ। ସମାନଙ୍କେର ପୂର୍ବପୁରୁଷମାନେ ସହେି ପରମେଶ୍ବରଙ୍କର ହିଁ ସବୋ ଆରାଧନା କରୁଥିଲେ।
ଯଦି ସହେି ଲୋକମାନେ ପରମେଶ୍ବରଙ୍କ କଥା ଶୁଣନ୍ତି ଓ ତାଙ୍କୁ ମାନନ୍ତି, ତା' ହେଲେ ପରମେଶ୍ବର ତାଙ୍କୁ ସଫଳ କରାଇବେ ଏବଂ ସମାନେେ ସୁଖ ଶାନ୍ତି ରେ ଜୀବନ କଟାଇବେ।
ସେ କହିଲେ, ହେ ସଦାପ୍ରଭୁ, ତୁମ୍ଭେ ହିଁ ମାରେ ଶକ୍ତିସ୍ବରୂପ, ମୁଁ ତୁମ୍ଭକୁ ଭଲ ପାଏ।
ସଦାପ୍ରଭୁଙ୍କ ପବିତ୍ର ଭକ୍ତଗଣ ପରମେଶ୍ବରଙ୍କ ଉପାସନା କର। ଯେଉଁ ଲୋକମାନେ ପରମେଶ୍ବରଙ୍କ ଉପାସନା କରନ୍ତି, ସମାନେେ ଦରକାର କରୁଥିବା ବସ୍ତୁ ସର୍ବଦା ପାଇଥାନ୍ତି।
ଭଲହୁଅନ୍ତା, ୟଦି ଆମ୍ଭର ଲୋକମାନେ ଆମ୍ଭର କଥା ଶୁଣିଥାନ୍ତେ ଓ ଇଶ୍ରାୟେଲବାସୀ ଆମ୍ଭେ ଚାହିଁଥିବା ଅନୁସାରେ ରହିଥାନ୍ତେ କି ?
ତବେେ, ଆମ୍ଭେ ସମାନଙ୍କେର ଶତ୍ରୁମାନଙ୍କୁ ପରାସ୍ତ କରିବା। ଆମ୍ଭେ ସମାନଙ୍କେର ଶତ୍ରୁଗଣକୁ ଦଣ୍ଡିତ କରିବା।
ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ସମାନଙ୍କେର ପ୍ରେତ୍ୟକକ ବ୍ଯକ୍ତି ଧନ୍ଯ ଓ ସଦାପ୍ରଭୁଙ୍କର ପଥରେ ଚାଲନ୍ତି।
ସଦାପ୍ରଭୁ ସହେିମାନଙ୍କୁ ରକ୍ଷା କରନ୍ତି ଯେଉଁମାନେ ତାଙ୍କୁ ଭଲ ପାଆନ୍ତି, ମାତ୍ର ସମସ୍ତ ଦୁଷ୍ଟ ଲୋକମାନଙ୍କୁ ଧ୍ବଂସ କରିବେ।
ସାରକଥା ଏହି, ଆମ୍ଭମାନେେ ସବୁ ଶୁଣିଛୁ। ପରମେଶ୍ବରଙ୍କୁ ଭୟ କର ଓ ତାଙ୍କର ଆଜ୍ଞାସବୁ ପାଳନ କର। କାରଣ ଏହା ହିଁ ମନୁଷ୍ଯର ପୂର୍ଣ୍ଣ କର୍ତ୍ତବ୍ଯ ଅଟେ।
ଯେଉଁଦିନ ତୁମ୍ଭ ପୂର୍ବପୁରୁଷମାନଙ୍କୁ ଆମ୍ଭେ ମିଶରରୁ ବାହାର କରି ଆଣିଲୁ, ସଦେିନ ଆମ୍ଭେ ହାମେ କିଅବା ବଳିଦାନ ବିଷଯ ରେ ସମାନଙ୍କେୁ କିଛି କହି ନ ଥିଲୁ କିଅବା ଆଜ୍ଞା ଦଇେ ନ ଥିଲୁ।
ଆଉ ସମାନେେ ଓ ସମାନଙ୍କେର ସନ୍ତାନମାନେ ସମାନଙ୍କେ ମଙ୍ଗଳ ନିମନ୍ତେ ଯେପରି ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସମାନଙ୍କେୁ ଏକ ଚିତ୍ତ ଓ ଏକ ପଥ ଦବୋ।
ତହିଁରେ ସମାନେେ ଆମ୍ଭର ବିଧି ମାନିବେ ଏବଂ ଆମ୍ଭର ନିଯମସବୁ ରଖିବା ପାଇଁ ୟନ୍ତ୍ରବାନ୍ ହବେେ ଏବଂ ସମାନେେ ମଧ୍ଯ ଆମ୍ଭର ଲୋକ ହବେେ ଓ ଆମ୍ଭେ ସମାନଙ୍କେର ପରମେଶ୍ବର ହବୋ।'
ହେ ମାନବ, ଯାହା ଉତ୍ତମ ତାହା ସଦାପ୍ରଭୁ ତୁମ୍ଭକୁ ଜଣାଇଛନ୍ତି। ଏହାହିଁ ସଦାପ୍ରଭୁ ତୁମ୍ଭଠାରୁ ଇଚ୍ଛା କରନ୍ତି। ଅନ୍ୟମାନଙ୍କ ପ୍ରତି ଭଲହୁଅ, ବଦାନ୍ଯତା ଓ କରୁଣାକୁ ଭଲ ପାଅ, ପରମେଶ୍ବରଙ୍କ ସହିତ ନମ୍ରତାର ସହିତ ବାସ କର।
ତା'ପ ରେ ଆମ୍ଭେ ଅନ୍ୟ ଦେଶର ଲୋକମାନଙ୍କୁ ଏପରି ପରିବର୍ତ୍ତନ କରିବା ଯେ ସମାନେେ ସ୍ପଷ୍ଟ ଭାବରେ ସଦାପ୍ରଭୁଙ୍କର ନାମ ଉଚ୍ଚାରଣ କରିବେ। ସମାନେେ ସମସ୍ତେ ଏକତ୍ରୀତ ହାଇେ ଆମ୍ଭକୁ ଉପାସନା କରିବେ।
ମାରେ କାର୍ୟ୍ଯଭାର ତୁମ୍ଭେ ଗ୍ରହଣ କର। ମାଠାରୁେ ଶିଖ। କାରଣ ମୁଁ ଆତ୍ମା ରେ ସରଳ ଓ ନମ୍ର ତାଣୁ ତୁମ୍ଭେ ନିଜ ଅତ୍ମା ରେ ବିଶ୍ରାମ ପାଇବ।
ଯୀଶୁ କହିଲେ, ତୁମ୍ଭେ ସମ୍ପୂର୍ଣ୍ଣ ହୃଦୟ, ସମ୍ପୂର୍ଣ୍ଣ ଆତ୍ମା ଓ ସମ୍ପୂର୍ଣ୍ଣ ମନ ଦଇେ ପ୍ରଭୁ ତୁମ୍ଭର ପରମେଶ୍ବରଙ୍କୁ ପ୍ ରମେ କରିବ।'
ଯୀଶୁ ଉତ୍ତର ଦେଲେ, ସବୁଠାରୁ ମହତ୍ତ୍ବପୂର୍ଣ୍ଣ ଆଦେଶଟି ଏହି ପ୍ରକାରର: ' ହେ ଇସ୍ରାଯଲେ, ଶୁଣ। ଆମ୍ଭ ପ୍ରଭୁ ପରମେଶ୍ବର ଏକମାତ୍ର ପ୍ରଭୁ।
ସେ ଉତ୍ତର ଦେଲେ, 'ତୁମ୍ଭେ ନିଜର ସମସ୍ତ ହୃଦୟ, ସମସ୍ତ ଆତ୍ମା, ସମସ୍ତ ଶକ୍ତି ଓ ସମସ୍ତ ମନ ଦଇେ ତୁମ୍ଭର ପ୍ରଭୁ ପରମେଶ୍ବରଙ୍କୁ ପ୍ ରମେ କର' ଏବଂ, 'ତୁମ୍ଭେ ନିଜକୁ ପ୍ ରମେ କରିଲା ଭଳି ଅନ୍ୟମାନଙ୍କୁ ପ୍ ରମେ କର।'
ହେ ଫାରୂଶୀଗଣ! ତୁମ୍ଭମାନଙ୍କୁ ଧିକ୍! ତୁମ୍ଭମାନେେ ସମସ୍ତ ବିଷୟ ରେ ଦଶମାଂଶ ପରମେଶ୍ବରଙ୍କୁ ଦଇେଥାଅ। ପୋଦିନା, ଆରୁଦ ଓ ଏପରିକି ବଗିଚାର ଅନ୍ଯାନ୍ଯ େଛାଟ ଚାରାର ମଧ୍ଯ ଦଶ ଭାଗରୁ ଭାଗେ ପରମେଶ୍ବରଙ୍କୁ ଦଇେଥାଅ। କିନ୍ତୁ ଅନ୍ୟମାନଙ୍କ ପ୍ରତି ଦୟାପୂର୍ଣ୍ଣ ବ୍ଯବହାର କରିବାକୁ ଓ ପରମେଶ୍ବରଙ୍କୁ ଭଲ ପାଇବାକୁ ତୁମ୍ଭମାନେେ ଭୁଲି ଯାଇଥାଅ। ତୁମ୍ଭମାନଙ୍କର ଏସବୁ କାର୍ୟ୍ଯ କରିବା ଉଚିତ। ତା' ସହିତ ଦଶମାଂଶ ଦବୋ ଏବଂ ଅନ୍ଯାନ୍ଯ କାର୍ୟ୍ଯ ମଧ୍ଯ ଚାଲୁ ରଖିବା ଉଚିତ।
ଏହାଦ୍ବାରା ୟିହୂଦା, ଶମିରୋଣ ଓ ଗାଲିଲୀର ମଣ୍ଡଳୀ ରେ ଶାନ୍ତି ଥିଲା ଓ ଏହା ଶକ୍ତିଶାଳୀ ହେଉଥିଲା। ବିଶ୍ବାସୀମାନଙ୍କ ସଂଖ୍ଯା ବଢ଼ିବା ରେ ଲାଗିଲା। ପ୍ରଭୁଙ୍କ ଭୟ ଓ ପବିତ୍ର ଆତ୍ମାର ସହାୟତା ପାଇ ସମାନେେ ରହୁଥିଲେ।
ପ୍ରତିଥର ମୁଁ ପ୍ରାର୍ଥନା କଲା ବେଳେ ତୁମ୍ଭମାନଙ୍କୁ ସ୍ମରଣ କରୁଛି।
ଆମ୍ଭେ ଜାଣୁ ଯେ, ଯେଉଁ ମାନେ ତାହାଙ୍କୁ ପ୍ ରମେ କରନ୍ତି ସମାନଙ୍କେ ପାଇଁ ପରମେଶ୍ବର ପ୍ରତକେ ବିଷୟ ରେ ମଙ୍ଗଳ ଜନ୍ମାନ୍ତି।ପରମେଶ୍ବର ଏହି ଲୋକମାନଙ୍କୁ ବାଛିଛନ୍ତି, କାରଣ ଏହାହିଁ ତାଙ୍କର ଯୋଜନା ଥିଲା।
ଯଦି ତା'ପରେ ମଧ୍ଯ ସେ ପୁନଃ ତର୍କବିତର୍କ କରେ, ତା' ସହିତ ସମ୍ପର୍କ ରଖ ନାହିଁ। ତୁମ୍ଭେ ଜାଣି ରଖ ଯେ ସଭେଳି ଲୋକ ମନ୍ଦ ଓ ପାପୀ। ତାହାର ପାପ ପ୍ରମାଣିତ କରେ ଯେ ସେ ହେଉଛି ଦୋଷୀ।
ଅତଏବ, ଆମ୍ଭେ ଧନ୍ଯବାଦ ଦବୋ କଥା ଯେ, ଯେଉଁ ସାମ୍ରାଜ୍ଯ ଆମ୍ଭକୁ ଦିଆ ଯାଇଛି, ତାହା ଟଳମଳ ହାଇେ ପାରିବ ନାହିଁ। ଆମ୍ଭେ ତାହାଙ୍କୁ ଧନ୍ଯବାଦ ଅର୍ପଣ କରିବା ଉଚିତ, ଓ ଏପରି ପଦ୍ଧତି ରେ ଉପାସନା କରିବା କଥା ଯେ ସେ ଯେପରି ପ୍ରସନ୍ନ ରହିବେ। ପରମେଶ୍ବରଙ୍କୁ ଆମ୍ଭେ ଉପାସନା କରିବା, ଓ ଭୟ ସହିତ ତାହାଙ୍କୁ ସମ୍ମାନ କରିବା।