Home Bibles ଦିତୀୟ ବିବରଣ 10:18 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 10:18 · ଓଡ଼ିଆ ବାଇବେଲ

ସେ ପିତୃହୀନ ଓ ବିଧିବାର ବିଗ୍ଭର ନିଷ୍ପତ୍ତି କରନ୍ତି ଓ ବିଦେଶୀକ ଅନ୍ନବସ୍ତ୍ର ଦଇେ ପ୍ ରମେ କରନ୍ତି।

Cross references

ଯାତ୍ରା ପୁସ୍ତକ 22:20

ଯଦି କହେି ଲୋକ ସଦାପ୍ରଭୁଙ୍କ ବିନା ଅନ୍ୟ କୌଣସି ଦବେତାଙ୍କୁ ବଳିଦାନ ଉତ୍ସବ କରେ , ତବେେ ସେ ବର୍ଜ୍ଜନୀଯ ହାଇେ ବିନଷ୍ଟ ହବେ।

ଯାତ୍ରା ପୁସ୍ତକ 22:21

ମନରେଖ, ଅତୀତ ରେ ତୁମ୍ଭମାନେେ ମିଶର ରେ ବିଦେଶୀ ରୁପେ ଥିଲ। ତେଣୁ ତୁମ୍ଭ ଦେଶ ରେ କୌଣସି ବିଦେଶୀକୁ ଠକିବ ନାହିଁ କିମ୍ବା ଆଘାତ କରିବ ନାହିଁ।

ଯାତ୍ରା ପୁସ୍ତକ 22:22

କୌଣସି ବିଧବା କିମ୍ବା ପିତାମାତାହୀନ ସନ୍ତାନଙ୍କର କୌଣସି କ୍ଷତି କରିବ ନାହିଁ।

ଲେବୀୟ ପୁସ୍ତକ 25:35

ଆଉ ଯବେେ ତୁମ୍ଭର ଭାଇ ଦରିଦ୍ର ହାଇୟୋଏ ଓ ଜୀବିକା ନିର୍ବାହ ପାଇଁ ଅକ୍ଷମ ହୁଏ, ତବେେ ତୁମ୍ଭେ ତାହାକୁ ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନ ଧାରଣ କରିବ।

ଗଣନା ପୁସ୍ତକ 10:32

ଯଦି ତୁମ୍ଭେ ଆମ୍ଭମାନଙ୍କ ସହିତ ୟିବ, ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଯେ କୌଣସି ଉତ୍ତମ ଜିନିଷ ଦବେେ, ତାହା ଆମ୍ଭମାନେେ ତୁମ୍ଭ ସହିତ ବାଣ୍ଟ କରିବୁ।

ଗୀତସଂହିତା 10:18

ହେ ସଦାପ୍ରଭୁ, ଯେଉଁ ପିଲାମାନଙ୍କର ପିତାମାତା ନାହାଁନ୍ତି ସମାନଙ୍କେୁ ରକ୍ଷା କର। ଯେଉଁମାନେ ଅଧିକ ବିପଦରେ ପଡ଼ିଛନ୍ତି, ସହେି ଲୋକମାନଙ୍କୁ ଅଧିକ ଦୁଃଖୀ କରାଅ ନାହିଁ। ତଣେୁ ଦୁଷ୍ଟ ଲୋକମାନଙ୍କ ମନରେ ଭୟ ସଞ୍ଚାର କର, ଯେଉଁମାନେ ଏଠାରେ ଅଛନ୍ତି।

ଗୀତସଂହିତା 68:5

ତାଙ୍କର ପବିତ୍ର ମନ୍ଦିରରେ ପରମେଶ୍ବର ଅନାଥମାନଙ୍କର ନାଥ ଏବଂ ସେ ବିଧବାମାନଙ୍କୁ ସୁରକ୍ଷା କରନ୍ତି।

ଗୀତସଂହିତା 68:6

ୟିଏ ପରିବାରରେ ଏକାକୀ ଥାଏ, ପରମେଶ୍ବର ଲୋକ ପଠାନ୍ତି, ଏପରିକି ଏକାକୀ ଲୋକଙ୍କୁ ପରମେଶ୍ବର ଆନନ୍ଦ ଦିଅନ୍ତି ଓ ବନ୍ଦୀମାନଙ୍କୁ ବନ୍ଧନରୁ ମୁକ୍ତ କରନ୍ତି। କିନ୍ତୁ ୟିଏ ପରମେଶ୍ବରଙ୍କର ବି ରୋଧ ହୁଏ, ସମାନଙ୍କେୁ ଶୁଷ୍କ ଭୂମିରେ ରହିବାକୁ ପଡ଼େ।

ଗୀତସଂହିତା 103:6

ସଦାପ୍ରଭୁ ନ୍ଯାଯବାନ୍। ସେ ସହେି ଲୋକମାନଙ୍କୁ ନ୍ଯାଯ ପ୍ରଦାନ କରିବେ ଯେଉଁମାନଙ୍କୁ ଅନ୍ୟମାନଙ୍କ ଦ୍ବାରା ଅନ୍ଯାଯ କରାୟାଇଛି।

ଗୀତସଂହିତା 145:9

ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମଯ। ପରମେଶ୍ବରଙ୍କର ହସ୍ତକୃତ ସମସ୍ତ କର୍ମ ଉପରେ ତାଙ୍କର ଦୟା ଥାଏ।

ଗୀତସଂହିତା 146:9

ସଦାପ୍ରଭୁ ଆମ୍ଭ ଦେଶରେ ରହୁଥିବା ବିଦେଶୀମାନଙ୍କୁ ରକ୍ଷା କରନ୍ତି। ସେ ପିତୃହୀନ ଓ ବିଧବାଙ୍କର ଯତ୍ନ ନିଅନ୍ତି, ମାତ୍ର ସେ ଦୁଷ୍ଟମାନଙ୍କୁ ଧ୍ବଂସ କରନ୍ତି।

ଯିଶାଇୟ 1:17

ସୁକର୍ମ କରିବାକୁ ଶିକ୍ଷା କର। ଅନ୍ୟମାନଙ୍କ ପ୍ରତି ନ୍ଯାଯ ଆଚରଣ କର। ଅନ୍ୟକୁ ଆଘାତ କରୁଥିବା ବ୍ଯକ୍ତିଙ୍କୁ ଦଣ୍ଡ ଦିଅ। ପିତୃମାତୃହୀନ ସନ୍ତାନମାନଙ୍କୁ ସାହାୟ୍ଯ କର। ବିଧବାମାନଙ୍କୁ ସାହାୟ୍ଯ କର।'

ଯିରିମିୟ 49:11

ତୁମ୍ଭେ ଅନାଥମାନଙ୍କ ବିଷଯ ରେ ବ୍ଯସ୍ତ ହୁଅ ନାହିଁ। ଆମ୍ଭେ ସମାନଙ୍କେୁ ଜୀବିତ ରଖିବା। ତୁମ୍ଭମାନଙ୍କର ବିଧବାମାନେ ଆମ୍ଭ ଉପ ରେ ନିର୍ଭର କରିବେ।

ହୋଶେୟ 14:3

ଅଶୂର ଆମ୍ଭକୁ ରକ୍ଷା କରିବ ନାହିଁ। ଆମ୍ଭମାନେେ ୟୁଦ୍ଧ ଅଶ୍ବ ରେ ଆରୋହଣ କରିବୁ ନାହିଁ। ଆମ୍ଭର ହସ୍ତ ନିର୍ମିତ ମୂର୍ତ୍ତିଗୁଡିକୁ 'ଆମ୍ଭର ପରମେଶ୍ବର' ବୋଲି ଆମ୍ଭେ ପୁଣି କହିବୁ ନାହିଁ। କାରଣ ତୁମ୍ଭେ ହେଉଛ ସହେି ପରମେଶ୍ବର ୟିଏକି ଅନାଥକୁ ଦୟା ଦଖାେଅ ଏବଂ ଆମ୍ଭମାନଙ୍କୁ ଦୟା କରିବ।

ମାଥିଉଲିଖିତ ସୁସମାଚାର 5:45

ତା ହେଲେ ତୁମ୍ଭେ ସ୍ବର୍ଗ ରେ ରହୁଥିବା ପରମପିତାଙ୍କ ଯଥାର୍ଥ ସନ୍ତାନ ହାଇେ ପାରିବ। ପରମପିତା, ଭଲ ଲୋକ ଓ ମନ୍ଦ ଲୋକ ଉଭୟଙ୍କ ଉପରେ ତାହାଙ୍କ ସୂର୍ୟ୍ଯଙ୍କୁ ଉଦିତ କରାନ୍ତି। ସେ ଭଲ କାମ କରୁଥିବା ଲୋକ ଓ ମନ୍ଦ କାମ କରୁଥିବା ଲୋକ, ଉଭୟଙ୍କ ଉପରେ ବର୍ଷା ବର୍ଷାନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 14:17

କିନ୍ତୁ ସେ ତୁମ୍ଭମାନଙ୍କ ନିକଟରେ ନିଜର ସାକ୍ଷ୍ଯ ଦଇେ ଅଛନ୍ତି। କାରଣ ସେ ତୁମ୍ଭମାନଙ୍କ ପାଇଁ ବହୂତ ଭଲ କାମ କରିଛନ୍ତି। ସେ ତୁମ୍ଭକୁ ସ୍ବର୍ଗରୁ ବର୍ଷା ଓ ଋତୁ ଅନୁସାରେ ଶସ୍ଯ ଦଇେଛନ୍ତି। ସେ ତୁମ୍ଭମାନଙ୍କୁ ଖାଦ୍ୟ ଦିଅନ୍ତି। ସେ ତୁମ୍ଭମାନଙ୍କର ହୃଦୟ ଆନନ୍ଦ ରେ ଭରି ଦିଅନ୍ତି।

Interlinear

Choose Theme