Home Bibles ଦିତୀୟ ବିବରଣ 10:3 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 10:3 · ଓଡ଼ିଆ ବାଇବେଲ

ତେଣୁ ମୁ ଏକ ସିନ୍ଦକ୍ସ୍ଟକଟିକକ୍ସ୍ଟ ଶିଟୀମ କାଠ ରେ ପ୍ରସ୍ତକ୍ସ୍ଟତ କଲି ଏବଂ ପୂର୍ବପରି ଦିଇଟି ପ୍ରସ୍ତର ଫଳକ ତିଆରି କରି ପର୍ବତ ଉପରକକ୍ସ୍ଟ ଗଲି।

Cross references

ଯାତ୍ରା ପୁସ୍ତକ 25:5

ରକ୍ତୀକୃତ ମଷଚେର୍ମ, ଶିଶୁକ ଚର୍ମ ଓ ଶିଟୀମ୍ କାଷ୍ଠ।

ଯାତ୍ରା ପୁସ୍ତକ 25:10

ଶିଟୀମ କାଠର ଏକ ସିନ୍ଦୁକ ତିଆରି କର। ସହେି ପବିତ୍ର ସିନ୍ଦୁକ ଅଢଇେ ହାତ ଲମ୍ବ, ଦେଢ ହାତ ପ୍ରସ୍ଥ ଓ ଦେଢ ହାତ ଉଚ୍ଚ ହବେ।

ଯାତ୍ରା ପୁସ୍ତକ 34:4

ତହୁଁ ମାଶାେ ପ୍ରଥମ ଫଳକ ପରି ଦୁଇଟି ଫଳକ କାଟିଲେ ଏବଂ ତାପରଦିନ ପ୍ରଭାତରୁ ସେ ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ସୀନଯ ପର୍ବତ ଉପରକୁ ଗଲେ ଏବଂ ସହେି ପ୍ରସ୍ତର ଫଳକକୁ ନିଜ ସହିତ ନଇଗେଲେ।

ଯାତ୍ରା ପୁସ୍ତକ 37:1

ବତ୍ସଲଲେ ଶିଟୀମ୍ କାଠ ରେ ଏକ ପବିତ୍ର ସିନ୍ଦୁକ ତିଆରି କଲେ। ଯାହାର ଲମ୍ବ ଥିଲା ଅଢଇେ ହାତ, ଦେଢ ହାତ ଚଉଡା ଏବଂ ଦେଢହାତ ଉଚ୍ଚ।

ଯାତ୍ରା ପୁସ୍ତକ 38:6

ଏହାପରେ ସେ ଶିଟୀମ୍ କାଠ ରେ ଏହାକୁ ବହିବା ପାଇଁ ସାଙ୍ଗୀ ପ୍ରସ୍ତୁତ କଲେ। ସହେି ସାଙ୍ଗୀ ଉପରେ ପିତ୍ତଳର ଆବରଣ ମଡାଇଲେ।

ଦିତୀୟ ବିବରଣ 10:1

ସହେି ସମୟରେ, ସଦାପ୍ରଭୁ ମାେତେ କହିଲେ, 'ତୁମ୍ଭେ ପ୍ରଥମଟି ପରି ଆଉ ଦକ୍ସ୍ଟଇଟି ପ୍ରସ୍ତର ଫଳକ ପ୍ରସ୍ତକ୍ସ୍ଟତ କରିବା ଉଚିତ୍। ଏହାପରେ ତୁମ୍ଭେ ଏହି ପର୍ବତ ଉପରେ ମାେ ପାଖକକ୍ସ୍ଟ ଆସ ଏବଂ ଆପଣା ପାଇଁ ଏକ କାଠ ସନ୍ଦକ୍ସ୍ଟକ ନିର୍ମାଣ କର।

Interlinear

Choose Theme