Home Bibles ଦିତୀୟ ବିବରଣ 11:22 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 11:22 · ଓଡ଼ିଆ ବାଇବେଲ

କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶଓରଙ୍କୁ ପ୍ ରମେ କରିବାକୁ ତାହାଙ୍କ ସମସ୍ତ ପଥରେ ଗ୍ଭଲିବାକକ୍ସ୍ଟ ଓ ତାହାଙ୍କଠା ରେ ଦୃଢରୂପେ ଆସକ୍ତ ହବୋକକ୍ସ୍ଟ ଏହି ଯେଉଁ ସମସ୍ତ ଆଜ୍ଞା ମୁ ତୁମ୍ଭମାନଙ୍କୁ ପାଳନ କରିବାକୁ ଦେଉଅଛି, ତାହା ଯଦି ତୁମ୍ଭେ ଯତ୍ନପୂର୍ବକ ପାଳନ କରିବ,

Cross references

ଆଦି ପୁସ୍ତକ 2:24

ମନୁଷ୍ଯ ପିତା ମାତାଙ୍କୁ ଛାଡ଼ି ସ୍ତ୍ରୀ ସହିତ ଏକତ୍ରୀତ ହବେ। ଯେପରି ସମାନେେ ଏକ ବ୍ଯକ୍ତି, ଏହା ଏପରି ଭାବରେ ହବେ।

ଦିତୀୟ ବିବରଣ 6:17

ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କର ତକ୍ସ୍ଟମ୍ଭପ୍ରତି ଆବିଷ୍ଟ ସମସ୍ତ ଆଜ୍ଞା ଓ ତାହାଙ୍କ ଶିକ୍ଷା ଓ ତାହାଙ୍କ ବିଧି ଯତ୍ନପୂର୍ବକ ପାଳନ କରିବ।

ଦିତୀୟ ବିବରଣ 10:20

ତୁମ୍ଭେ ସଦାପ୍ରଭୁ ଆପଣା ପରମେଶଓରଙ୍କୁ ଭୟ କରିବ। ତାଙ୍କର ଉପାସନା କରିବ। ତାହାଙ୍କଠା ରେ ତୁମ୍ଭେ ଆସକ୍ତ ହବେ। ତାହାଙ୍କ ନାମ ରେ ତୁମ୍ଭେ ଶପଥ କରିବ।

ଦିତୀୟ ବିବରଣ 11:13

ସଦାପ୍ରଭୁ କହିଲେ, 'ତୁମ୍ଭମାନେେ ଯତ୍ନ ସହକା ରେ ଆଜି ମୁ ତୁମ୍ଭମାନଙ୍କୁ ଯାହା କହକ୍ସ୍ଟଛି ଶକ୍ସ୍ଟଣ। ତୁମ୍ଭମାନେେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶଓରଙ୍କୁ ପ୍ ରମେ କର। ତୁମ୍ଭମାନେେ ଅନ୍ତଃକରଣ ଓ ପ୍ରାଣ ସହିତ ସବୋ କର। ଯଦି ତୁମ୍ଭେ ଏପରି କର ତବେେ,

ଦିତୀୟ ବିବରଣ 19:9

ସେ ଏପରି କରିବେ ଯେତବେେଳେ ତୁମ୍ଭମାନେେ ସଐୂର୍ଣ୍ଣ ଭାବେ ସର୍ବାନ୍ତ କରଣ ରେ ମୁ ଆଜି କହକ୍ସ୍ଟଥିବା ତାଙ୍କର ଆଜ୍ଞାମାନ ପାଳନ କରିବ। ଯଦି ତୁମ୍ଭମାନେେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶଓରଙ୍କୁ ପ୍ ରମେକର ଏବଂ ତାଙ୍କର ଗ୍ଭହିଁବା ଅନକ୍ସ୍ଟସା ରେ ତୁମ୍ଭମାନେେ ଚଳ। ଏହାପରେ ପରମେଶ୍ବର ତୁମ୍ଭମାନଙ୍କ ସୀମା ବୃଦ୍ଧି କଲେ ତୁମ୍ଭମାନେେ ଆଉ ତିନୋଟି ନିରାପଦ ନଗରୀ ନିର୍ମାଣ କରିବ। ସଗେକ୍ସ୍ଟଡିକ ପୂର୍ବ ନିରାପଦ ନଗର ସହିତ ସଂୟକ୍ସ୍ଟକ୍ତ କରିବ।

ଦିତୀୟ ବିବରଣ 30:20

ତୁମ୍ଭମାନେେ ତକ୍ସ୍ଟମ୍ଭ ସଦାପ୍ରଭୁ ପରମେଶଓରଙ୍କୁ ପ୍ ରମେ କରିବ ଓ ଭଲ ପାଇବ। ତାଙ୍କୁ ମାନି ଚଳିବ। ତାଙ୍କୁ କଦାପି ଛାଡିବ ନାହିଁ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ଜୀବନ, ଏବଂ ସଦାପ୍ରଭୁ ତୁମ୍ଭକୁ ଦୀର୍ଘ୍ଯ ଜୀବନ ଦବେେ ସହେି ଦେଶ ରେ, ଯେଉଁ ଦେଶ ଦବୋ ପାଇଁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମ, ଇସହାକ୍ ଏବଂ ୟାକକ୍ସ୍ଟବଙ୍କକ୍ସ୍ଟ କହିଥିଲେ।

ମାଥିଉଲିଖିତ ସୁସମାଚାର 22:37

ଯୀଶୁ କହିଲେ, ତୁମ୍ଭେ ସମ୍ପୂର୍ଣ୍ଣ ହୃଦୟ, ସମ୍ପୂର୍ଣ୍ଣ ଆତ୍ମା ଓ ସମ୍ପୂର୍ଣ୍ଣ ମନ ଦଇେ ପ୍ରଭୁ ତୁମ୍ଭର ପରମେଶ୍ବରଙ୍କୁ ପ୍ ରମେ କରିବ।'

ରେରିତମାନଙ୍କ କାର୍ଯ୍ୟର ବିବରଣ 11:23

ବର୍ଣ୍ଣବ୍ବା ସଠାେରେ ପହଞ୍ଚି ସହେି ଲୋକମାନଙ୍କୁ ପରମେଶ୍ବର ଦଇେଥିବା ଆଶୀର୍ବାଦ ଦେଖି ବହୁତ ଖୁସି ହେଲେ। ସେ ସମାନଙ୍କେୁ ଆହୁରି ଉତ୍ସାହିତ କଲେ। ସେ ସମାନଙ୍କେୁ କହିଲେ, ତୁମ୍ଭର ବିଶ୍ବାସ କଦାପି ହରାଅ ନାହିଁ, ସର୍ବାନ୍ତଃକରଣ ରେ ପ୍ରଭୁଙ୍କର ବାଧ୍ଯ ହୁଅ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:2

ମୁଁ ତୁମ୍ଭ ପ୍ରତି ଇର୍ଷା କରିଲି, ଏହା ପରମେଶ୍ବରଙ୍କ ଦତ୍ତ ମନୋଭାବ। ମୁଁ ପ୍ରତିଜ୍ଞା କରିଥିଲି ଯେ, ତୁମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ପବିତ୍ର ସତୀକନ୍ଯା ହବୋ ପାଇଁ ତାହାଙ୍କଠା ରେ ସମର୍ପିତ କରିବି।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 4:8

ଏବେ ବିଜୟ ମୁକୁଟ ମାେ ଅପେକ୍ଷା ରେ ଅଛି। ପରମେଶ୍ବରଙ୍କ ସହିତ ଧାର୍ମିକ ହାଇେଥିବାରୁ ମୁଁ ସହେି ମୁକୁଟଟି ପାଇବି। ପ୍ରଭୁ ନ୍ଯାୟପୂର୍ଣ୍ଣ ଭାବରେ ବିଚାର କରନ୍ତି। ସହେି ମହାଦିନ ରେ299 ସେ ମାେତେ ବିଜୟ ମୁକୁଟ ପିନ୍ଧାଇବେ। କବଳେ ମାେତେ ନୁହେଁ, ଯେଉଁମାନେ ତାହାଙ୍କର ଆଗମନ ଓ ତାହାଙ୍କୁ ଅପେକ୍ଷା କରୁଛନ୍ତି, ସମସ୍ତଙ୍କୁ ସେ ବିଜୟ ମୁକୁଟ ପିନ୍ଧାଇବେ।

ଯୋହନଙ୍କ ପ୍ରଥମ ପତ୍ର 5:2

ଆମ୍ଭେ ପରମେଶ୍ବରଙ୍କ ସନ୍ତାନମାନଙ୍କୁ ପ୍ ରମେ କରୁ ବୋଲି କିପରି ଜାଣିପାରୁ? ଆମ୍ଭେ ପରମେଶ୍ବରଙ୍କୁ ପ୍ ରମେ କରୁ ଓ ତାହାଙ୍କର ଆଜ୍ଞା ପାଳନ କରୁଥିବାରୁ ଜାଣିପାରୁ ଯେ, ଆମ୍ଭେ ପରମେଶ୍ବରଙ୍କ ସନ୍ତାନ ଅଟୁ।

Interlinear

Choose Theme