Home Bibles ଦିତୀୟ ବିବରଣ 11:3 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 11:3 · ଓଡ଼ିଆ ବାଇବେଲ

ତୁମ୍ଭମାନେେ ତାଙ୍କର ସମସ୍ତ ଚିହ୍ନ ଓ ଆଶ୍ଚର୍ୟ୍ଯ କାର୍ୟ୍ଯ ସବୁ ଦେଖିଛ, ସେ ମିଶରର ରାଜା ଫାରୋଙ୍କକ୍ସ୍ଟ ଏବଂ ସମଗ୍ର ମିଶରକକ୍ସ୍ଟ କଣ କଲେ, ତୁମ୍ଭମାନେେ ଦେଖିଛ।

Cross references

ଦିତୀୟ ବିବରଣ 1:30

ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କର ଆଗେଆଗେ ଗମନ କରୁଛନ୍ତି। ସେ ମିଶର ରେ ଯେପରି କରିଥିଲେ, ଏହିଠା ରେ ମଧ୍ଯ ସହେିପରି କରିବେ। ସଦାପ୍ରଭୁ ତୁମ୍ଭମାନଙ୍କ ସପକ୍ଷ ରେ ୟକ୍ସ୍ଟଦ୍ଧ କରିବେ।

ଦିତୀୟ ବିବରଣ 4:34

ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ମିଶର ରେ ତୁମ୍ଭମାନଙ୍କ ସାକ୍ଷାତ ରେ ଯେ ସକଳ କର୍ମ କରିଅଛନ୍ତି, ସହେିପରି ପରୀକ୍ଷାସିଦ୍ଧ ପ୍ରମାଣଦ୍ବାରା ଓ ଚିହ୍ନଦ୍ବାରା ଓ ଆଶ୍ଚର୍ୟ୍ଯ କର୍ମଦ୍ବାରା, ୟକ୍ସ୍ଟଦ୍ଧଦ୍ବାରା, ପରାକ୍ରାନ୍ତ ହସ୍ତଦ୍ବାରା, ବିସ୍ତାରିତ ବାହକ୍ସ୍ଟଦ୍ବାରା ଓ ଭୟଙ୍କର ଆଶ୍ଚର୍ୟ୍ଯ କର୍ମଦ୍ବାରା ଅନ୍ୟ ଦେଶୀଯ ଲୋକଙ୍କ ମଧ୍ଯରକ୍ସ୍ଟ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।

ଦିତୀୟ ବିବରଣ 7:19

ତୁମ୍ଭମାନେେ ଦେଖିଛ ଯେ ସଦାପ୍ରଭୁ ସମାନଙ୍କେ ପାଇଁ କି ଭୟଙ୍କର କାର୍ୟ୍ଯମାନ କରିଛନ୍ତି। ସେ କି ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି। ସେ ତାଙ୍କର ପରାକ୍ରାନ୍ତ ହସ୍ତଦ୍ବାରା ତୁମ୍ଭମାନଙ୍କୁ ମିଶରରକ୍ସ୍ଟ ବହାର କରି ଆଣିଛନ୍ତି। ତୁମ୍ଭକୁ ଯେଉଁମାନେ ଭୟ ପ୍ରଦର୍ଶନ କରିବେ ସଦାପ୍ରଭୁ ପରମେଶ୍ବର ସମାନଙ୍କେୁ ସହେିପରି କାର୍ୟ୍ଯମାନ ସମାନଙ୍କେ ପ୍ରତି କରିବେ।

ଗୀତସଂହିତା 78:12

ପରମେଶ୍ବର ତାଙ୍କର ମହାନଶକ୍ତି ସିୟୋନ୍ ଓ ମିଶରରେ ତାଙ୍କର ପୂର୍ବପୁରୁଷମାନଙ୍କୁ ଦଖାଇେଥିଲେ।

ଗୀତସଂହିତା 105:27

ପରମେଶ୍ବର ମାଶାେ ଓ ହାରୋଣଙ୍କ ଦ୍ବାରା ହାମ ଦେଶରେ ବହୁ ଅଦ୍ଦ୍ଭୁତ କାର୍ୟ୍ଯମାନ କରାଇଲେ।

ଗୀତସଂହିତା 135:9

ପରମେଶ୍ବର ମିଶରରେ ବହୁତ ଆଶ୍ଚର୍ୟ୍ଯ ଓ ଅଦଦ୍ଭୂତ କାର୍ୟ୍ଯମାନ କଲେ। ସେ ସଗେୁଡ଼ିକୁ ଫାରୋ ଓ ତାଙ୍କର ପଦାଧିକାରୀମାନଙ୍କ ବିପକ୍ଷରେ ବ୍ଯବହାର କଲେ।

ଯିରିମିୟ 32:20

ହେ ସଦାପ୍ରଭୁ, ତୁମ୍ଭେ ମିଶର ରେ ନାନା ଅଦ୍ଭୁତ ଓ ଅଲୌକିକ କାର୍ୟ୍ଯ ସାଦନ କରିଅଛ। ଆଜି ପର୍ୟ୍ଯନ୍ତ ଇଶ୍ରାୟେଲ ଓ ଅନ୍ଯାନ୍ଯ ଲୋକମାନଙ୍କ ମଧିଅରେ ସହେି ଅଦ୍ଭୁତ ଲକ୍ଷଣ ଦଖାେଉଛ। ପୁଣି ଏହିସବୁ କାର୍ୟ୍ଯ ଯୋଗୁଁ ତୁମ୍ଭେ ପ୍ରସିଦ୍ଧ ହାଇେଅଛ।

ଯିରିମିୟ 32:21

ତୁମ୍ଭେ ସହେି ଅଲୌକିକ ଶକ୍ତି, ଅଦ୍ଭୁତ ଲକ୍ଷଣ, ବଳବାନ୍ ହସ୍ତ ଓ ବିସ୍ତୀର୍ଣ୍ଣ ବାହୁ ଦ୍ବାରା ତୁମ୍ଭର ଇଶ୍ରାୟେଲ ଲୋକଙ୍କୁ ମିଶର ଦେଶରୁ ବାହାର କରି ଆଣିଲ।

Interlinear

Choose Theme