Home Bibles ଦିତୀୟ ବିବରଣ 12:17 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 12:17 · ଓଡ଼ିଆ ବାଇବେଲ

କେତକେ ଦ୍ରବ୍ଯ ତୁମ୍ଭମାନେେ ଭକ୍ଷଣ କରିବ ନାହିଁ ଯେଉଁଠା ରେ ତୁମ୍ଭମାନେେ ବାସ କରିବ, ସଗେକ୍ସ୍ଟଡିକ ହେଲା, ଯଥା:ଆପଣା ଶସ୍ଯର କି ଦ୍ରାକ୍ଷାରସର କି ତୈଳର ଦଶମାଂଶ କି ଗୋମଷୋଦିର ପ୍ରଥମଜାତ କିମ୍ବା ତକ୍ସ୍ଟମ୍ଭ ମନାସିଲାର ପ୍ରତିଜ୍ଞା ଦ୍ରବ୍ଯ କିଅବା ତକ୍ସ୍ଟମ୍ଭ ସ୍ବେଛାଦତ୍ତ ନବୈେଦ୍ଯ, କି ତକ୍ସ୍ଟମ୍ଭ ହସ୍ତର ଉତ୍ତୋଳନୀଯ ଉପହାର।

Cross references

ଲେବୀୟ ପୁସ୍ତକ 27:30

ଭୂମିର ଶସ୍ଯ ହେଉ କି ବୃକ୍ଷର ଫଳ ହେଉ, ଉତ୍ପନ୍ନ ଦ୍ରବ୍ଯର ଦଶମାଂଶ ସଦାପ୍ରଭୁଙ୍କର ହବେ। ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ହବେ।

ଗଣନା ପୁସ୍ତକ 18:21

ପୁଣି ଇଶ୍ରାୟେଲର ଲୋକମାନେ ଯେଉଁ ଏକ ଦଶମାଂଶ ଦବେେ, ଲବେୀ ଗୋଷ୍ଠୀର ଏହା ଉପ ଭୋଗ କରିବେ, ସମାଗମ ତମ୍ବୁ ସମ୍ବନ୍ଧୀଯ ସବୋକାର୍ୟ୍ଯ ପାଇଁ ପରିଶାଧେ ରେ ମୁଁ ଏହା ଲବେୀୟମାନଙ୍କୁ ଦଲେି।

ଦିତୀୟ ବିବରଣ 12:6

ତୁମ୍ଭମାନେେ ସହେି ସ୍ଥାନକକ୍ସ୍ଟ ନିଜ ନିଜ ହାମବେଳି ଓ ନିଜ ନିଜ ବଳିଦାନ ଓ ନିଜ ନିଜ ଦଶମାଂଶ ଓ ନିଜ ନିଜ ହସ୍ତର ଉତ୍ତୋଳନୀଯ ଉପହାର ନିଜ ନିଜ ମାନତ ଦ୍ରବ୍ଯ, ସ୍ବେଛାଦତ ନବୈେଦ୍ଯ ଓ ନିଜ ନିଜ ପଶକ୍ସ୍ଟ ପଲର ପ୍ରଥମଜାତ ସମସ୍ତଙ୍କକ୍ସ୍ଟ ଆଣିବ।

ଦିତୀୟ ବିବରଣ 12:11

ସେତବେେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ଆପଣା ନାମ ବାସ କରିବା ପାଇଁ ଯେଉଁ ସ୍ଥାନ ନିରୂପିତ କରିବେ ସହେ ସ୍ଥାନକକ୍ସ୍ଟ ତୁମ୍ଭମାନେେ ମାରେ ଆଜ୍ଞା ଅନକ୍ସ୍ଟସା ରେ ନିଜ ନିଜ ହୋମ ନବୈେଦ୍ଯ ଓ ନିଜ ନିଜ ବଳିଦାନ, ନିଜ ଆଯର ଦଶମାଂଶ ଓ ନିଜ ନିଜ ହସ୍ତର ଉତ୍ତଳନୀଯ ଉପହାର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ମନାସିଲାର ତୁମ୍ଭମାନଙ୍କର ସକଳ ମନୋନୀତ ମାନତ ଆଣିବ।

ଦିତୀୟ ବିବରଣ 12:26

ଯଦି ତୁମ୍ଭେ ସଦାପ୍ରଭୁଙ୍କୁ କିଛି ଦବୋକକ୍ସ୍ଟ ଗ୍ଭହକ୍ସ୍ଟଁଛ, ତବେେ ତୁମ୍ଭମାନେେ ତାହା ସଦାପ୍ରଭୁଙ୍କର ମନୋନୀତ ସ୍ଥାନକକ୍ସ୍ଟ ନଇୟିବେ।

ଦିତୀୟ ବିବରଣ 14:22

ପ୍ରେତ୍ୟକକ ବର୍ଷ ଆପଣା କ୍ଷେତ୍ରରକ୍ସ୍ଟ ଉତ୍ପନ୍ନ ଶସ୍ଯର ଦଶମାଂଶ ସାଇତି ରଖିବ।

ଦିତୀୟ ବିବରଣ 26:12

ତୃତୀୟ ବର୍ଷ ରେ ଅର୍ଥାତ୍ ଦଶମାଂଶ ବର୍ଷ ରେ ତୁମ୍ଭେ ଆପଣା ଉତ୍ପନ୍ନ ଶସ୍ଯ ଆଦିର ଦଶମାଂଶ ଦବୋର ସମାଲ୍ଗ କଲାପରେ ତୁମ୍ଭମାନେେ ଲବେୀୟକକ୍ସ୍ଟ, ବିଦେଶୀକି, ପିତୃହୀନକକ୍ସ୍ଟ ଓ ବିଧବାକକ୍ସ୍ଟ ତାହା ହବେ। ତହିଁରେ ସମାନେେ ତକ୍ସ୍ଟମ୍ଭ ନଗରଦ୍ବାର ମଧିଅରେ ଭୋଜନ କରି ତୃଲ୍ଗ ହବେେ।

ଦିତୀୟ ବିବରଣ 26:14

ମୁ ଆପଣା ସବୋ ସମୟରେ ତହିଁରକ୍ସ୍ଟ କିଛି ଭୋଜନ କରି ନାହିଁ। କିଅବା ଅଶକ୍ସ୍ଟଚି ହାଇେ ତହିଁରକ୍ସ୍ଟ କିଛି ରଖିନାହିଁ। କିଅବା ମୃତ ଲୋକଙ୍କ ଉଦ୍ଦେଶ୍ଯ ରେ ତହିଁରକ୍ସ୍ଟ କିଛି ଦଇନୋହିଁ। ମୁ ସଦାପ୍ରଭୁ ଆପଣା ପରମେଶ୍ବରଙ୍କ ବାକ୍ଯ ରେ ଧ୍ଯାନ ଦଇେଅଛି। ତୁମ୍ଭେ ମାେତେ ଯାହା ଯାହା ଆଜ୍ଞା କଲ, ସେ ସବୁ ମୁ ପାଳନ କରିଛି।

ଦିତୀୟ ବଂଶାବଳୀ 31:14

ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ଲୋକମାନେ ମୁକ୍ତ ଭାବରେ ଯେଉଁ ନବୈେଦ୍ଯ ଦେଉଥିଲେ, କୋରି ତାହାର ଦାଯିତ୍ବ ରେ ଥିଲେ। ସଦପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଦତ୍ତ, ସଂଗୃହୀତ ଦାନଗୁଡ଼ିକୁ ବିତରଣ କରିବା ଦାଯିତ୍ବ ତାଙ୍କର ଥିଲା। ଆଉ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ରୀକୃତ ହାଇେଥିବା ଉପହାରଗୁଡ଼ିକୁ ବିତରଣ କରିବାର ଦାଯିତ୍ବ ମଧ୍ଯ ତାଙ୍କର ଥିଲା। କୋରି ପୂର୍ବଦିଗ ରେ ଥିବା ଦ୍ବାରର ଦ୍ବାରପାଳ ଥିଲେ। ତାଙ୍କ ପିତାଙ୍କର ନାମ ଥିଲା ଲବେୀୟ ୟିମ୍ନା।

Interlinear

Choose Theme