କିନ୍ତୁ ସାବଧାନ, ସମାନଙ୍କେର ରକ୍ତ ଖାଇବ ନାହିଁ। କାରଣ ରକ୍ତହିଁ ପ୍ରାଣ। ଆଉ ମାଂସ ସହିତ ପ୍ରାଣ ଭୋଜନ କରିବ ନାହିଁ।
Cross references
କିନ୍ତୁ, ମୁଁ ତୁମ୍ଭମାନଙ୍କୁ ଏକ ନିର୍ଦ୍ଦେଶ ଦବେି। ତୁମ୍ଭେ କୌଣସି ପ୍ରାଣୀର ସରକ୍ତ ମାଂସ ଖାଇବ ନାହିଁ। କାରଣ ରକ୍ତ ରେ ଜୀବନ ଅଛି।
ତା'ପରେ ଯାଜକ ୟଜ୍ଞବଦେୀ ଉପରେ ଏହିସବୁ ଦଗ୍ଧ କରିବ। ଏହି ଭୋଜ୍ଯ ନବୈେଦ୍ଯ ସଦାପ୍ରଭୁଙ୍କୁ ଏକ ସୁବାସିତ ଉପହାର ଅଟେ। ମାତ୍ର ସମସ୍ତ ମଦେ ସଦାପ୍ରଭୁଙ୍ଗର।
କାରଣ ରକ୍ତ ରେ ପ୍ରାଣୀର ଜୀବନ ଥାଏ। ପୁଣି ତୁମ୍ଭମାନଙ୍କ ପ୍ରାଣ ନିମନ୍ତେ ପ୍ରାଯଶ୍ଚିତ କରିବାକୁ ଆମ୍ଭେ ତାହା ୟଜ୍ଞବଦେୀ ଉପରେ ତୁମ୍ଭମାନଙ୍କୁ ଦଇେଅଛୁ, ଯେ ହତେୁ ପ୍ରାଣର ମୂଲ୍ଯ ରେ ରକ୍ତ ହିଁ ପ୍ରାଯଶ୍ଚିତ କରେ।
ଆଉ କୌଣସି ଇଶ୍ରାୟେଲୀୟ ହେଉ କିମ୍ବା ସମାନଙ୍କେ ମଧିଅରେ ପ୍ରବାସୀ କୌଣସି ବିଦେଶୀ ଲୋକ ହେଉ, ଯଦି ମୃଗଯା କରି କୌଣସି ପଶୁ ବା ପକ୍ଷୀକୁ ଖାଦ୍ୟ ପାଇଁ ବଧ କରେ, ତବେେ ସେ ତାହାର ରକ୍ତ ଭୁମି ରେ ଢାଳି ଧୂଳି ରେ ଢାଙ୍କିବ।
ତୁମ୍ଭମାନେେ ରକ୍ତ ଭୋଜନ କରିବ ନାହିଁ। ଜଳତକ୍ସ୍ଟଲ୍ଯ ତାହା ଭୂମିରେ ଢାଳି ଦବେ।
ମନୁଷ୍ଯପୁତ୍ରଙ୍କ କ୍ଷେତ୍ର ରେ ତାହା ଏକାଭଳି। ମନୁଷ୍ଯପୁତ୍ର ଅନ୍ୟମାନଙ୍କଠାରୁ ସବୋ ପାଇବେ ବୋଲି ଆସିନାହାନ୍ତି। ସେ ଅନ୍ୟମାନଙ୍କର ସବୋ କରିବା ପାଇଁ ଆସି ଅଛନ୍ତି। ମନୁଷ୍ଯପୁତ୍ର ଅନକେ ଲୋକଙ୍କ ମୁକ୍ତିର ମୂଲ୍ଯଭାବେ ନିଜ ଜୀବନଦାନ କରିବା ପାଇଁ ଆସିଛନ୍ତି।
ସମାନେେ ମଷେଶାବକଙ୍କ ପାଇଁ ଗୋଟିଏ ନୂତନ ଗୀତ ଗାନ କଲେ :