ତବେେ ତାଙ୍କର ପ୍ରତିଜ୍ଞା ଅନକ୍ସ୍ଟସା ରେ ତୁମ୍ଭର ସଦାପ୍ରଭୁ ପରମେଶ୍ବର ତୁମ୍ଭମାନଙ୍କୁ ଆଶୀର୍ବାଦ କରିବେ। ଏବଂ ତୁମ୍ଭମାନେେ ଅନକେ ରାଷ୍ଟ୍ରମାନଙ୍କୁ ଋଣ ଦବେ, ମାତ୍ର ତୁମ୍ଭେ ଋଣ କରିବ ନାହିଁ। ତୁମ୍ଭମାନେେ ଅନ୍ୟରାଷ୍ଟ୍ରମାନଙ୍କୁ ଶାସନ କରିବ ମାତ୍ର ତକ୍ସ୍ଟମ୍ଭ ଉପରେ କହେି ଶାସନ କରି ପାରିବେ ନାହିଁ।
Cross references
ଠିକ୍ ସମୟରେ ଉତ୍ତମ ବର୍ଷା ପ୍ରଦାନ କରିବାକୁ ସଦାପ୍ରଭୁ ତାଙ୍କର ଆକାଶର ଗନ୍ତାଘର ଖାଲିବେେ। ସଦାପ୍ରଭୁ ତୁମ୍ଭର ସମସ୍ତ କର୍ମ ରେ ଆଶୀର୍ବାଦ କରିବେ। ତୁମ୍ଭେ ଅନ୍ୟ ଗୋ୍ଟୀଯ ଲୋକମାନଙ୍କୁ ଋଣ ଦବେ। କିନ୍ତୁ ତୁମ୍ଭେ ସମାନଙ୍କେ ଠାରକ୍ସ୍ଟ କିଛି ଉଧାର ଆଣିବ ନାହିଁ।
ବିଦେଶୀମାନେ ତୁମ୍ଭକୁ ଋଣ ଦବେେ। କିନ୍ତୁ ତୁମ୍ଭମାନଙ୍କ ପାଖ ରେ ଅର୍ଥ ନ ଥିବ ଋଣ ପ୍ରତିଶାଧେ ପାଇଁ। ସମାନେେ ମସ୍ତକ ପରି ତୁମ୍ଭମାନଙ୍କୁ ପରିଗ୍ଭଳନା କରିବେ। ତୁମ୍ଭମାନେେ ଲାଙ୍ଗକ୍ସ୍ଟଡ ତକ୍ସ୍ଟଲ୍ଯ ତାଙ୍କଦ୍ବାରା ପରିଗ୍ଭଳିତ ହବେ।
ଶଲୋମନ ଇଉଫ୍ ରଟେିଶ ଫରାତ୍ ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିଶର ସୀମା ପର୍ୟ୍ଯନ୍ତ ସମସ୍ତ ରାଜ୍ଯ ଉପରେ ଶାସନ କଲେ। ଏହି ଦେଶଗୁଡିକ ଶ ଲୋମନଙ୍କୁ ଉପହାର ଓ ସମ୍ମାନ ପଠାଇଲେ ଏବଂ ଜୀବନସାରା ତାଙ୍କର ପ୍ରଜା ହାଇେ ରହିଲେ।
ଶଲୋମନ ତିପ୍ସହଠାରୁ ଘସା ପର୍ୟ୍ଯନ୍ତ ଫରାତ୍ ନଦୀର ପଶ୍ଚିମ ପାରିସ୍ଥିତ ସମସ୍ତ ଦେଶଗୁଡିକ ଉପରେ ଶାସନ କଲେ। ତାଙ୍କ ରାଜ୍ଯର ଚତୁର୍ଦ୍ଦିଗର ସୀମା ରେ ଶାନ୍ତି ଥିଲା।
ହେ ସଦାପ୍ରଭୁ, ତୁମ୍ଭେ ସ୍ବଯଂ ମାରେ ପରିବାରକୁ ଆଶୀର୍ବାଦ କରିଅଛ, ତେଣୁ ମାରେ ପରିବାର ପ୍ରକୃତ ରେ ଚିରକାଳ ନିମନ୍ତେ ଆଶୀର୍ବାଦ ପ୍ରାପ୍ତ ହବେ।
ଫରାତ୍ ନଦୀଠାରୁ ଆରମ୍ଭ କରି ପଲେଷ୍ଟୀୟ ଲୋକମାନଙ୍କର ଦେଶ ଓ ମିଶରର ସୀମା ପର୍ୟ୍ଯନ୍ତ ସମସ୍ତ ଦେଶ ଉପରେ ଶଲୋମନ ରାଜା ଥିଲେ।
ମଧ୍ଯ ୟିରୁଶାଲମ ରେ ପରାକ୍ରାନ୍ତ ରାଜଗଣ ଥିଲେ। ସମାନେେ ନଦୀ ସପୋରିସ୍ଥ ତାବତ୍ ଦେଶ ରେ ରାଜତ୍ବ କଲେ। ଆଉ ସମାନଙ୍କେୁ କର, ରାଜସ୍ବ ଓ ମାଶୁଲ ଦିଆଗଲା।
ଏଣୁ ତୁମ୍ଭେ ସମାନଙ୍କେୁ ବିପକ୍ଷଗଣ ହସ୍ତ ରେ ସମର୍ପଣ କରିବାରୁ ସମାନେେ ସମାନଙ୍କେୁ କ୍ଲେଶ ଦେଲେ। ମାତ୍ର କ୍ଲେଶ ସମୟରେ, ସମାନେେ ତୁମ୍ଭଠା ରେ ସାହାୟ୍ଯ ପାଇଁ ଚିତ୍କାର କଲେ ଏବଂ ତୁମ୍ଭେ ସ୍ବର୍ଗରୁ ତାହା ଶୁଣିଲ। ଆପଣାର ବହୁବିଧ ଦୟାନୁସା ରେ ସମାନଙ୍କେୁ ଉଦ୍ଧାର କତ୍ତୁର୍ଗଣ ଦଲେ। ସମାନେେ ବିପକ୍ଷଗଣ ହସ୍ତରୁ ସମାନଙ୍କେୁ ଉଦ୍ଧାର କଲେ।
ଦୁଷ୍ଟ ଲୋକ ଖୁବ୍ ଶୀଘ୍ର ଟଙ୍କା ଋଣ କରେ ଓ କବେେ ତାକୁ ପରି ଶାଧେ କରେ ନାହିଁ। କିନ୍ତୁ ଧାର୍ମିକ ବ୍ଯକ୍ତି ତାକୁ ଅନ୍ୟମାନଙ୍କୁ ବାଣ୍ଟି ଦିଏ।
ଧାର୍ମିକ ବ୍ଯକ୍ତି ସବୁକିଛି ଅନ୍ୟମାନଙ୍କୁ ଦଇଦେିଏ। ତଣେୁ ତା'ର ପିଲାମାନେ ଏକ ଆଶୀର୍ବାଦସୂଚକ।
ଦରକାର ବେଳେ ଋଣ ଦବୋ ଏବଂ ଉଧାର ହବୋ, ଏହା ଗୋଟିଏ ଲୋକର ଭଲ ଗୁଣ। କୌଣସି ବ୍ଯକ୍ତି ନିଜର ବ୍ଯାପାରରେ ଧାର୍ମିକତା ଅବଲମ୍ବନ କରିବା ମଙ୍ଗଳ ଅଟେ।
ଧନବାନ ଦରିଦ୍ର ଉପ ରେ କତ୍ତୃର୍ତ୍ବ କରେ, ପୁଣି ଋଣୀ ମହାଜନର ଦାସ ହୁଏ।
ତାନ ନିଜ ଶତୃକୁ ଭଲ ପାଅ। ଲୋକଙ୍କର ଉପକାର କର ଓ ଫରେି ପାଇବାର କୌଣସି ଆଶା ନରଖି ଟଙ୍କା ଧାର ଦିଅ। ଏହା କଲେ ତୁମ୍ଭମାନଙ୍କୁ ପ୍ରଚୁର ପୁରସ୍କାର ମିଳିବ। ତୁମ୍ଭମାନେେ ସର୍ବୋପରିସ୍ଥ ପରମେଶ୍ବରଙ୍କର ସନ୍ତାନ ହବେ। କାରଣ ସେ କପଟୀ ଏବଂ ଦୁଷ୍ଟ ଲୋକମାନଙ୍କ ପ୍ରତି ମଧ୍ଯ ଦୟଶୀଳ ଅଟନ୍ତି।