Home Bibles ☰ Books ଦିତୀୟ ବିବରଣ 16:12 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 16:12 · ଓଡ଼ିଆ ବାଇବେଲ

ପକ୍ସ୍ଟଣି ତୁମ୍ଭେ ଯେ ମିଶର ରେ ଦାସ ଥିଲକ୍ସ୍ଟ, ତାହା ସ୍ମରଣ କରିବ ଓ ତୁମ୍ଭେ ଏହି ସକଳ ବିଧି ମନୋୟୋଗ କରି ପାଳନ କରିବ।

Cross references

ଦିତୀୟ ବିବରଣ 5:15

ଏକଥା ତୁମ୍ଭେ ଭକ୍ସ୍ଟଲିବ ନାହିଁ ଯେ ତୁମ୍ଭମାନେେ ମିଶର ରେ, ଏକଦା ଦାସ ଥିଲ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ପରାକ୍ରାନ୍ତ ହସ୍ତଦ୍ବାରା ତୁମ୍ଭମାନଙ୍କୁ ମିଶରରକ୍ସ୍ଟ ବାହାର କରି ଆଣିଲେ। ସେ ତୁମ୍ଭମାନଙ୍କୁ ମକ୍ସ୍ଟକ୍ତକଲେ। ଏହି ହତେକ୍ସ୍ଟ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ବିଶ୍ରାମଦିନ ପାଳନାର୍ଥେ ତୁମ୍ଭମାନଙ୍କୁ ଆଜ୍ଞା ଦଇେଛନ୍ତି।

ଦିତୀୟ ବିବରଣ 15:15

ମନରେଖ, ଯେ ତୁମ୍ଭମାନେେ ମିଶର ଦେଶ ରେ ସଐୂର୍ଣ୍ଣ ଭାବରେ ଦାସରୂପେ ଥିଲ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ମକ୍ସ୍ଟକ୍ତ କଲେ। ଏଥିପାଇଁ ମୁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି।

ଦିତୀୟ ବିବରଣ 16:15

ସଦାପ୍ରଭୁଙ୍କର ମନୋନୀତ ସ୍ଥାନ ରେ ସଦାପ୍ରଭୁ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ତୁମ୍ଭେ ସାତଦିନ ଉତ୍ସବ ପାଳନ କରିବ। କାରଣ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତକ୍ସ୍ଟମ୍ଭ ଭୂମିରକ୍ସ୍ଟ ଉତ୍ପନ୍ନ ସମସ୍ତ ଦ୍ରବ୍ଯ ରେ ଓ ତକ୍ସ୍ଟମ୍ଭ ସମସ୍ତ କଠିନ କର୍ମ ପାଇଁ ତୁମ୍ଭକୁ ଆଶୀର୍ବାଦ କରିବେ। ତେଣୁ ତୁମ୍ଭେ ଆନନ୍ଦିତ ହବୋ ଉଚିତ୍।

ଯିରିମିୟଙ୍କ ବିଳାପ 3:19

ହେ ସଦାପ୍ରଭୁ, ମାରେ ଦୁଃଖ, ଦୁର୍ଗତି ସ୍ମରଣ କର। ତାହା ନାଗଦଅଣା ଓ ବିଷ ସ୍ବରୂପ।

ରୋମୀୟଙ୍କ ପ୍ରତି ପତ୍ର 6:17

ଅତୀତ ରେ ତୁମ୍ଭମାନେେ ପାପର ଦାସ ଥିଲ, ପାପ ତୁମ୍ଭମାନଙ୍କୁ ନିୟନ୍ତ୍ରଣ କରି ରଖିଥିଲା। କିନ୍ତୁ ପରମେଶ୍ବରଙ୍କୁ ଧନ୍ଯବାଦ ଦିଅ, ଯେ ତୁମ୍ଭମାନଙ୍କୁ ଯାହା ଶିକ୍ଷା ଦିଆଗଲା ତାହା ତୁମ୍ଭମାନେେ ସମସ୍ତ ହୃଦୟର ସହିତ ପାଳନ କଲ।

ଏଫିସୀୟଙ୍କ ପ୍ରତି ପତ୍ର 2:1

ପୂର୍ବରୁ ତୁମ୍ଭର ପାପ ହତେୁ ଓ ପରମେଶ୍ବରଙ୍କୁ ବାଧା ଦେଉଥିବା ଭୁଲ୍ କାର୍ୟ୍ଯ ହତେୁ ତୁମ୍ଭର ଆତ୍ମିକ ଜୀବନ ମୃତ ଥିଲା।

ଏଫିସୀୟଙ୍କ ପ୍ରତି ପତ୍ର 2:11

ତୁମ୍ଭମାନେେ ଅଣଯିହୂଦୀରୂପେ ଜନ୍ମ ଗ୍ରହଣ କରିଥିଲ। ତୁମ୍ଭମାନଙ୍କୁ ଯିହୂଦୀମାନେ ଅସୁନ୍ନତ ବୋଲି କହନ୍ତି। ସମାନେେ ନିଜକୁ ସୁନ୍ନତ281 ବୋଲି କହନ୍ତି। ଏହା ଏକ କାର୍ୟ୍ଯ, ଯାହାକୁ କି ସମାନେେ ନିଜ ଶରୀର ଉପରେ କରିଥାନ୍ତି।

Interlinear

Choose Theme